Category: National

ଯମୁନା ଏକ୍ସପ୍ରେସୱେରେ ଭୟଙ୍କର ଦୁର୍ଘଟଣା, ୪ମୃତ ୧୦୦ରୁ ଅଧିକ ଆହତ

ମଥୁରାର ଯମୁନା ଏକ୍ସପ୍ରେସୱେରେ କୁହୁଡ଼ି ଯୋଗୁଁ ସାତଟି ବସ୍ ଏବଂ ତିନୋଟି କାର ପରସ୍ପର ସହ ଧକ୍କା ହୋଇଥିବା ନେଇ ଖବର ସାମ୍ନାକୁ ଆସୁଛି । ଦୁର୍ଘଟଣା ପରେ ବସ୍ ଏବଂ କାରଗୁଡ଼ିକରେ ନିଆଁ ଲାଗିଯାଇଥିଲା। ଏହି ଭୟଙ୍କର ଦୁର୍ଘଟଣାରେ ଚାରି…

ପହଲଗାମ ଆକ୍ରମଣର ମୁଖ୍ୟ ଆକ୍ରମଣକାରୀକୁ ଧରାଇଲେ ମିଳିବ ୧୦ ଲକ୍ଷ ଟଙ୍କା

ପହଲଗାମ ଆକ୍ରମଣର ଖୁଲାସା କରୁଛି ଏନଆଇଏ । ବର୍ତ୍ତମାନ ଏହି ଆକ୍ରମଣର ମୁଖ୍ୟ ଷଡ଼ଯନ୍ତ୍ରକାରୀର ପରିଚୟ ସାମ୍ନାକୁ ଆସିଛି । ଏହାରି ମଧ୍ୟରେ ଆକ୍ରମଣର ମୁଖ୍ୟଷଡ଼ଯନ୍ତ୍ରକାରୀକୁ ଧରାଇଦେବା ପାଇଁ ଏନଆଇଏ ୧୦ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରିଛି ।ସୂଚନାନୁଯାୟୀ, ଭାରତରେ…

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ପୁର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ କୁମାର ଗୋୟଲ ଆଜି ଦେଶର ମୁଖ୍ୟ ସୂଚନା ଆୟୁକ୍ତ ଭାବରେ ଶପଥ ନେଇଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ତାଙ୍କୁ ଶପଥ ଗ୍ରହଣ କରାଇଛନ୍ତି । ଦେଶର ମୁଖ୍ୟ ସୂଚନା ଅଧିକାରୀ(ସିଆଇସି) ଭାବେ…

ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ଦାୟିତ୍ଵ ନେଲେ ନିତିନ ନବୀନ

ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ ଗ୍ରହଣ କରିଛନ୍ତି ବିହାର ମନ୍ତ୍ରୀ ନିତିନ ନବୀନ। ଗତ ରବିବାର ଦଳର ସଂସଦୀୟ ବୋର୍ଡ ଏହି ପଦବୀ ପାଇଁ ନିତିନଙ୍କ ନାମକୁ ମୋହର ମାରିଥିଲା। ଏହା ସହିତ ଆଗାମୀ ଭବିଷ୍ୟତରେ କେନ୍ଦ୍ରମନ୍ତ୍ରୀ…

ରାଜକୁମାର ଗୋଏଲ ହେବେ ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର

ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏକ ତିନି…

ଆଜିଠୁ ବିଦେଶ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ହୋଇପାରେ ବଡ ବାଣିଜ୍ୟ ଚୁକ୍ତି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୫ ଡିସେମ୍ବର ସୋମବାରଠାରୁ ୪ ଦିବସୀୟ ବିଦେଶ ଗସ୍ତରେ ଯିବେ। ଏହି ଗସ୍ତ କାଳରେ ପ୍ରଧାନମନ୍ତ୍ରୀ ଜୋର୍ଡାନ, ଇଥିଓପିଆ ଏବଂ ଓମାନ ଯାତ୍ରା କରିବେ। ପ୍ରଧାନମନ୍ତ୍ରୀ ମୋଦିଙ୍କ ଏହି ଗସ୍ତର ଉଦ୍ଦେଶ୍ୟ ଦ୍ୱିପାକ୍ଷୀୟ ଭାଗିଦାରୀକୁ ମଜଭୁତ କରିବା…

ନୀତିନ ନବୀନ ହେଲେ ବିଜେପିର ନୂଆ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ – ନୂଆ କାର୍ଯ୍ୟକାରୀ ସଭାପତିଙ୍କ ନାଁ ଘୋଷଣା କଲା ବିଜେପି । ନୀତିନ ନବୀନଙ୍କ ନାଁରେ ମୋହର ମାରିଛି ବିଜେପି । ବିହାର ସରକାରଙ୍କ ମନ୍ତ୍ରୀ ନିତିନ ନବୀନଙ୍କୁ ଦଳର ରାଷ୍ଟ୍ରୀୟ କାର୍ଯ୍ୟକାରୀ ଅଧ୍ୟକ୍ଷ ନିଯୁକ୍ତ କରିଛି । ସରକାରୀ…

ମହମ୍ମଦ ମୋକିମ କଂଗ୍ରେସରୁ ବହିଷ୍କୃତ

ଭୁବନେଶ୍ବର: କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ ହେଲେ ମହମ୍ମଦ ମୋକିମ। ଦଳ ବିରୋଧୀ କାର୍ଯ୍ୟ ପାଇଁ କଂଗ୍ରେସରୁ ବହିଷ୍କୃତ ହୋଇଥିବା ସୂଚନା। ସୋନିଆ ଗାନ୍ଧିଙ୍କୁ ଅସନ୍ତୋଷ ଭରା ଚିଠି ଲେଖିଥିଲେ। ଭକ୍ତ ଦାସଙ୍କ ନେତୃତ୍ବକୁ ନେଇ ପ୍ରଶ୍ନ ଉଠାଇଥିଲେ ମୋକିମ।…

କେରଳ ଥିରୁବନନ୍ତପୁରମ କର୍ପୋରେସନ ନିର୍ବାଚନରେ ବିଜେପିର ବୃହତ୍ ବିଜୟ

ତିରୁବନନ୍ତପୁରମ, ୧୩/୧୨ : କେରଳରେ ଅନୁଷ୍ଠିତ ସ୍ଥାନୀୟ ସ୍ୱାୟତ୍ତ ଶାସନ ନିର୍ବାଚନର ଫଳାଫଳ ଘୋଷଣା ହୋଇଛି | ଏହି ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ବିଜେପି) ରାଜଧାନୀ ଥିରୁବନନ୍ତପୁରମ କର୍ପୋରେସନରେ ଏକ ଐତିହାସିକ ବିଜୟ ହାସଲ କରିଛି, ଯାହା ପୂର୍ବରୁ ୪୫…

CBI ସ୍କାନରରେ TVK ମୁଖ୍ୟ ଓ ଏକ୍ଟର ବିଜୟ

ଭୁବନେଶ୍ୱର, ୧୩/୧୨ : ତାମିଲନାଡୁର କରୁର ଜିଲ୍ଲାରେ ଘଟିଥିବା ଭୟଙ୍କର ଷ୍ଟାମ୍ପିଡ୍ ମାମଲାର ତଦନ୍ତ ପ୍ରସଙ୍ଗରେ କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (CBI) ଏବେ ତାମିଲଗା ଭେଟ୍ରି କାଜଗମ୍ (TVK) ମୁଖ୍ୟ ତଥା ଅଭିନେତା-ରାଜନେତା ବିଜୟଙ୍କୁ ପଚରାଉଚରା କରିବାକୁ ଯୋଜନା କରୁଛି |…