Category: National

ଆନନ୍ତ ଅମ୍ବାନୀଙ୍କୁ ମିଳିଲା ଗ୍ଲୋବାଲ୍ ହ୍ୟୁମାନିଟାରିଆନ୍ ପୁରସ୍କାର

ନୂଆଦିଲ୍ଲୀ : ଆନନ୍ତ ଅମ୍ବାନୀଙ୍କୁ ମିଳିଲା ଗ୍ଲୋବାଲ୍ ହ୍ୟୁମାନିଟାରିଆନ୍ ପୁରସ୍କାର । ବନ୍ୟପ୍ରାଣୀ ସଂରକ୍ଷଣ ଦିଗରେ ବ୍ୟାପକ କାର୍ଯ୍ୟକ୍ରମ ପାଇଁ ତାଙ୍କୁ ସମ୍ମାନିତ କରାଯାଇଛି । ଏହି ପ୍ରତିଷ୍ଠିତ ଆମେରିକୀୟ ପୁରସ୍କାର ପାଇବାରେ ଅନନ୍ତ ଅମ୍ବାନୀ ସବୁଠାରୁ କମ୍ ବୟସର ଏବଂ…

ସୋନିଆ ଗାନ୍ଧିଙ୍କ ଜନ୍ମ ଦିନରେ ଶୁଭେଛା ଜଣାଇଲେ ମୋଦୀ

ନୂଆଦିଲ୍ଲୀ : ଆଜି କଂଗ୍ରେସ ନେତା ସୋନିଆ ଗାନ୍ଧୀଙ୍କ ଜନ୍ମଦିନ । ତାଙ୍କୁ ୭୯ବର୍ଷ ବୟସରେ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଯାହା ସେ ତାଙ୍କ ସୋସିଆଲ ମିଡିଆ ପେଜରେ ପୋଷ୍ଟ କରିଥିବାର ଦେଖିବାକୁ ମିଳିଛି ।…

ରୁଷର ରକ୍ଷା ମନ୍ତ୍ରଣାଳୟର ବିମାନ ଦୁର୍ଘଟଣାଗ୍ରସ୍ତ

ରୁଷ : ରୁଷର ଇଭାନୋଭୋ ଅଞ୍ଚଳରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ବିମାନରେ ଚାଳକ ଦଳର ୭ ଜଣ ସଦସ୍ୟ ରହିଥିଲେ । ଏହି ବିମାନଟି ରୁଷର ରକ୍ଷା ମନ୍ତ୍ରଣାଳୟର ରହିଥିବା ଖବର ମିଳିଛି ଇଭାନୋଭୋର ରୁଷର ଏକ ବଡ଼…

ଲୋକସଭାରେ ‘ବନ୍ଦେ ମାତରମ୍‌’ ଆଲୋଚନା

ଲୋକସଭାରେ ‘ବନ୍ଦେ ମାତରମ୍‌’ ଆଲୋଚନା ନୁଆଦିଲ୍ଲୀ: ସଂସଦରେ ଶୀତକାଳୀନ ଅଧିବେଶନର ଆଜି ଷଷ୍ଠ ଦିନ । ସଂସଦରେ ବନ୍ଦେ ମାତରମ୍ ବିତର୍କ । ଲୋକସଭା ଭବନରେ ଅଭିଭାଷଣ ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଅଭିଭାଷଣରେ କଂଗ୍ରେସକୁ ପରୋକ୍ଷରେ ଟାର୍ଗେଟ୍ କଲେ…

ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ନୂଆଦିଲ୍ଲୀ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି ରାଜସ୍ଥାନ ପୁଲିସ। ୩୦ କୋଟି ଠକେଇ ମାମଲାରେ ତାଙ୍କ ସମେତ ୮ ଜଣଙ୍କ ବିରୋଧରେ ଲୁକ ଆଉଟ ସର୍କୁଲାର ଜାରି ହୋଇଥିବାବେଳେ ପୁଲିସ ରବିବାର ବିକ୍ରମଙ୍କୁ ଗିରଫ କରିଛି। ରାଜସ୍ଥାନ…

ମାତ୍ରାଧିକ ବିମାନଭଡ଼ା ବୃଦ୍ଧି ଉପରେ ରୋକ ଲଗାଇଲେ କେନ୍ଦ୍ର ସରକାର

ଇଣ୍ଡିଗୋ ବିମାନ ସଙ୍କଟ ପରେ ସାରା ଦେଶରେ ଘରୋଇ ବିମାନ ଭଡ଼ା ବୃଦ୍ଧି ସମ୍ପର୍କରେ ବଢ଼ୁଥିବା ଅଭିଯୋଗ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି କେନ୍ଦ୍ର ସରକାର ଆଜି ବିମାନ କମ୍ପାନୀଗୁଡ଼ିକ ଉପରେ ଭଡ଼ା ସୀମା ଲାଗୁ କରିଛନ୍ତି ।ବେସାମରିକ ବିମାନ ଚଳାଚଳ…

ବର୍ତ୍ତମାନ ସୁଦ୍ଧା ୫୦ କୋଟିରୁ ଅଧୂକ ଫର୍ମ ଡିଜିଟାଇଜେସନ୍ କରାଯାଇଛି

୯ଟି ରାଜ୍ୟ ଓ ୩ଟି କେନ୍ଦ୍ରଶାସିତ ଅଞ୍ଚଳରେ ସ୍ଵତନ୍ତ୍ର ସଘନ ଭୋଟର୍‌ ତାଲିକା ସଂଶୋଧନ – ଏସ୍. ଆଇ.ଆର. ଦ୍ଵିତୀୟ ପର୍ଯ୍ୟାୟ ଆରମ୍ଭ ହେବା ପରଠାରୁ ୫୦ କୋଟି ୯୪ ଲକ୍ଷରୁ ଅଧିକ ଗଣନା ଫର୍ମ ଭୋଟର୍‌ମାନଙ୍କ ମଧ୍ୟରେ ବଣ୍ଟନ କରାଯାଇଛି…

ଆସନ୍ତାକାଲି ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ପ୍ରଧାନମନ୍ତ୍ରୀ ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ ବନ୍ଦେ ମାତରମ୍ ର ୧୫୦ତମ ବାର୍ଷିକୀ ଉପରେ ବିତର୍କ କରିବେ । ଗୃହମନ୍ତ୍ରୀ ଅମିତ ଶାହ ଆସନ୍ତା ମଙ୍ଗଳବାର ରାଜ୍ୟସଭାରେ ଆଲୋଚନା କରିବେ । ଆସନ୍ତାକାଲି ଲୋକସଭାରେ ଜାତୀୟ ଗୀତ ବନ୍ଦେ ମାତରମ୍ ର…

ସୁରକ୍ଷା କର୍ମୀଙ୍କ ଗୁଳିରେ ଟଳିରେ ୧୨ ମାଓବାଦୀ- ୩ ଡିଆରଜି ଯବାନ ସହିଦ

ଛତିଶଗଡ଼ : ପୁଣି ଲାଲବାହିନୀକୁ ଶକ୍ତ ଧକ୍କା । ସୁରକ୍ଷା କର୍ମୀଙ୍କ ଗୁଳିରେ ଟଳିରେ ୧୨ ମାଓବାଦୀ । ନକ୍ସଲଙ୍କ ପାଲଟା ଗୁଳିରେ ୩ ଡିଆରଜି ଯବାନ ସହିଦ । ଦାନ୍ତେୱାଡା ଓ ବିଜାପୁର ସୀମାନ୍ତ ଭୈରମଗଡ଼ ଅଞ୍ଚଳର କେଶକତୁଲ ଜଙ୍ଗଲରେ…

ପୁଟିନଙ୍କୁ ଖୁସିରେ କୁଣ୍ଢାଇବା ସହିତ ଭବ୍ୟ ସ୍ଵାଗତ କଲେ ମୋଦୀ

ନୂଆଦିଲ୍ଲୀ : ଭାରତରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ । ଦିଲ୍ଲୀର ପାଲମ ବିମାନବନ୍ଦରରେ ଓହ୍ଲାଇଛନ୍ତି ରୁଷ ରାଷ୍ଟ୍ରପିତ ଭ୍ଲାଦିମିର ପୁଟିନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରୋଟୋକଲ ଭାଙ୍ଗି ପୁଟିନଙ୍କୁ ଭବ୍ୟ ସ୍ୱାଗତ କରିଛନ୍ତି । ପୁଟିନଙ୍କୁ ସ୍ୱାଗତ…