ସୋମବାରରୁ ଆରମ୍ଭ ହେବ ସଂସଦର ଶୀତ ଅଧିବେସନ, ଆଜି ସର୍ବଦଳୀୟ ବୈଠକ
ଆସନ୍ତାକାଲିଠାରୁ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ। ଏହା ପୂର୍ବରୁ ଆଜି କେନ୍ଦ୍ର ସରକାର ନୂଆଦିଲ୍ଲୀରେ ଏକ ସର୍ବଦଳୀୟ ବୈଠକ ଡକାଇଛନ୍ତି। ଶୀତକାଳୀନ ଅଧିବେଶନ ଆସନ୍ତାକାଲିଠାରୁ ଆରମ୍ଭ ହୋଇ ଡିସେମ୍ବର 19 ତାରିଖ ପର୍ଯ୍ୟନ୍ତ ଚାଲିବ। ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ…
