Category: National

ଏନ୍‌ଆଉଣ୍ଟରରେ ଟଳିଲେ ଟପ୍‌ ମାଓବାଦୀ ହିଡମା

ଆନ୍ଧ୍ରପ୍ରଦେଶରେ ମଙ୍ଗଳବାର ସୁରକ୍ଷାକର୍ମୀଙ୍କ ଏକ ବଡ଼ଧରଣର ଏନ୍‌କାଉଣ୍ଟର ହୋଇଛି। ଏହି ଏନ୍‌କାଉଣ୍ଟରରେ ୬ଜଣ ଟପ୍‌ ମାଓବାଦୀ ନେତା ନିହତ ହୋଇଥିବା ସୂଚନା ମିଳିଛି। ଏନ୍‌କାଉଣ୍ଟରରେ ଟପ୍‌ ମାଓବାଦୀ ନେତା ମାଡଭି ହିଡମା ଏବଂ ତାଙ୍କ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।…

ଆସନ୍ତାକାଲି ତାମିଲନାଡୁ ଓ ଆନ୍ଧ୍ରପ୍ରଦେଶ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ, “୨୧ତମ ପିଏମ୍‍ କିଷାନ” ଯୋଜନାର କିସ୍ତି ପ୍ରଦାନ କରିବେ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ଆନ୍ଧ୍ରପ୍ରଦେଶ ଓ ତାମିଲନାଡୁ ଗସ୍ତରେ ଯିବେ । ଆନ୍ଧ୍ରପ୍ରଦେଶ ଗସ୍ତ ସମୟରେ ଶ୍ରୀ ମୋଦୀ ପୁଟପର୍ତ୍ତୀସ୍ଥିତ ଭଗବାନ ଶ୍ରୀ ସତ୍ୟସାଇ ବାବାଙ୍କ ମହାସମାଧି ପରିଦର୍ଶନ କରି ପୁଷ୍ପାର୍ଘ୍ୟ ପ୍ରଦାନ କରିବେ । ଭଗବାନ ଶ୍ରୀ ସତ୍ୟସାଇବାବାଙ୍କ…

ଗୁରୁବାର ଶପଥ ନେବେ ନୀତୀଶ !ଉତ୍ସବରେ ଭାଗ ନେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆସନ୍ତା ୨୦ରେ ବିହାରରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ। ଗୁରୁବାର ଶପଥ ନେବେ ନୀତୀଶ କୁମାର। ୧୦ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନୀତୀଶ କୁମାର । ଏନେଇ ପାଟନାର ଗାନ୍ଧୀ ମଇଦାନରେ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି।…

ଖୋଲିଲା ଲାଲକିଲ୍ଲା ରେଲୱେ ଷ୍ଟେସନ

ନୂଆଦିଲ୍ଲୀ : ଲାଲକିଲ୍ଲା ବିସ୍ଫୋରଣ ପରେ ସୁରକ୍ଷାକୁ ଦୃଷ୍ଟିରେ ରଖି ଦିଲ୍ଲୀର ଲାଲକିଲ୍ଲା ମେଟ୍ରୋ ଷ୍ଟେସନକୁ ବନ୍ଦ କରି ଦିଆଯାଇଥିଲା । ବର୍ତ୍ତମାନ କିନ୍ତୁ ପୁଣି ଷ୍ଟେସନ୍ର ସମସ୍ତ ଗେଟ୍ କାର୍ଯ୍ୟକ୍ଷମତା ପାଇଁ ଖୋଲି ଦିଆଯାଇଛି ବୋଲି ଡିଏମଆରସି ଟ୍ବିଟ୍ ଘୋଷଣା…

ଆର୍‌ଏସ୍‌ଏସ୍ ନେତାଙ୍କ ପୁଅକୁ ଗୁଳି କରି ହତ୍ୟା

ପଞ୍ଜାବ: ଫିରୋଜପୁରରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ) ସହିତ ଜଡିତ ଜଣେ ସ୍ଥାନୀୟ ନେତାଙ୍କ ପୁଅକୁ ଗୁଳି କରି ହତ୍ୟା କରାଯାଇଛି। ମୃତକଙ୍କ ନାମ ୩୨ ବର୍ଷୀୟ ନବୀନ ଆରୋରା, ଯିଏ ସହରରେ ଏକ ଦୋକାନ ଚଳାଉଥିଲେ। ପୋଲିସ ଅନୁସାରେ, ଏକ…

ବିହାରରେ ପୁଣି ଏନଡିଏ ସରକାର, ୧୦ମ ଥର ପାଇଁ ପୁଣି ଶପଥ ନେବେ ନୀତିଶ

ବିହାରରେ ଏନଡିଏ ଏକ ବଡ଼ ବିଜୟ ହାସଲ କରିଛି । ଭାରତୀୟ ଜନତା ପାର୍ଟି ସବୁଠାରୁ ବଡ଼ ଦଳ ଭାବରେ ଉଭା ହୋଇଛି । ଏନଡିଏ ମୋଟ ୨୦୨ଟି ଆସନରେ ବିଜୟୀ ହୋଇଥିବା ବେଳେ ତାମଧ୍ୟରୁ ବିଜେପି ୯୫ଟି ଓ ଜେଡିୟୁ…

ଜନଜାତି ଗୌରବ ଦିବସ: ବିର୍ସାମୁଣ୍ଡାଙ୍କ ୧୫୦ ତମ ଜନ୍ମ ବାର୍ଷିକୀ

ଜନଜାତି ସ୍ୱାଧୀନତା ସଂଗ୍ରାମୀ ଏବଂ ଉପନିବେଶ ଶାସନ ବିରୋଧୀ ନେତା ବିର୍ସା ମୁଣ୍ଡାଙ୍କ ଜନ୍ମବାର୍ଷିକୀକୁ ମନେ ପକାଇବା ପାଇଁ ପ୍ରତିବର୍ଷ ନଭେମ୍ବର ୧୫ ତାରିଖରେ ଭାରତରେ ଜନଜାତି ଗୌରବ ଦିବସ ପାଳନ କରାଯାଏ। ବିର୍ସା ମୁଣ୍ଡା ୧୮୭୪ ମସିହାରେ ଜନ୍ମଗ୍ରହଣ କରିଥିଲେ।…

୧୯ ନଭେମ୍ବରରେ ପିଏମ୍ କିସାନ୍ ସମ୍ମାନ ନିଧିର ୨୧ତମ କିସ୍ତି ମିଳିବ

ନୁଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୯ ନଭେମ୍ବରରେ ପିଏମ୍ କିସାନ୍ ସମ୍ମାନ ନିଧିର ୨୧ତମ କିସ୍ତ ଜାରି କରିବାକୁ ଯାଉଛନ୍ତି। ଏହି ଯୋଜନା ଅଧୀନରେ କୃଷକମାନଙ୍କୁ ବର୍ଷକୁ ୬୦୦୦ ଟଙ୍କାର ସିଧାସଳଖ ଆର୍ଥିକ ସହାୟତା ମିଳୁଛି ଏବଂ ପ୍ରତ୍ୟେକ କିସ୍ତ ଜାରି…

ବିହାରରେ ଏନ୍ ଡି ଏ ବିଜୟ ଓ ଧର୍ମେନ୍ଦ୍ର ପ୍ରଧାନଙ୍କ ଚାଣକ୍ୟ ନୀତି

ବିହାରରେ ଏନ୍ ଡି ଏ ବିଜୟ ଓ ଧର୍ମେନ୍ଦ୍ର ପ୍ରଧାନଙ୍କ ଚାଣକ୍ୟ ନୀତି ବିହାର: ନମସ୍କାର! ସ୍ୱାଗତ କରୁଛି ‘ନିର୍ବାଚନ ସ୍ପେଶାଲ୍’ କାର୍ଯ୍ୟକ୍ରମକୁ। ବିହାର ବିଧାନସଭା ନିର୍ବାଚନରେ ଜନତା ଦଳ (ୟୁନାଇଟେଡ୍) ଏବଂ ଭାରତୀୟ ଜନତା ପାର୍ଟିର ମେଣ୍ଟ ଏନ୍ ଡି…

ଜାମ୍ମୁକାଶ୍ମୀର ନୌଗାମ ଥାନାରେ ବଡ଼ ବିସ୍ଫୋରଣ; ଉଡ଼ିଗଲା ଥାନା, ୭ଜଣ ମୃତ

ଜାମ୍ମୁକାଶ୍ମୀର ନୌଗାମ ଥାନାରେ ବଡ଼ ବିସ୍ଫୋରଣ । ବିସ୍ଫୋରଣରେ ଉଡ଼ିଗଲା ଥାନା, ୭ଜଣ ମୃତ । ବିସ୍ଫୋରଣରେ ବହୁ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କ ଯାଇଛି ଜୀବନ । ୨୫ରୁ ଅଧିକ ଆହତ ମେଡିକାଲରେ ଭର୍ତ୍ତି। ବଡ଼ ବଡ଼ ଆତଙ୍କୀ ନେଟଓ୍ୱାର୍କର…

You missed