ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ଭାଇ ପଟେଲଙ୍କୁ ଭେଟିଲେ ଓଡିଶା ରାଜ୍ୟପାଳ
ନୁଆଦିଲ୍ଲୀ: ତିନିଦିନିଆ ଗୁଜରାଟ ଗସ୍ତରେ ଥିବା ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି ରବିବାର ଗାନ୍ଧୀନଗରରେ ସେଠାକାର ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ଭାଇ ପଟେଲଙ୍କୁ ଭେଟିଛନ୍ତି। ଏହି ଅବସରରେ ଉଭୟ ନେତା ଦୁଇ ରାଜ୍ୟର ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ସଂପର୍କରେ ମତ ବିନିମୟ କରିଥିଲେ।…
