Category: National

ଦେଶ ପାଳୁଛି ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ; ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

ଆଜି ଦେଶ ପାଳୁଛି ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ। ଏହି ଅବସରରେ ଗୁଜରାଟର ଷ୍ଟାଚ୍ୟୁ ଅଫ ୟୁନିଟ୍‌ରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସର୍ଦ୍ଦାର ପଟେଲଙ୍କ ସ୍ମୃତିଚାରଣ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ମୁଁ ଲୌହମାନବ ସର୍ଦ୍ଦାର…

ରାଷ୍ଟ୍ରୀୟ ଏକତା ଦିବସ-୨୦୨୫ ଅବସରରେ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧନ କଲେ ଗୃହମନ୍ତ୍ରୀ

ନୁଆଦିଲ୍ଲୀ: କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଅମିତ ଶାହ ଆଜି ବିହାର ପାଟନାଠାରେ ରାଷ୍ଟ୍ରୀୟ ଏକତା ଦିବସ-୨୦୨୫, ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ପାଳନ ଅବସରରେ ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି। ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି…

ବିହାର ନିର୍ବାଚନ: ଜନ ସୂରାଜ ପାର୍ଟି ପ୍ରାର୍ଥୀଙ୍କ ସମ୍ପର୍କୀୟଙ୍କୁ ଗୁଳି କରି ହତ୍ୟା

ନୁଆଦିଲ୍ଲୀ: ଆଜି ପାଟନା ନିକଟସ୍ଥ ମୋକାମାରେ ଗୁଳି ଚାଲିଛି। ଅନନ୍ତ ସିଂହଙ୍କ ଗଡ଼ରେ ଗୁଳିଚାଳନା ଯୋଗୁଁ ଜନ ସୂରାଜ ପାର୍ଟିର ଜଣେ ସମର୍ଥକଙ୍କ ମୃତ୍ୟୁ ହୋଇଛି। ଏହି ଘଟଣାଟି ଭଦୌର ପୋଲିସ ଷ୍ଟେସନ ଅଞ୍ଚଳରେ ଘଟିଛି। ମୃତକଙ୍କ ନାମ ଦୁଲାରଚାନ୍ଦ ଯାଦବ…

ଫାଇନାଲରେ ଭାରତୀୟ ମହିଳା କ୍ରିକେଟ ଦଳ

ନଭୀ ମୁମ୍ବାଇ,୩୦ା୧୦- ଚଳିତ ମହିଳା ଦିନିକିଆ କ୍ରିକେଟ ବିଶ୍ୱକପ୍‌ରେ ଭାରତୀୟ ଦଳ ଦ୍ୱିତୀୟ ଦଳ ଭାବେ ଫାଇନାଲରେ ପ୍ରବେଶ କରିଛି। ଗୁରୁବାର ଖେଳାଯାଇଥିବା ଦ୍ୱିତୀୟ ସେମିଫାଇନାଲରେ ଭାରତ ୫ ଉଇକେଟରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି। ଅଷ୍ଟ୍ରେଲିଆ ପକ୍ଷରୁ ଧାର୍ଯ୍ୟ ୩୩୯ ରନର…

ଫେବ୍ରୁଆରି 17ରୁ ସିବିଏସଇ ଦଶମ ଓ ଦ୍ବାଦଶ ବୋର୍ଡ ପରୀକ୍ଷା

ଫେବୃଆରୀ ୧୭ରୁ ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା। ଏନେଇ ସିବିଏସଇ ପକ୍ଷରୁ ପରୀକ୍ଷା ସୂଚୀ ପ୍ରକାଶ ପାଇଛି। କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ) ୨୦୨୫-୨୬ ଶିକ୍ଷାବର୍ଷ ପାଇଁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାର ଚୂଡ଼ାନ୍ତ ତାରିଖ…

ମୂଜାଫରପୁରରେ ଆରଜେଡି-କଂଗ୍ରେସ ଉପରେ ବର୍ଷିଲେ ମୋଦୀ

ପାଟନା: ବନ୍ଧୁକ, ନିଷ୍ଠୁରତା, ତିକ୍ତତା, କୁଶାସନ, ଦୁର୍ନୀତି ଏହି ପାଞ୍ଚଟି ଶଦ୍ଦର ପ୍ରୟୋଗ କରି ଆରଜେଡି-କଂଗ୍ରେସ ଉପରେ ବର୍ଷିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଆଜି ବିହାରରେ ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ଆରଜେଡି ଏବଂ କଂଗ୍ରେସ ସରକାର ସମୟରେ ହୋଇଥିବା ପାଞ୍ଚଟି…

ଭାରତରେ ଲାଗୁ ହେବ ୱାନ୍ ନେସନ ୱାନ୍ ପୋଲିସ ୟୁନିଫର୍ମ ପଲିସି

ଭାରତରେ ଲାଗୁ ହେବ ୱାନ୍ ନେସନ ୱାନ୍ ପୋଲିସ ୟୁନିଫର୍ମ ପଲିସି ଭୁବନେଶ୍ବର: ଭାରତରେ ଖୁବଶୀଘ୍ର ଲାଗୁ ହେବ ୱାନ୍ ନେସନ ୱାନ୍ ପୋଲିସ ୟୁନିଫର୍ମ ପଲିସି। ଏଣିକି ପୋଲିସ ମାନଙ୍କର ଗୋଟିଏ ପ୍ରକାରର ୟୁନିଫର୍ମ ରହିବ। ଭିନ୍ନ ଭିନ୍ନ ରାଜ୍ୟରେ…

ଜାପାନର ପ୍ରଧାନମନ୍ତ୍ରୀ ସାନେ ତାକାଇଚିଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ; ଭାରତ-ଜାପାନ ବିଶ୍ୱସ୍ତରୀୟ ସହଭାଗିତା ଆଗକୁ ବଢ଼ାଇବାକୁ ଆଲୋଚନା

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାପାନର ପ୍ରଧାନମନ୍ତ୍ରୀ ସାନେ ତାକାଇଚିଙ୍କ ସହ କଥା ହୋଇଛନ୍ତି ।ଶ୍ରୀ ମୋଦୀ ପ୍ରଧାନମନ୍ତ୍ରୀ ତାକାଇଚିଙ୍କୁ ଦାୟିତ୍ୱ ଗ୍ରହଣ କରିବା ପାଇଁ ଅଭିନନ୍ଦନ ଜଣାଇବା ସହ ତାଙ୍କର ସଫଳ କାର୍ଯ୍ୟକାଳ ପାଇଁ ଶୁଭକାମନା ଦେଇଥିଲେ ।ଦୁଇ ନେତା…

୩୧ ଅକ୍ଟୋବର ନୂଆଦିଲ୍ଲୀରେ ଅନ୍ତର୍ଜାତୀୟ ଆର୍ଯ୍ୟ ସମ୍ମିଳନୀ ୨୦୨୫ରେ ଯୋଗଦେବେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୩୧ ଅକ୍ଟୋବର ଦିନ ପ୍ରାୟ ୨:୪୫ ସମୟରେ ନୂଆଦିଲ୍ଲୀର ରୋହିଣୀରେ ଅନୁଷ୍ଠିତ ହେବାକୁ ଥିବା ଅନ୍ତର୍ଜାତୀୟ ଆର୍ଯ୍ୟ ସମ୍ମିଳନୀ ୨୦୨୫ରେ ଯୋଗଦେବେ । ଏହି କାର୍ଯ୍ୟକ୍ରମ ମହର୍ଷି ଦୟାନନ୍ଦ ସରସ୍ୱତୀଙ୍କ ୨୦୦ତମ ଜନ୍ମବାର୍ଷିକୀ ଏବଂ ଆର୍ଯ୍ୟ…

ଅକ୍ଟୋବର ୩୦ – ୩୧ରେ ପ୍ରଧାନମନ୍ତ୍ରୀଙ୍କ ଗୁଜରାଟ ଗସ୍ତ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୩୦-୩୧ ତାରିଖରେ ଗୁଜରାଟ ଗସ୍ତ କରିବେ। ଅକ୍ଟୋବର ୩୦ ତାରିଖରେ ପ୍ରଧାନମନ୍ତ୍ରୀ କେଭାଡିଆର ଏକତା ନଗର ଗସ୍ତ କରିବେ ଏବଂ ସନ୍ଧ୍ୟା ପ୍ରାୟ ୫ଟା ୧୫ ସମୟରେ ଇ-ବସର ଲୋକାର୍ପଣ କରିବେ। ସନ୍ଧ୍ୟା ପ୍ରାୟ…

You missed