ଜାପାନକୁ ମିଳିଲା ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ, ମୋଦୀ ଜଣାଇଲେ ଶୁଭେଚ୍ଛା
ଜାପାନକୁ ମିଳିଲା ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ । ଜାପାନର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ହୋଇଛନ୍ତି ସାନାଏ ତାକାଇଚି । ସେ ପ୍ରଧାନମନ୍ତ୍ରୀ ହେବା ପରେ ତାଙ୍କ ନିକଟକୁ ଛୁଟିଛି ଶୁଭେଚ୍ଛାର ଶୁଅ । ଜାପାନର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ସାନାଏ ତାକାଇଚିଙ୍କୁ…
