ସେନା କ୍ୟାମ୍ପ ଉପରେ ଆତଙ୍କବାଦୀ ଆକ୍ରମଣ, ୩ ଯବାନ ଆହତ
ଭାରତୀୟ ସ୍ଥଳ ସେନାର କ୍ୟାମ୍ପ ଉପରେ ଆତଙ୍କବାଦୀ ଆକ୍ରମଣ। ଆସାମ(Assam)ର କାକୋପଥର ଅଞ୍ଚଳରେ ଥିବା ସେନା କ୍ୟାମ୍ପ ଉପରେ ଆତଙ୍କବାଦୀମାନେ ଆଖି ବୁଜା ଗୁଳିମାଡ଼ କରିଛନ୍ତି। ରାତି ପ୍ରାୟ ୧୨.୩୦ରେ ଆତଙ୍କବାଦୀ(Terrorist)ମାନେ ଗୋଟିଏ ଚଳନ୍ତା ଗାଡ଼ିରୁ ଯବାନଙ୍କୁ ଟାର୍ଗେଟ କରିଥିଲେ। ସେଠାରେ…
