୫ଟି ରାଜ୍ୟସଭା ଆସନ ପାଇଁ ଉପନିର୍ବାଚନ ତାରିଖ ଘୋଷଣା
୫ଟି ରାଜ୍ୟସଭା ଆସନରେ ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ । ପଞ୍ଜାବରେ ଗୋଟିଏ ଏବଂ ଜମ୍ମୁ-କାଶ୍ମୀରରେ ଚାରୋଟି ଆସନ ଖାଲି ପଡିଥିବାରୁ ଏଠାରେ ଉପନିର୍ବାଚନ ହେବାକୁ ତାରିଖ ଘୋଷଣା କରାଯାଇଛି । ଆସନ୍ତା ଅକ୍ଟୋବର ୨୪ରେ…
