Category: National

ପୋଲିସ ସହ ମାଓବାଦୀଙ୍କ ଗୁଳିବିନିମୟ : କୁଖ୍ୟାତ ମାଓବାଦୀ ନିହତ

ଭୁବନେଶ୍ୱର, ୦୭/୦୯ : ପଶ୍ଚିମ ସିଂହଭୂମ ଜିଲ୍ଲାରେ ଆଜି ଭୋର ସମୟରେ ଗୋଇଲକେରା ଥାନା ଅଞ୍ଚଳର ଆରାହାସା ପଞ୍ଚାୟତର ରେଲା ଗ୍ରାମର ବୁର୍ଜୁୱା ପାହାଡ଼ ନିକଟରେ ପୋଲିସ ଏବଂ ସିପିଆଇ ମାଓବାଦୀ ନକ୍ସଲ ମଧ୍ୟରେ ଏକ ଏନକାଉଣ୍ଟର ଚାଲିଛି। ଚୈବସା ପୋଲିସ…

ପଞ୍ଜାବର ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ, ଘୋଷଣା କରିପାରନ୍ତି ସ୍ୱତନ୍ତ୍ର ପ୍ୟାକେଜ୍

ନୁଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେପ୍ଟେମ୍ବର ୯ ତାରିଖରେ ପଞ୍ଜାବ ଗସ୍ତ କରିବେ। ପଞ୍ଜାବରେ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ ମୋଦି। ପଞ୍ଜାବର ସତଲେଜ, ବ୍ୟାସ ଓ ରାଭି ନଦୀରେ ଜଳସ୍ତର ବୃଦ୍ଧି ଯୋଗୁଁ ୪୬ ଜଣଙ୍କର ମୃତ୍ୟୁ ହୋଇଥିବା…

ମୁଁ ସବୁବେଳେ ମୋଦିଙ୍କ ବନ୍ଧୁ ହୋଇ ରହିବି, ସେ ଜଣେ ମହାନ ପ୍ରଧାନମନ୍ତ୍ରୀ: ଡୋନାଲ୍ଡ ଟ୍ରମ୍ପ

ଭାରତ-ଆମେରିକା ସଂପର୍କକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ବୟାନ। ଦୁଇ ଦେଶ ମଧ୍ୟରେ ଥିବା ସଂପର୍କକୁ ସ୍ବତନ୍ତ୍ର କହିଲେ ଟ୍ରମ୍ପ। ମୁଁ ସବୁବେଳେ ମୋଦିଙ୍କ ବନ୍ଧୁ ହୋଇ ରହିବି, ସେ ଜଣେ ମହାନ ପ୍ରଧାନମନ୍ତ୍ରୀ । କିନ୍ତୁ ରୁଷିଆ ସହ ଭାରତର…

ଟ୍ରମ୍ପଙ୍କ ମନ୍ତବ୍ୟ ପରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରତିକ୍ରିୟା

ଭାରତ-ଆମେରିକା ସମ୍ପର୍କରେ ତିକ୍ତତା ଆସିବା ସତ୍ତ୍ୱେ ଆମେରିକା ରାଷ୍ଟ୍ରପତି ଭାରତ ସହ ଥିବା ବ୍ୟକ୍ତିଗତ ସମ୍ପର୍କକୁ ପ୍ରଶଂସା କରିବାର କିଛି ଘଣ୍ଟା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ରମ୍ପଙ୍କ ବୟାନକୁ ପ୍ରଶଂସା କରିଛନ୍ତି। ଟ୍ରମ୍ପଙ୍କ ଭାବନାକୁ ସମ୍ମାନ ଜଣାଉଥିବା କହିଛନ୍ତି। ପ୍ରଧାନମନ୍ତ୍ରୀ…

ଲାଲକିଲ୍ଲା ପରିସରରୁ ସୁନା, ହୀରା ଲାଗିଥିବା ୧ କୋଟିରୁ ଊର୍ଦ୍ଧ୍ବ ଟଙ୍କାର କଳସ ଚୋରି

ଦିଲ୍ଲୀର ଐତିହାସିକ ଲାଲକିଲ୍ଲା ପରିସରରେ ଚୋରିର ଏକ ଘଟଣା ଏବେ ହଇଚଇ ସୃଷ୍ଟି କରିବା ସହ ସୁରକ୍ଷାକୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି କରିଛି। ପରିସରରୁ କୋଟିଏ ଟଙ୍କା ମୂଲ୍ୟର ହୀରା ଲାଗିଥିବା ସୁନା କଳସ ଚୋରି ହୋଇଥିବା ମାମଲା ଶନିବାର…

ନିର୍ବାଚନ ପୂର୍ବରୁ ନିର୍ବାଚନ କମିଶନଙ୍କ ବଡ଼ ନିଷ୍ପତ୍ତି, ବିହାର SIR ପରେ ପ୍ରତ୍ୟେକ ଭୋଟରଙ୍କୁ ମିଳିବ ନୂତନ ଭୋଟର ପରିଚୟପତ୍ର

ବିହାରରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR) କାର୍ଯ୍ୟ ସମାପ୍ତ ହେବା ପରେ ନିର୍ବାଚନ କମିଶନ ରାଜ୍ୟର ସମସ୍ତ ଭୋଟରଙ୍କୁ ନୂତନ ଭୋଟର ପରିଚୟପତ୍ର ପ୍ରଦାନ କରିବାକୁ ଯୋଜନା କରୁଛନ୍ତି। ରବିବାର (ଅଗଷ୍ଟ 31, 2025) ଦିନ ଅଧିକାରୀମାନେ ଏହି…

ଆମେରିକାକୁ ଡାକ ସେବା ବନ୍ଦ କଲା ଭାରତ

ଆମେରିକାକୁ ଡାକସେବା ସମ୍ପୂର୍ଣ୍ଣ ଭାବେ ଭାରତୀୟ ଡାକ ବିଭାଗ ସ୍ଥଗିତ ରଖିଛି। ଚଳିତମାସ ୨୨ ତାରିଖରେ ଡାକ ବିଭାଗ ପକ୍ଷରୁ ୧୦୦ ଡଲାରରୁ ଅଧିକ ମୂଲ୍ୟର ସାମଗ୍ରୀକୁ ବାଦ୍‌ ଦେଇ ଅନ୍ୟ ପାର୍ସଲ ଜାରି ରହିବ ବୋଲି କୁହାଯାଇଥିଲା । କିନ୍ତୁ…

ଆଜିର ମୂଖ୍ୟ ଖବର

🌍 ଆନ୍ତର୍ଜାତୀୟ ଖବର (International) ଟ୍ରମ୍ପଙ୍କ ଭାରତ ବିରୋଧୀ ମତାମତ – ଯୁକ୍ତରାଷ୍ଟ୍ରର ନେତା Donald Trump ଭାରତ ସହ ବ୍ୟାପାରକୁ “ବିପଦ” ବୋଲି ଆହ୍ୱାନ କରିଛନ୍ତି। ଇସ୍ରାଏଲ୍ ଆକ୍ରମଣ ଭିଡିଓ ପ୍ରକାଶ – 7 ଅକ୍ଟୋବର Hamas ଆକ୍ରମଣର ଭିଡିଓ…

ଗୋଟିଏ ମଞ୍ଚରେ ମୋଦୀ- ଶେହବାଜ

ଚୀନ୍‌ରେ ଶଂଘାଇ ସହଯୋଗ ସଂଗଠନ(ଏସସିଓ) ଶିଖର ସମ୍ମିଳନୀ ବେଳେ ଗୋଟିଏ ଫ୍ରେମରେ ବିଶ୍ବର ବହୁ ନେତା। ଗୋଟିଏ ମଞ୍ଚରେ ମୋଦୀ- ଶେହବାଜ । ଚୀନରେ ଆୟୋଜିତ ଏସସିଓ ସମ୍ମିଳନୀରୁ ସାମ୍ନାକୁ ଆସିଥିବା ଫଟୋରେ ଅଛନ୍ତି ଭାରତର ପ୍ରଧାନମନ୍ତ୍ରୀ ଏବଂ ପାକିସ୍ତାନର ପ୍ରଧାନମନ୍ତ୍ରୀ…

ଓଡ଼ିଶା ଆସିବେ ରାହୁଲ ଗାନ୍ଧି

ଓଡ଼ିଶା ଆସିବେ ରାହୁଲ ଗାନ୍ଧି। ନଭେମ୍ବର କିମ୍ବା ଡିସେମ୍ବରରେ ଓଡ଼ିଶା ଆସିବା ନେଇ କାର୍ଯ୍ୟକ୍ରମ ରହିଛି। ଏ ନେଇ ପିସିସି ସଭାପତି ଭକ୍ତ ଦାସ ସୂଚନା ଦେଇଛନ୍ତି। ରୋଡ ସୋ’, ପଦଯାତ୍ରା, ସଭା କାର୍ଯ୍ୟକ୍ରମ ରହିଛି। ଭୋଟ ଚୋରି, ନାରୀ ନିର୍ଯାତନା,…