୯ଟି ଆତଙ୍କୀ ଆଡ୍ଡା ସ୍ଥଳରେ ୧୦୦ରୁ ଅଧିକ ଆତଙ୍କୀଙ୍କୁ ନିପାତ କଲୁ: ରାଜନାଥ ସିଂ
ସଂସଦରେ ଅପରେସନ ସିନ୍ଦୂର ଡିବେଟ ଆରମ୍ଭା ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆରମ୍ଭ କଲେ ଡିବେଟ । ଭାରତୀୟ ସେନା କିପରି ଭାବେ ଅପରେସନ ସିନ୍ଦୂର ପରିଚାଳନା କଲେ ଜଣାଇଲେ । ଆତଙ୍କବାଦୀଙ୍କୁ କିପରି ସେମାନଙ୍କ ଘରେ ପଶି ମାରିଲେ ଅବଗତ…
