ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା, ଭାବବିହ୍ବଳ ହେଲେ ପରିବାର ଲୋକେ
ଭାରତ ପାଇଁ ଏକ ଐତିହାସିକ ମୁହୂର୍ତ୍ତ । ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରରେ ୧୮ ଦିନରୁ ଅଧିକ ସମୟ ଅତିବାହିତ କରିବା ପରେ ଭାରତୀୟ ବାୟୁସେନାର ଗ୍ରୁପ୍ କ୍ୟାପଟେନ୍ ତଥା ମହାକାଶଚାରୀ ଶୁଭାଂଶୁ ଶୁକ୍ଳା ପୃଥିବୀକୁ ଫେରିଛନ୍ତି । ସେ ଆକ୍ସିଅମ୍-୪ ମିସନର…
