Category: National

ନୀତିଶଙ୍କ ନିର୍ବାଚନ ମୋହରା: ବଢିଲା ବିଧବା, ବୃଦ୍ଧ ଆଉ ଦିବ୍ୟାଙ୍ଗଙ୍କ ପେନସନ୍

ପାଟନା: ମୁଣ୍ଡ ଉପରେ ବିହାର ବିଧାନସଭା ନିର୍ବାଚନ । ଆଉ ମାସ କେଇଟା ପରେ ନିର୍ବାଚନ ଥିବାରୁ ସବୁ ରାଜନୈତିକ ଦଳ ଜୋରଦାର ପରିଶ୍ରମ ଏବଂ ରଣନୀତି ପ୍ରସ୍ତୁତ କରିବା ଆରମ୍ଭ କରି ଦେଇଥିବା ବେଳେ ଆଜି ବଡ ଘୋଷଣା କରିଛନ୍ତି…

ଭାରତୀୟ ହକି ଖେଳାଳିଙ୍କୁ ମିଳିବ ମାସିକ ଭତ୍ତା

ନୂଆଦିଲ୍ଲୀ:ହକି ଇଣ୍ଡିଆର ବାରମ୍ବାର ଅନୁରୋଧ ପରେ କ୍ରୀଡ଼ା ମନ୍ତ୍ରଣାଳୟ ପୁରୁଷ ଏବଂ ମହିଳା ଉଭୟ ବର୍ଗରେ ଜାତୀୟ ଶିବିର ପାଇଁ ମନୋନୀତ ଖେଳାଳିମାନଙ୍କ ପାଇଁ ପ୍ରତିମାସ ୨୫,୦୦୦ଟଙ୍କାର ଭତ୍ତା ମଞ୍ଜୁର କରିଛି। ଫଳରେ ପ୍ରଥମଥର ପାଇଁ ହକି ଖେଳାଳି ଭତ୍ତା ପାଇବାକୁ…

ଅପରେସନ ସିନ୍ଧୁ ଜରିଆରେ ଇରାନରୁ ଭାରତୀୟଙ୍କ ପ୍ରତ୍ୟାବର୍ତ୍ତନ ଜାରି

ନୂଆଦିଲ୍ଲୀ – ଅପରେସନ ସିନ୍ଧୁ ଜରିଆରେ ଇରାନରୁ ଭାରତୀୟଙ୍କ ପ୍ରତ୍ୟାବର୍ତ୍ତନ ଜାରି। ଗତକାଲି ଫେରିଲେ ୨୯୦ ଭାରତୀୟ। ଆଜି ଭୋରରୁ ୫୬ ଜଣଭାରତୀୟ ରାଜଧାନୀ ଦିଲ୍ଲୀରେ ଆସି ପହଞ୍ଚିଛନ୍ତି। ଭାରତ ପାଇଁ ନିଜ ଆକାଶ ମାର୍ଗ ଖୋଲିଲା ଇରାନ ଏହାପରେ ବିମାନରେ…

୫ ବର୍ଷ ପରେ ସିକ୍କିମରୁ ପୁଣି ଆରମ୍ଭ ହେଲା କୈଳାସ ମାନସରୋବର ଯାତ୍ରା

ନୂଆଦିଲ୍ଲୀ: ଜୁନ୍ ୨୦ ତାରିଖରୁ କୈଳାସ ମାନସରୋବର ଯାତ୍ରା ଆରମ୍ଭ ହୋଇଛି । ଏଥିରେ ଅଂଶଗ୍ରହଣ କରୁଥିବା ୩୬ ଜଣ ତୀର୍ଥଯାତ୍ରୀଙ୍କ ପ୍ରଥମ ଦଳ ଆଜି ସକାଳେ ସିକ୍କିମର ନାଥୁଲା ସୀମା ଦେଇ ଚୀନର ଟିଆରଏରେ ପ୍ରବେଶ କରିଛନ୍ତି । ରାଜ୍ୟପାଳ…

ଯୋଗ ସମଗ୍ର ବିଶ୍ୱକୁ ଏକତ୍ରିତ କରିଛି: ପ୍ରଧାନମନ୍ତ୍ରୀ

ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସାରା ବିଶ୍ୱ ଯୋଗ କରୁଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବିଶାଖାପାଟଣାରେ ଯୋଗ ଦିବସର ନେତୃତ୍ୱ ନେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ବିଶାଖାପାଟଣାରେ ୩ ଲକ୍ଷ ଲୋକଙ୍କ ସହିତ ଏକ ସାମୁହିକ ଯୋଗ କାର୍ଯ୍ୟକ୍ରମର…

୬୭ ବର୍ଷରେ ପାଦ ଥାପିଲେ ମହାମହିମ: ଉତ୍ତରାଖଣ୍ଡରେ ପାଳିବେ ଜନ୍ମଦିନ…

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬୭ ବର୍ଷ ବୟସରେ ପାଦ ଦେଇଛନ୍ତି । ଓଡ଼ିଶାର ଗର୍ବ ଓ ଗୌରବ, ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜିର ଦିନରେ ରାଇରଙ୍ଗପୁରର ଏକ ଅଖ୍ୟାତ ପଲ୍ଲୀ ଉପରବେଡ଼ାରେ ୧୯୫୮ ମସିହାରେ ଜନ୍ମଗ୍ରହଣ କରିଥିଲେ ।…

ଜୁଲାଇ ଦ୍ବିତୀୟ ସପ୍ତାହରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧି

ଓଡ଼ିଶା ଆସିବେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ । ରାହୁଲଙ୍କ ସହ କଂଗ୍ରେସ ଦଳ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ମଧ୍ୟ ଓଡ଼ିଶା ଗସ୍ତ କରିବେ । ଭୁବନେଶ୍ୱରରେ କଂଗ୍ରେସ ତରଫରୁ ହେବାକୁ ଯାଉଛି ବଡ଼ ସମାବେଶ; ଯେଉଁଥିରେ ସାମିଲ ହେବେ…

ରାହୁଲ ଗାନ୍ଧିଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି,ସୋସିଆଲ ମିଡିଆରେ ଲେଖିଲେ…..

୫୫ ବର୍ଷରେ ପାଦ ଥାପିଛନ୍ତି ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ । ଏହି ଅବସରରେ ତାଙ୍କୁ ଚାରିଆଡୁ ଜନ୍ମଦିନ ଶୁଭେଚ୍ଛା ମିଳୁଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ସୋସିଆଲ ମିଡିଆରେ ରାହୁଲଙ୍କ ପାଇଁ…

୨୦ ଓ ୨୧ ଜୁନରେ ବିହାର, ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦ ଓ ୨୧ ଜୁନରେ ବିହାର, ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶ ଗସ୍ତ କରିବେ। ସେ ୨୦ ଜୁନରେ ବିହାରର ସିୱାନ ଗସ୍ତ କରିବେ ଏବଂ ମଧ୍ୟାହ୍ନ ପ୍ରାୟ ୧୨ ଟାରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ…

‘୨୦୪୭ ସୁଦ୍ଧା ଦେଶକୁ ବିକଶିତ ରାଷ୍ଟ୍ରରେ ପରିଣତ କରିବା ପାଇଁ ଯୁବବର୍ଗଙ୍କ ରହିଛି ଗୁରୁତ୍ୱପୂର୍ଣ୍ଣ ଭୂମିକା ‘

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ୨୦୪୭ ମସିହା ସୁଦ୍ଧା ଦେଶକୁ ଏକ ବିକଶିତ ରାଷ୍ଟ୍ରରେ ପରିଣତ କରିବା ନିମନ୍ତେ ଯୁବବର୍ଗଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ଆଜ୍‍ମେର ନିକଟବର୍ତ୍ତୀ ରାଜସ୍ଥାନ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ନବମ ସମାବର୍ତ୍ତନ ଉତ୍ସବରେ ଉଦ୍‍ବୋଧନ…