ଦୁଇଟି ରେଳ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି
ଝାଡ଼ଖଣ୍ଡ, କର୍ଣ୍ଣାଟକ ଏବଂ ଆନ୍ଧ୍ର ପ୍ରଦେଶରେ ରେଳବାଇର ଦୁଇଟି ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ ମିଳିଛି । କେନ୍ଦ୍ର ସରକାରଙ୍କ ଅନୁଯାୟୀ, ଏହା ଦ୍ବାରା ଯାତ୍ରା ଆହୁରି ସୁବିଧା ହେବ, ଖର୍ଚ୍ଚ ହ୍ରାସ ପାଇବ, କାର୍ବନ ଡାଇଅକ୍ସାଇଡ୍ ନିର୍ଗମନ କମିବ…
