Category: National

ସେନା ଶିବିରରେ ଭୂସ୍ଖଳନ; ୩ ଯବାନ ମୃତ

ନୂଆଦିଲ୍ଲୀ: ଉତ୍ତର-ପୂର୍ବ ଭାରତର ରାଜ୍ୟଗୁଡ଼ିକରେ ବର୍ଷା ଏବଂ ଭୂସ୍ଖଳନ ତାଣ୍ଡବ ରଚିଛି। ଗତ ରବିବାର ସନ୍ଧ୍ୟାରେ ସିକ୍କିମର ଏକ ସେନା ଶିବିରରେ ଭୂସ୍ଖଳନ ହେବାରୁ ଦୁଇ ସୈନିକଙ୍କ ସମେତ ତିନି ଜଣଙ୍କର ମୃତ୍ୟୁ ହୋଇଛି। ଏବେବି ଛଅ ଜଣ ସୈନିକ ନିଖୋଜ…

ମୋଦିଙ୍କୁ ଭେଟିବେ ବିଦେଶ ଗସ୍ତରେ ଯାଇଥିବା ପ୍ରତିନିଧି

ନୂଆଦିଲ୍ଲୀ: ‘ଅପରେସନ ସିନ୍ଦୂର’କୁ ନେଇ ବିଦେଶ ଗସ୍ତ କରୁଥିବା ପ୍ରତିନିଧିମଣ୍ଡଳର ସଦସ୍ୟମାନେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବେ। ତେବେ ପ୍ରତିନିଧିମଣ୍ଡଳ ଅପରେସନ ସିନ୍ଦୂରକୁ ନେଇ ଅନେକ ଦେଶ ଗସ୍ତ କରି ଭାରତର ପକ୍ଷ ଉପସ୍ଥାପନ କରୁଛନ୍ତି ଓ ସେଠାରୁ ଫେରିବା ପରେ ବିଶ୍ବବ୍ୟାପୀ…

କର୍ଣ୍ଣାଟକରେ ୧୨୫ ବର୍ଷର ରେକର୍ଡ ଭାଙ୍ଗିଲା ବର୍ଷା, ଗଲାଣି ୭୧ ଜଣଙ୍କ ଜୀବନ

ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ପ୍ରବେଶ ସହିତ ଦକ୍ଷିଣ ଭାରତରେ ପ୍ରବଳ ବର୍ଷା ଜାରି ରହିଛି। କେରଳ, କର୍ଣ୍ଣାଟକ, ତାମିଲନାଡୁରେ ପ୍ରବଳ ବର୍ଷା ଜୀବନ ଏବଂ ଜୀବନକୁ ଖରାପ ଭାବରେ ପ୍ରଭାବିତ କରିଛି। ଲୋକମାନେ ମଧ୍ୟ ବହୁ ପରିମାଣର ଜୀବନ ଏବଂ ସମ୍ପତ୍ତିର…

ମିସ୍ ୱାର୍ଲ୍ଡ ୨୦୨୫ ମୁକୁଟ ପିନ୍ଧିଲେ ଥାଇଲାଣ୍ଡ ସୁନ୍ଦରୀ

ହାଇଦ୍ରାବାଦ:୨୦୨୫ ମସିହାର ମିସ୍ ୱାର୍ଲ୍ଡ ବିଜେତା ହେଲେ ଥାଇଲାଣ୍ଡ ସୁନ୍ଦରୀ ଓପାଲ ସୁଚାତା ଚୁଆଙ୍ଗଶ୍ରୀ । ଏହି ଇଭେଣ୍ଟ ତେଲେଙ୍ଗାନାର ରାଜଧାନୀ ହାଇଦ୍ରାବାଦରେ ଅନୁଷ୍ଠିତ ହୋଇଥିଲା । ତେବେ ଇଥିଓପିଆର ହାସେଟ୍ ଡେରେଜେ ହେଲେ ପ୍ରଥମ ରନରଅପ୍ । ଏହି ପ୍ରତିଯୋଗିତାରେ…

ବଡ କୂଟନୈତିକ ବିଜୟ: ସ୍ବର ବଦଳେଇଲା କଲମ୍ବିଆ, ପାକ୍.ପାକ୍ ଛାଡି, ଭାରତ.ଭାରତ ଗାଇଲା

ନୂଆଦିଲ୍ଲୀ: ବଡ ସଫଳତାର ସହ ଆଗେଇ ଚାଲିଛନ୍ତି ଅପରେସନ ସିନ୍ଦୂରର ପ୍ରତିନିଧିଦଳ । ବିଦେଶରେ ଲଗାତାର ପାକିସ୍ତାନର ପର୍ଦ୍ଦାଫାସ କରୁଛନ୍ତି । ପାକିସ୍ତାନର ମିଥ୍ୟା ଉପରୁ ପରଦା ହଟାଉଛନ୍ତି । ଏହି ପରିପ୍ରେକ୍ଷୀରେ ଏବେ ଭାରତ ବଡ କୂଟନୈତିକ ବିଜୟ ହାସଲ…

‘ନାରୀଶକ୍ତିକୁ ଚାଲେଞ୍ଜ କରି ବିନାଶକୁ ଡାକିଛନ୍ତି ଆତଙ୍କବାଦୀ’: ଭୋପାଳରେ ରଣହୁଙ୍କାର ଦେଲେ ମୋଦି

ଭୋପାଳ: ଆତଙ୍କବାଦୀମାନେ ଭାରତର ମହିଳା ଶକ୍ତିକୁ ଚ୍ୟାଲେଞ୍ଜ କରିଥିଲେ, ଆଉ ଏହା ହଇର୍ ତାଙ୍କ ବିନାଶର କାରଣ ପାଲଟିଲା । ଏହି ଚ୍ୟାଲେଞ୍ଜ ଆତଙ୍କବାଦୀ ଏବଂ ସେମାନଙ୍କ ମାଲିକମାନଙ୍କ ପାଇଁ ମୃତ୍ୟୁ ଘଣ୍ଟି ପାଲଟିଛି। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୋପାଳ…

ତୁର୍କୀ ଉପରେ ଭାରତର ପ୍ରହାର; ତୁର୍କୀ ଏୟାରଲାଇନ୍ସ ସହିତ ଡିଲ ସମାପ୍ତ କରିବ ଇଣ୍ଡିଗୋ

ନୂଆଦିଲ୍ଲୀ:ଭାରତର ଶତ୍ରୁ ଦେଶ ପାକିସ୍ତାନକୁ ତୁର୍କୀର ସମର୍ଥନ ପରେ ଭାରତ ଏବଂ ତୁର୍କୀ ମଧ୍ୟରେ ସମ୍ପର୍କ ତିକ୍ତ ହେବାରେ ଲାଗିଛି । ଏବେ ଏହି ତିକ୍ତତାର ପ୍ରଭାବ ବିମାନ ଚଳାଚଳ କ୍ଷେତ୍ର ଉପରେ ମଧ୍ୟ ସ୍ପଷ୍ଟ ଭାବରେ ଦେଖିବାକୁ ମିଳିଛି ।…

ପାକିସ୍ତାନ ସହ ଆଲୋଚନା ପାଇଁ ଭାରତର ସର୍ତ୍ତ,ବୈଦେଶିକ ମନ୍ତ୍ରାଳୟ କହିଲା….

ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତିକୁ ନେଇ ଆମେରିକାର ଦାବିକୁ ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ଅନେକ ଥର ପ୍ରତ୍ୟାଖ୍ୟାନ କରିଛି। ହେଲେ ଏହା ପରେ ବି, ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କ ପ୍ରଶାସନ ନିଜକୁ ଶ୍ରେୟ ଦେବାରେ ଲାଗି ପଡିଛନ୍ତି। ଭାରତ…

ଏସୀୟ ଆଥଲେଟିକ୍ସ ଚାମ୍ପିଅନସିପ: ୩୬ ବର୍ଷ ପରେ ପ୍ରଥମ ଭାରତୀୟ ଭାବେ ସ୍ୱର୍ଣ୍ଣ ଜିତିଲେ ଅବିନାଶ

ନୂଆଦିଲ୍ଲୀ:ଗୁରୁବାର ଏସୀୟ ଆଥଲେଟିକ୍ସ ଚାମ୍ପିଅନସିପରେ ଜାତୀୟ ରେକର୍ଡଧାରୀ ଅବିନାଶ ସାବଲେ ତାଙ୍କ ସିଜନର ଶ୍ରେଷ୍ଠ ପ୍ରଦର୍ଶନ କରି ସ୍ୱର୍ଣ୍ଣ ପଦକ ଜିତିଛନ୍ତି । ୩୬ ବର୍ଷ ପରେ ଏହି ଟୁର୍ଣ୍ଣାମେଣ୍ଟରେ ୩୦୦୦ ମିଟର ଷ୍ଟିପଲଚେଜ୍ ବର୍ଗରେ ସ୍ୱର୍ଣ୍ଣ ଜିତିବାରେ ପ୍ରଥମ ଭାରତୀୟ…

ପୁରୀରେ କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂ ଚୌହ୍ୱାନ, ବିକଶିତ କୃଷି ସଂକଳ୍ପ ଅଭିଯାନରେ ହେବେ ସାମିଲ

ପୂରୀ: ଦୁଇଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂ ଚୌହ୍ୱାନ। ଆଜି ବିକଶିତ କୃଷି ସଂକଳ୍ପ ଅଭିଯାନରେ ସାମିଲ ହେବେ କେନ୍ଦ୍ର କୃଷିମନ୍ତ୍ରୀ। ଗତକାଲି ଭୁବନେଶ୍ୱର ବିମାନ ବନ୍ଦରରେ ଓହ୍ଲାଇବା ପରେ ସଡ଼କ ପଥରେ ପୁରୀ ଯାଇଛନ୍ତି କେନ୍ଦ୍ର କୃଷିମନ୍ତ୍ରୀ।…