Category: National

ପାକିସ୍ତାନ ପାଇଁ ଗୁଇନ୍ଦାଗିରି କରୁଥିଲେ ସିଆରପିଏଫ ଯବାନ, ଗିରଫ କଲା ଏନଆଇଏ

ନୂଆଦିଲ୍ଲୀ: ପାକିସ୍ତାନୀ ଗୁଇନ୍ଦା ଅଧିକାରୀଙ୍କ ସହ ସମ୍ବେଦନଶୀଳ ସୂଚନା ବାଣ୍ଟିବା ଅଭିଯୋଗରେ ଜାତୀୟ ତଦନ୍ତ ସଂସ୍ଥା (NIA) ଦିଲ୍ଲୀରୁ ଜଣେ ସିଆରପିଏଫ ଯବାନ ମୋତି ରାମ ଜାଟଙ୍କୁ ଗିରଫ କରିଛି। ତଦନ୍ତରୁ ଜଣାପଡିଛି ଯେ ସେ ୨୦୨୩ ମସିହାରୁ ଏହି କାମ…

୮ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ ଘୋଷଣା, ଜୁନ୍ ୧୯ରେ ମତଦାନ

ନୂଆଦିଲ୍ଲୀ: ନିର୍ବାଚନ କମିଶନ ରାଜ୍ୟସଭାର ୮ଟି ଆସନରେ ନିର୍ବାଚନ ପାଇଁ ଘୋଷଣା କରିଛନ୍ତି । ଏହି ଦ୍ୱିବାର୍ଷିକ ନିର୍ବାଚନ ଜୁନ୍ ୧୯ ତାରିଖରେ ଅନୁଷ୍ଠିତ ହେବ । ଏଥିରେ, ଦୁଇଟି ରାଜ୍ୟ ଆସାମ ଏବଂ ତାମିଲନାଡୁର ୮ଟି ଆସନରେ ଦ୍ୱିବାର୍ଷିକ ନିର୍ବାଚନ…

ୟୁକ୍ରେନ ଉପରେ ଋଷର ଭୟଙ୍କର ଏୟାରଷ୍ଟ୍ରାଇକ, ରାଗିଲେ ଟ୍ରମ୍ପ

କିଭ୍‌: ଋଷ ୟୁକ୍ରେନ ଉପରେ ଏକ ଭୟଙ୍କର ଏୟାରଷ୍ଚ୍ରାଇକ କରିଛି । ଯାହାକି ଏଯାବତ ବିଶ୍ୱରେ ସବୁଠୁ ବଡ଼ ବୋଲି କୁହାଯାଉଛି। ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଡ୍ରୋନ୍ ଆକ୍ରମଣରୁ ଅଳ୍ପକେ ବର୍ତ୍ତିବା ପରେ ୟୁକ୍ରେନ ଉପରେ ଏହି ଭୟଙ୍କର ଆକ୍ରମଣ…

ହଜାରେ ଟପିଲା କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା: ସବୁଠୁ ବେଶୀ କେରଳରେ.

ନୂଆଦିଲ୍ଲୀ: ଦୀର୍ଘ ଅଢେଇ ବର୍ଷର ବ୍ୟବଧାନ ପରେ ପୁଣି ଦେଶରେ ମୁଣ୍ତ ଟେକିଛି କୋଭିଡ୍ । ଦିନକୁ ଦିନକୁ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ଏହାରି ଭିତରେ ଆଜି ଦେଶରେ କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା ହଜାର ଟପିଛି । ସାରା…

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦଳ ଘୋଷଣା; ଶୁବମନ ଗିଲ୍‌ ଟେଷ୍ଟର ନୂଆ ଅଧିନାୟକ

ନୂଆଦିଲ୍ଲୀ: ବ୍ୟାଟ୍ସମ୍ୟାନ୍ ଶୁବମନ ଗିଲଙ୍କୁ ଭାରତୀୟ ଟେଷ୍ଟ ଦଳର ନୂତନ ଅଧିନାୟକ କରାଯାଇଛି। ଉପ-ଅଧିନାୟକ ଭାବରେ ରିଷଭ ପନ୍ତଙ୍କୁ ଚୟନ କରାଯାଇଛି। ମୁମ୍ବାଇରେ ଅନୁଷ୍ଠିତ ଏକ ବୈଠକରେ ଶନିବାର ବିସିସିଆଇ ଏହି ଘୋଷଣା କରିଛି। ଏହା ସହିତ ଇଂଲଣ୍ଡ ଗସ୍ତ ପାଇଁ…

ବୈଜୟନ୍ତ ପଣ୍ଡାଙ୍କ ନେତୃତ୍ଵରେ ପ୍ରତିନିଧି ମଣ୍ଡଳୀଙ୍କ ମଧ୍ୟ ପ୍ରାଚ୍ୟ ରାଷ୍ଟ୍ର ଗସ୍ତ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ଭାରତର ଶୂନ୍ୟ ସହନଶୀଳତା ନୀତି ଓ ଅପରେସନ ସିନ୍ଦୁରର ସଫଳତା ସମ୍ପର୍କରେ ବିଶ୍ଵ ସମୁଦାୟକୁ ଅବଗତ କରାଇବା ପାଇଁ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ସାଂସଦ ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡାଙ୍କ ନେତୃତ୍ଵରେ ସର୍ବଦଳୀୟ ପ୍ରତିନିଧି ମଣ୍ଡଳୀ…

ନୀତି ଆୟୋଗ ବୈଠକରେ ‘ସୁଭଦ୍ରାର ‘ ସଫଳତା ବଖାଣିିଲେ ମୁଖ୍ୟମନ୍ତ୍ରୀ, କହିଲେ ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ଲକ୍ଷ୍ୟ

ଆଜି ଦିଲ୍ଲୀରେ ନୀତି ଆୟୋଗର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଦେଶର ଅଧିକାଂଶ ରାଜ୍ୟର ମୁଖ୍ୟମନ୍ତ୍ରୀ ଏଥିରେ ଅଂଶଗ୍ରହଣ କରିଥିଲେ । ପ୍ରଧାନମନ୍ତ୍ରୀ ମୋଦୀ ଏହି ବୈଠକକୁ ସମ୍ବୋଧିତ କରିଥିଲେ। ସେ କହିଥିଲେ ଯେ ଆମକୁ ବିକାଶର ଗତି ବୃଦ୍ଧି…

ଦିଲ୍ଲୀରେ ବସିଲା ନିତି ଆୟୋଗ ୧୦ମ ଗଭର୍ଣ୍ଣିଂ କାଉନ୍‌ସିଲ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀ

ଦିଲ୍ଲୀରେ ଆୟୋଜିତ ହୋଇଯାଇଛି ନିତି ଆୟୋଗର ଗୁରୁତ୍ବପୂର୍ଣ୍ଣ ବୈଠକ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ନିତି ଆୟୋଗର ଦଶମ ଗଭର୍ଣ୍ଣିଂ କାଉନ୍‌ସିଲ୍ ବୈଠକ ଦିଲ୍ଲୀ ପ୍ରଗତି ମଇଦାନ ସ୍ଥିତ ଭାରତ ମଣ୍ଡପମ୍‌ରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିକଶିତ ଭାରତ ଉପରେ…

ଠକେଇ ଅଭିଯୋଗରେ ଗିରଫ ହେଲେ ଆପ ବିଧାୟକ

ପଞ୍ଜାବ ଭିଜିଲାନ୍ସ ବ୍ୟୁରୋ ଆମ ଆଦମୀ ପାର୍ଟି (ଆପ)ର ବିଧାୟକଙ୍କୁ ଠକେଇ ଅଭିଯୋଗରେ ଗିରଫ କରିଛି। ଗିରଫ ଆପ ବିଧାୟକଙ୍କ ନାମ ରମନ ଅରୋଡା ବୟସ ୫୪ବର୍ଷ। ଭିଜିଲାନ୍ସ ସୂତ୍ରରୁ ପ୍ରକାଶ, ରମନ ଅରୋଡାଙ୍କ ବିରୋଧରେ ଅଭିଯୋଗ ହୋଇଛି କି ସେ…

ୟୁକ୍ରେନ୍ ଡ୍ରୋନ୍ ମାଡ!, ଆକାଶରେ ହିଁ ବୁଲିଲା ଭାରତୀୟ ସାଂସଦଙ୍କ ବିମାନ

ନୂଆଦିଲ୍ଲୀ: ମସ୍କୋ ଆକାଶରେ ଘୁରି ବୁଲିଲା ଭାରତୀୟ ସାଂସଦଙ୍କ ବିମାନ । ପାକିସ୍ତାନ ପୋଲ୍ ଖୋଲିବାକୁ ରୁଷରେ ପହଞ୍ଚିଥିବା ଭାରତୀୟ ସାଂସଦଙ୍କ ପ୍ରତିନିଧିମଣ୍ଡଳୀଙ୍କ ବିମାନକୁ କିଛି ସମୟ ମସ୍କୋ ଆକାଶରେ ଘୁରିବାକୁ ପଡିଥିଲା । ପରେ ସବୁଜ ସିଗନାଲ ପାଇ ମସ୍କୋ…