୧୭ ଜଣ ସାଂସଦଙ୍କୁ ମିଳିବ ରତ୍ନ ପୁରସ୍କାର, ମହାରାଷ୍ଟ୍ରରୁ ସର୍ବାଧିକ
ନୂଆଦିଲ୍ଲୀ: ସଂସଦରେ ଉଲ୍ଲେଖନୀୟ ଅବଦାନ ରଖିଥିବା ୧୭ ଜଣ ସାଂସଦ ଏବଂ ୨ ଜଣ ସଂସଦୀୟ ସ୍ଥାୟୀ କମିଟିଙ୍କୁ ନାଗରିକ ସମାଜ ପକ୍ଷରୁ ୨୦୨୫ ବର୍ଷ ପାଇଁ ସଂସଦ ରତ୍ନ ପୁରସ୍କାର ୨୦୨୫ ପାଇଁ ଚୟନ କରାଯାଇଛି। ଏହି ପୁରସ୍କାରଗୁଡ଼ିକ ସଂସଦରେ…
ନୂଆଦିଲ୍ଲୀ: ସଂସଦରେ ଉଲ୍ଲେଖନୀୟ ଅବଦାନ ରଖିଥିବା ୧୭ ଜଣ ସାଂସଦ ଏବଂ ୨ ଜଣ ସଂସଦୀୟ ସ୍ଥାୟୀ କମିଟିଙ୍କୁ ନାଗରିକ ସମାଜ ପକ୍ଷରୁ ୨୦୨୫ ବର୍ଷ ପାଇଁ ସଂସଦ ରତ୍ନ ପୁରସ୍କାର ୨୦୨୫ ପାଇଁ ଚୟନ କରାଯାଇଛି। ଏହି ପୁରସ୍କାରଗୁଡ଼ିକ ସଂସଦରେ…
ଅପରେସନ ସିନ୍ଦୂର ପ୍ରେକ୍ଷାପଟ୍ଟରେ ଓ ସୀମାପାର ଆତଙ୍କବାଦ ବିପକ୍ଷରେ ଭାରତ ପକ୍ଷରୁ ସାତଟି ପ୍ରତିନିଧି ଦଳ ଏହି ମାସ ଶେଷ ବେଳକୁ ବିଭିନ୍ନ ଦେଶ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ମିଳିତ ଜାତିସଂଘ ନିରାପତ୍ତା ପରିଷଦର କିଛି ସଦସ୍ୟମାନଙ୍କ ସହ…
ନୂଆଦିଲ୍ଲୀ: ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପୂର୍ବରୁ ଭାରତ ଏ ଦଳ କ୍ୟାଟେଂରୀବରି ଓ ନର୍ଥଥାମ୍ପଟନ ବିପକ୍ଷରେ ପ୍ରଥମ ଶ୍ରେଣୀ ମ୍ୟାଚ ଖେଳିବ । ଏଥିପାଇଁ ଅଭିମନ୍ୟୁ ଈଶ୍ୱରନଙ୍କ ନେତୃତ୍ୱରେ ଭାରତ ଏ ଦଳର ଘୋଷଣା କରାଯାଇଛି…
ଭୂବନେଶ୍ୱର: ଓଡ଼ିଶାରେ ବିଜେପି ସରକାର ଏକାକୀ ସରକାର କରିବା ପରେ ଏବେ ଏକ ବର୍ଷ ପୁରା ହେବାକୁ ଯାଉଛି। ବିଜେପି ଓଡ଼ିଶାରେ ପ୍ରଥମଥର ପାଇଁ ସରକାର କରିଥିବା ବେଳେ ସରକାର ବଡ ଧୁମଧାମରେ ଏକ ବର୍ଷ ପୃର୍ତ୍ତୀ ପାଳନ କରିବେ। ଆଉ…
ଭାରତୀୟ ମହିଳା କ୍ରିକେଟ ଦଳ ଆସନ୍ତା ମାସ ଇଂଲଣ୍ଡ ଗସ୍ତ କରି ଏକ ସୀମିତ ଓଭର କ୍ରିକେଟ୍ ସିରିଜ ଖେଳିବ । ଉଭୟ ଦଳ ମଧ୍ୟରେ ୫ଟି ଟି-ଟ୍ୱେଣ୍ଟି ଓ ୩ଟି ଦିନିକିଆ ଖେଳାଯିବ । ଉଭୟ ସିରିଜ ପାଇଁ ଆଜି…
ଦରଭଙ୍ଗା: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନାମରେ ରୁଜୁ ହେଲା ୨ଟି ମାମଲା । ଆମ୍ବେଦକର ଛାତ୍ରାବାସରେ କାର୍ଯ୍ୟକ୍ରମ ପାଇଁ ପ୍ରଶାସନ ପକ୍ଷରୁ କୌଣସି ଆନୁଷ୍ଠାନିକ ଅନୁମତି ଦିଆଯାଇ ନଥିବା ସତ୍ତ୍ବେ ରାହୁଲ ଗାନ୍ଧୀ ଜୋରଜବରଦସ୍ତି ହଷ୍ଟେଲର ପଛଦ୍ବାର ଦେଇ ହଷ୍ଟେଲ…
ନୂଆଦିଲ୍ଲୀ: ଗୁରୁବାର ତୁର୍କୀ ସହ ସମ୍ପର୍କ ତୁଟାଇଛି ଜାମିଆ ମିଲିଆ ଇସ୍ଲାମିଆ ବିଶ୍ବବିଦ୍ୟାଳୟ । ଜାମିଆ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ତୁର୍କୀ ସରକାରଙ୍କ ସହିତ ଜଡିତ ଶୈକ୍ଷିକ ବୁଝାମଣାପତ୍ର ସ୍ଥଗିତ କରିଛି। ଜାତୀୟ ସୁରକ୍ଷା ଦୃଷ୍ଟିରୁ ଏହି ନିଷ୍ପତ୍ତି ନେଇଛି ଜାମିଆ…
ନୂଆଦିଲ୍ଲୀ: ଭାରତ ଓ ଆଫଗାନିସ୍ତାନର ସମ୍ପର୍କରେ ନୂଆ ଉଷ୍ମତା ଦେଖାଦେଇଛି। ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ୍. ଜୟଶଙ୍କର ଓ ଆଫଗାନିସ୍ତାନର କାର୍ଯ୍ୟକାରୀ ବୈଦେଶିକ ମନ୍ତ୍ରୀ ମୌଲଭୀ ଆମିର ଖାନ ମୁତ୍ତାକୀଙ୍କ ମଧ୍ୟରେ ଫୋନରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି। ତାଲିବାନ ଶାସନ ଆରମ୍ଭ…
ନୂଆଦିଲ୍ଲୀ: ଅପରେସନ ସିନ୍ଦୂରର ସଫଳତା ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି ସିଡିଏସଙ୍କ ସମେତ ତିନି ସେନାର ମୁଖ୍ୟ । ପ୍ରତିରକ୍ଷା ମୁଖ୍ୟ ଜେନେରାଲ ଅନିଲ ଚୌହାନ, ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ, ବାୟୁସେନା ମୁଖ୍ୟ ଏୟାର ଚିଫ୍ ମାର୍ଶାଲ…
ନୂଆଦିଲ୍ଲୀ: ବୁଧବାର କେନ୍ଦ୍ର କ୍ୟାବିନେଟରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏ ବିଷୟରେ ସୂଚନା ଦେଇ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଯେ ଉତ୍ତର ପ୍ରଦେଶର ଜେୱାରରେ ଭାରତର ଷଷ୍ଠ ସେମିକଣ୍ଡକ୍ଟର ୟୁନିଟ୍ ଅନୁମୋଦନ କରାଯାଇଛି। କ୍ୟାବିନେଟ୍ ନିଷ୍ପତ୍ତି ବିଷୟରେ କେନ୍ଦ୍ରମନ୍ତ୍ରୀ…