ଆସିଗଲା ଭାର୍ଗବାସ୍ତ୍ର; ସୁଦୃଢ଼ ହେବ ଭାରତର ଡ୍ରୋନ୍ ପ୍ରତିରୋଧୀ କ୍ଷମତା
ନୂଆଦିଲ୍ଲୀ: ନିକଟରେ ଭାରତ ପାକିସ୍ତାନର ଘୃଣ୍ୟ ଆତଙ୍କବାଦୀ ଉଦ୍ଦେଶ୍ୟକୁ ପଣ୍ଡ କରିଛି । ଆଉ ଏବେ ପାକିସ୍ତାନ ଏବଂ ତା’ର ବନ୍ଧୁମାନଙ୍କ ପାଇଁ ଆଉ ଏକ ଖରାପ ଖବର ଆସିଛି । ଡ୍ରୋନ ଗୁଡିକ ଦ୍ୱାରା ସୃଷ୍ଟି ହେଉଥିବା ବିପଦକୁ ରୋକିବା…
