Category: National

‘ଦେଶବାସୀ ଯାହା ଚାହୁଁଛନ୍ତି, ତାହା ହେବ’, ପାକିସ୍ତାନକୁ ରାଜନାଥ ସିଂଙ୍କ କଡ଼ା ଚେତାବନୀ

ନୂଆଦିଲ୍ଲୀ: ପହଲଗାମ ଆକ୍ରମଣକୁ ନେଇ ପ୍ରତିରକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ । ଦେଶର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆଜି ରାଜଧାନୀ ଦିଲ୍ଲୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ତେବେ ଏହି କାର୍ଯ୍ୟକ୍ରମରେ ଭାଷଣ ଦେବା ସମୟରେ ପହଲଗାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାୟୁସେନା ମୁଖ୍ୟ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାୟୁସେନା ମୁଖ୍ୟ। ଏୟାର ମାର୍ଶଲ ଅମରପ୍ରୀତ ସିଂଙ୍କ ସହ ଆଲୋଚନା କରୁଛନ୍ତି ମୋଦୀ। ଗତକାଲି ନୌସେନା ମୁଖ୍ୟ ପ୍ରଧାନମନ୍ତ୍ରୀଙ୍କୁ ଭେଟିଥିଲେ। ପହଲଗାମ ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ବାୟୁସେନା ମୁଖ୍ୟ ଏୟାର ଚିଫ୍ ମାର୍ଶାଲ ଏପି ସିଂହ…

ମୋଦିଙ୍କୁ ଭେଟିଲେ ନୌସେନା ମୁଖ୍ୟ, କିଛି ବଡ଼ ଯୋଜନା କରୁଛି କି ଭାରତ?

ନୂଆଦିଲ୍ଲୀ: ନୌସେନା ମୁଖ୍ୟ ଆଡମିରାଲ ଦିନେଶ କେ ତ୍ରିପାଠି ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କ ଲୋକ କଲ୍ୟାଣ ମାର୍ଗସ୍ଥିତ ବାସଭବନରେ ଭେଟିଛନ୍ତି। ତିନି ସେନାମୁଖ୍ୟଙ୍କ ସହ ବୈଠକର ଗୋଟିଏ ଦିନ ପରେ ପୁଣିଥରେ ନୌସେନା ମୁଖ୍ୟଙ୍କ ସହ ଆଲୋଚନା କରିଛନ୍ତି…

ଦୀଘା ଜଗନ୍ନାଥ ମନ୍ଦିରକୁ ‘ଧାମ’ ଘୋଷଣା, ଓଡ଼ିଶା ସରକାରଙ୍କ ଆପତ୍ତିକୁ ସମର୍ଥନ କଲା ବେଙ୍ଗଲ ବିଜେପି

କୋଲକାତା: ପଶ୍ଚିମବଙ୍ଗର ପୂର୍ବ ମେଦିନୀପୁର ଜିଲ୍ଲାର ଦୀଘାରେ ନିର୍ମିତ ନୂଆ ଜଗନ୍ନାଥ ମନ୍ଦିର, ଯାହାକୁ ଆନୁଷ୍ଠାନିକ ଭାବେ ‘ଶ୍ରୀ ଜଗନ୍ନାଥ ଧାମ ସାଂସ୍କୃତିକ କେନ୍ଦ୍ର’ ନାମେ ଅଭିହିତ କରାଯାଇଛି, ସେହି ମନ୍ଦିରକୁ ‘ଜଗନ୍ନାଥ ଧାମ’ ନାମକରଣ କରାଯିବା ନେଇ ଓଡ଼ିଶା ସରକାରଙ୍କ…

ଭାରତକୁ ସମର୍ଥନ କଲା ଆମେରିକା, ରାତି ଅଧରେ ପାକିସ୍ତାନ ଟେନସନ!

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ସ୍ଥିତି ଚିନ୍ତାଜନକ ରହିଛି। ଏପରି ସ୍ଥିତିରେ ବିଶ୍ୱର ମହାଶକ୍ତିମାନେ ମଧ୍ୟ ଏହି ମାମଲାରେ ମୁଣ୍ଡ ପୁରାଇବା ଆରମ୍ଭ କରିଛନ୍ତି। ଯେଉଁଠି ଚୀନ ପୁଣି ଥରେ ପାକିସ୍ତାନ ସହ ଛିଡ଼ା…

ରାଜସ୍ଥାନରେ ମୁମ୍ବାଇ ଇଣ୍ଡିଆନ୍ସର ବିଜୟ ଉତ୍ସବ: ୧୭ ସମୀକରଣ ୨୫ରେ ହେବ କି ପୁନରାବୃତ୍ତି!

ଭୂବନେଶ୍ୱର: ମୁମ୍ବାଇ ଇଣ୍ଡିଆନ୍ସ ଆଇପିଏଲ୍‌ ୨୦୨୫ରେ ନିଜର ଫର୍ମକୁ ଫେରିଥିବା ଜଣାପଡ଼ିଛି । ରାଜସ୍ଥାନ ରୟାଲ୍ସକୁ ନିଜ ଘରୋଇ ମୈଦାନରେ ୧୦୦ ରନ୍‌ରେ ପରାସ୍ତ କରିଛି। ଏହି ମ୍ୟାଚ ଜିତି ଚଳିତ ସିଜିନରେ ଲଗାତାର ଷଷ୍ଠ ବିଜୟ ସହ ଏମଆଇ ଏବେ…

ଜାତି ଭିତ୍ତିକ ଜନଗଣନା ଉପରେ କେନ୍ଦ୍ର କ୍ୟାବିନେଟରେ ଲାଗିଲା ମୋହର

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ବୈଠକ (ସିସିପିଏ)ରେ ଏକ ଐତିହାସିକ ନିଷ୍ପତ୍ତି ନିଆଯାଇଛି । ସରକାର ନିଷ୍ପତ୍ତି ନେଇଛନ୍ତି ଯେ, ଏବେ ଆଗାମୀ ଜନଗଣନାରେ ଜାତି ଭିତ୍ତିକ ତଥ୍ୟ ମଧ୍ୟ ସଂଗ୍ରହ…

ପହଲଗାମ୍ ଆକ୍ରମଣ: ଶୁଣାଣି କରିବାକୁ ମନା କରିଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ପହଲଗାମ୍ ଆକ୍ରମଣକୁ ନେଇ ଆଜି ସର୍ବୋଚ୍ଚ ନ୍ୟାୟଳୟରେ ଶୁଣାଣି ହେବାକୁ ଥିବା ବେଳେ, ଏନେଇ କୌଣସି ଶୁଣାଣି କରିବେ ନାହିଁ ବୋଲି ସଫା ସଫା ମନା କରିଦେଇଛନ୍ତି ସୁପ୍ରିମକୋର୍ଟ । ଗୁରୁବାର ଦିନ ସୁପ୍ରିମକୋର୍ଟ ପହଲଗାମ ଆତଙ୍କବାଦୀ ଆକ୍ରମଣର ନ୍ୟାୟିକ…

ଏବେ ସୁଦ୍ଧା ଭାରତ ଫେରିଲେ ୧୮୪୧, ପାକିସ୍ତାନ ଗଲେ ୯୨୬ ନାଗରିକ

ନୂଆଦିଲ୍ଲୀ: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ସରକାର ପାକିସ୍ତାନୀ ନାଗରିକଙ୍କୁ ଦିଆଯାଇଥିବା ଭିସା ବାତିଲ କରିଦେଇଥିଲେ । ଏହା ସହିତ, ପାକିସ୍ତାନୀ ନାଗରିକମାନଙ୍କୁ ୨୯ ରୁ ୩୦ ଏପ୍ରିଲ ମଧ୍ୟରେ ଭାରତ ଛାଡି ପାକିସ୍ତାନ ଯିବାକୁ କୁହାଯାଇଥିଲା । ସେହି…

ନୂଆ ଭାରତ କାହାକୁ ଛାଡ଼ିବ ନାହିଁ: ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ: ଏହା ହେଉଛି ନୂତନ ଭାରତ। ନୂତନ ଭାରତ କାହା ସହ ପ୍ରଥମେ ଯୁଦ୍ଧ ଆରମ୍ଭ କରିନାହିଁ। କିନ୍ତୁ କେହି ଲାଗିବାକୁ ଚେଷ୍ଟା କଲେ ଛାଡ଼ିବ ନାହିଁ। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଲଖିମପୁର ଖେରି ଜିଲ୍ଲାରେ ଶାରଦା ନଦୀର ପ୍ରବାହ ନିୟନ୍ତ୍ରଣ…