ପାକିସ୍ତାନ ପାଖରେ ୧୩୦ ପରମାଣୁ ହତିଆର, ଭାରତକୁ ଧମକାଇଲେ ପାକ୍ ମନ୍ତ୍ରୀ
ନୂଆଦିଲ୍ଲୀ: ପହଲଗାମ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଏପରିକି ଦୁଇ ଦେଶ ମଧ୍ୟରେ ଯୁଦ୍ଧ ଆଶଙ୍କା ଘନେଇଛି। ଏଭଳି ସମୟରେ ଜଣେ ପାକିସ୍ତାନୀ ମନ୍ତ୍ରୀ ଭାରତକୁ ପରମାଣୁ ଆକ୍ରମଣର ଧମକ ଦେଇଛନ୍ତି। ଶାହବାଜ ସରିଫଙ୍କ…
