Category: National

ଓଡ଼ିଶାର ୨ଟି ରେଳ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍ ର ଅନୁମୋଦନ

ଭୂବନେଶ୍ବର,୫/୪ : କେନ୍ଦ୍ର କ୍ୟାବିନେଟ୍‌ରେ ୪ଟି ବଡ଼ ରେଳ ପ୍ରକଳ୍ପକୁ ଅନୁମୋଦନ ମିଳିଛି। ଏହି ପ୍ରକଳ୍ପଗୁଡ଼ିକ ଓଡ଼ିଶା ସମେତ ଛତିଶଗଡ଼ ଓ ମହାରାଷ୍ଟ୍ରରେ ନିର୍ମାଣ ହେବ। ଏଥିରେ ଓଡ଼ିଶାର ୨ଟି ପ୍ରକଳ୍ପ ସାମିଲ ରହିଛି। ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଶୁକ୍ରବାର ଏନେଇ…

ମୋଦିଙ୍କୁ ‘ମିତ୍ର ବିଭୂଷଣ’ରେ ସମ୍ମାନିତ କଲେ ଶ୍ରୀଲଙ୍କା ସରକାର

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ସନ୍ଧ୍ୟାରେ ତିନି ଦିନିଆ କଲମ୍ବୋ ଗସ୍ତରେ ପହଞ୍ଚିଛନ୍ତି । ଶ୍ରୀଲଙ୍କାର ବୈଦେଶିକ ମନ୍ତ୍ରୀ ବିଜିତା ହେରାଥ, ସ୍ୱାସ୍ଥ୍ୟ ମନ୍ତ୍ରୀ ନଲିଣ୍ଡା ଜୟତିସା ଏବଂ ମତ୍ସ୍ୟ ସମ୍ପଦ ମନ୍ତ୍ରୀ ରାମଲିଙ୍ଗମ ଚନ୍ଦ୍ରଶେଖରଙ୍କ ସମେତ ପାଞ୍ଚ ଜଣ ପ୍ରମୁଖ…

୩ ଦିନିଆ ଶ୍ରୀଲଙ୍କା ଗସ୍ତରେ ମୋଦି, ବିମାନବନ୍ଦରରେ ସ୍ବାଗତ କଲେ ପ୍ରଧାନମନ୍ତ୍ରୀ

ଦୂଇଦିନିଆ ଥାଇଲାଣ୍ଡ ଗସ୍ତ ସାରି ଶ୍ରୀଲଙ୍କାରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଥାଇଲାଣ୍ଡର ବ୍ୟାଙ୍କକ୍‌ରେ ବିମଷ୍ଟେକ୍ ସମ୍ମିଳନୀରେ ଯୋଗ ଦେବା ପରେ ତିନିଦିନିଆ ଶ୍ରୀଲଙ୍କା ଗସ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ । କଲମ୍ବୋ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀଙ୍କୁ ବିପୁଳ…

ବ୍ୟାଙ୍କକରେ ମହମ୍ମଦ ୟୁନୁସ ଓ ପ୍ରଧାନମନ୍ତ୍ରୀ ମୋଦୀଙ୍କ ମଧ୍ୟରେ ବୈଠକ

ବ୍ୟାଙ୍କକ୍ : ବାଂଲାଦେଶର ଅନ୍ତରୀଣ ସରକାର ମୁଖ୍ୟ ମହମ୍ମଦ ୟୁନୁସ୍ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଥାଇଲ୍ୟାଣ୍ଡର ରାଜଧାନୀ ବ୍ୟାଙ୍କକରେ ପରସ୍ପର ସହ ସାକ୍ଷାତ କରିଛନ୍ତି । ଏହି ସାକ୍ଷାତ ୯ ମାସ ପରେ ଉଭୟଙ୍କ ମଧ୍ୟରେ ହୋଇଛି ।…

କାରାଗାରରେ ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଦେଲେ ୨୨ ନକ୍ସଲ

ରାୟପୁର: ସମାଜର ମୁଖ୍ୟସ୍ରୋତରେ ସାମିଲ ହେବା ନେଇ କଏଦୀମାନଙ୍କ ଉଦ୍ୟମ । ଛତିଶଗଡ଼ ଅନ୍ତର୍ଗତ କାଙ୍କେର ଜିଲ୍ଲା କାରାଗାରରେ ବନ୍ଦୀ ଥିବା ୨୨ ଜଣ ନକ୍ସଲ କଏଦୀ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଦେଉଛନ୍ତି । ଗତ ତିନି ବର୍ଷ…

ବଲିଉଡ୍‌ ଅଭିନେତା ମନୋଜ କୁମାରଙ୍କ ପରଲୋକ, ସୁନ୍ଦର ଅଭିନୟ ପାଇନିଲିଥିଲ ପଦ୍ମଶ୍ରୀ ଏବଂ ଦାଦାସାହେବ ଫାଲକେ

ବଲିଉଡ୍‌ ଅଭିନେତା ମନୋଜ କୁମାରଙ୍କ ପରଲୋକ । ମନୋଜ କୁମାର ତଥା ଭାରତ କୁମାରଙ୍କ ପରଲୋକ। ୮୭ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ । ୧୯୯୨ରେ ପଦ୍ମଶ୍ରୀ ଏବଂ ଦାଦାସାହେବ ଫାଲକେ ସମ୍ମାନରେ ହୋଇଥିଲେ ସମ୍ମାନିତ । ସେ ତାଙ୍କ…

ରାଜ୍ୟସଭାରେ ଉପସ୍ଥାପିତ ହେଲା ସଂଶୋଧିତ ୱାକଫ୍ ବିଲ୍ ; ଲୋକସଭାରେ ପାରିତ ପରେ ରାଜ୍ୟସଭାରେ ଆଗତ

ରାଜ୍ୟସଭାରେ ଉପସ୍ଥାପିତ ହେଲା ସଂଶୋଧିତ ୱାକଫ୍ ବିଲ୍ ; ଲୋକସଭାରେ ପାରିତ ପରେ ରାଜ୍ୟସଭାରେ ଆଗତ Post Views: 11

ଇଣ୍ଡିଗୋ ଉପରେ ୯୪୪ କୋଟିର ଜରିମାନା ଲଗାଇଲା ଆୟକର ବିଭାଗ

ଇଣ୍ଡିଗୋ ଏୟାରଲାଇନ୍ସର ମୂଳ କମ୍ପାନୀ ଇଣ୍ଟରଗ୍ଲୋବ୍ ଆଭିଏସନ୍ ଲିମିଟେଡ ଉପରେ ବହୁ କୋଟି ଟଙ୍କାର ଜରିମାନା ଲଗାଇଛି ଆୟକର ବିଭାଗ। ରବିବାର ଏ ନେଇ କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ୨୦୨୧-୨୨ ମୂଲ୍ୟାଙ୍କନ (ଆସେସ୍‌ମେଣ୍ଟ) ବର୍ଷ ପାଇଁ ଆୟକର ବିଭାଗ ୯୪୪.୨୦…

ଉତ୍କଳ ଦିବସ’ର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଉତ୍କଳ ଦିବସ’ର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଦିବସ ଓଡ଼ିଶାର ସମୃଦ୍ଧ ସଂସ୍କୃତି ପ୍ରତି ଏକ ଉପଯୁକ୍ତ ସମ୍ମାନ’ । ଓଡ଼ିଶାର ଇତିହାସ, ସାହିତ୍ୟ ଓ ସଂଗୀତକୁ ନେଇ ଭାରତ ଗର୍ବିତ’ । ‘ଓଡ଼ିଶାବାସୀ କଠିନ ପରିଶ୍ରମୀ…

ଭାରତୀୟ ସ୍ଵାଧୀନତା ସଂଗ୍ରାମରେ ଓଡ଼ିଶାର ଭୂମିକା ଗୁରୁତ୍ୱପୂର୍ଣ୍ଣ’, ଉତ୍କଳ ଦିବସରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ଭାରତୀୟ ସ୍ଵାଧୀନତା ସଂଗ୍ରାମରେ ଓଡ଼ିଶାର ଭୂମିକା ଗୁରୁତ୍ୱପୂର୍ଣ୍ଣ’, ଉତ୍କଳ ଦିବସରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ’ଓଡ଼ିଶା ଦିବସ’ର ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ‘ଏକ୍ସ’ରେ ଲେଖିଛନ୍ତି ଓଡ଼ିଶା ଦିବସ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ! ଏହି…