Category: National

ଜଜଙ୍କ ଘରୁ ମିଳିଲା ପୁଳାପୁଳା ଟଙ୍କା

ଦିଲ୍ଲୀ ହାଇକୋର୍ଟର ବିଚାରପତି ଯଶବନ୍ତ ବର୍ମାଙ୍କ ଘରୁ ମିଳିଥିବା ବିପୁଳ ପରିମାଣର ନଗଦ ଟଙ୍କା । ଯାହାକୁ ନେଇ ବର୍ତ୍ତମାନ ସୃଷ୍ଟି ହୋଇଛି ବିବାଦ । ଶୁକ୍ରବାର ଦିଲ୍ଲୀ ହାଇକୋର୍ଟର ମୁଖ୍ୟ ବିଚାରପତି ଡିକେ ଉପାଧ୍ୟାୟ କହିଛନ୍ତି ଯେ ଏହି ଘଟଣା…

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଦିଲୀପ ରାୟ; ରାଉରକେଲାକୁ ନେଇ ୩ଟି ପ୍ରମୁଖ ଦାବି ସମ୍ବଳିତ ପତ୍ର

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବରିଷ୍ଠ ବିଜେପି ନେତା ଦିଲୀପ ରାୟ। ରାଉରକେଲାକୁ ନେଇ ୩ଟି ପ୍ରମୁଖ ଦାବି ସମ୍ବଳିତ ପତ୍ର ଦେଲେ।ଇଷ୍ଟକୋଷ୍ଟ ଅଧୀନରେ ରାଉରକେଲାରେ ନୂଆ ରେଳ ଡିଭିଜନ୍‌ ଦାବି। ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ (RSP)ର ସମ୍ପ୍ରସାରଣ ତ୍ବରାନ୍ବିତ ଦାବି । ରାଉରକେଲା…

ମୋଦୀଙ୍କ ନେତୃତ୍ଵରେ ଆହୁରି ଶକ୍ତିଶାଳୀ ହେବ ଭାରତୀୟ ସେନା, ୭ ହଜାର କୋଟିର ଟଙ୍କାର ….

ଦେଶର ସୁରକ୍ଷା ସକାଶେ କ୍ୟାବିନେଟ୍ କମିଟି ପକ୍ଷରୁ ଭାରତୀୟ ସେନା ପାଇଁ ୩୦୭ ଆଡଭାନ୍ସ ଟୋଡ୍ ଆର୍ଟିଲରୀ ଗନ୍ ସିଷ୍ଟମ ଅର୍ଥାତ୍ ATAGS କିଣିବା ପାଇଁ ମଞ୍ଜୁରୀ ଦିଆଯାଇଛି । ଏହି ଅତ୍ୟାଧୁନିକ ବନ୍ଧୁକର ରେଞ୍ଜ୍ ହେଉଛି ୪୮ କିଲୋମିଟର ।…

ନିର୍ବାଚନ କମିଶନଙ୍କ ବଡ ନିଷ୍ପତ୍ତି, ଭୋଟର ପରିଚୟପତ୍ରରେ ହେବ ଆଧାର ଲିଙ୍କ୍

ଆଧାର ଏବଂ ଭୋଟର ଆଇଡି (ଇପିଆଇସି) ଲିଙ୍କ୍ କରିବାର ରାସ୍ତା ପରିଷ୍କାର ହୋଇଯାଇଛି । ମଙ୍ଗଳବାର ଦିନ ଅନୁଷ୍ଠିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ, ଦେଶର ନିର୍ବାଚନ କମିଶନ ଦୁଇଟିକୁ ଲିଙ୍କ କରିବାକୁ ଅନୁମତି ଦେଇଛନ୍ତି । ଏ ସମ୍ପର୍କରେ ଏକ ବିବୃତ୍ତିରେ…

ସୁପ୍ରିମକୋର୍ଟ ବିଚାରପତି ଭାବେ ଶପଥଗ୍ରହଣ କଲେ ଜଷ୍ଟିସ ଜୋୟମାଲ୍ୟା ବାଗ୍‌ଚୀ

କଲିକତା ହାଇକୋର୍ଟର ବିଚାରପତି ଜଷ୍ଟିସ ଜୋୟମାଲ ମାଲ୍ୟା ବାଗ୍‌ଚୀଙ୍କୁ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସଂଜୀବ ଖାନ୍ନା ଆଜି ସୁପ୍ରିମକୋର୍ଟର ବିଚାରପତି ଭାବେ ଶପଥପାଠ କରାଇଛନ୍ତି । ସୁପ୍ରିମକୋର୍ଟ ପରିସରରେ ଅନୁଷ୍ଠିତ ଶପଥଗ୍ରହଣ ଉତ୍ସବରେ ସମସ୍ତ ବିଚାରପତି ଗଣ ଉପସ୍ଥିତ ଥିଲେ…

ଦିଲ୍ଲୀରେ ଗିରଫ ହେଲେ ୭ ବାଂଲାଦେଶୀ

ଦିଲ୍ଲୀ ପୁଲିସ ଏକ ସ୍ୱତନ୍ତ୍ର ଅଭିଯାନରେ ୭ ଜଣ ବାଂଲାଦେଶୀ ନାଗରିକଙ୍କୁ ଗିରଫ କରିଛି। ପୂର୍ବ ଜିଲ୍ଲାର ଜିଲ୍ଲା ପୁଲିସ କମିଶନର ଅଭିଷେକ ଧନିଆ କହିଛନ୍ତି ଯେ ଗିରଫ ହୋଇଥିବା ସମସ୍ତ ବାଂଲାଦେଶୀ ନାଗରିକ ଭାରତ-ବାଂଲାଦେଶ ସୀମା ନିକଟରେ ନଦୀ ମାର୍ଗ…

ହୋଲିରେ ବିଜେପି ନେତାଙ୍କୁ ଗୁଳିମାଡ଼

ଚଣ୍ଡିଗଡ଼: ଗୋଟେ ପଟେ ରଙ୍ଗର ପର୍ବକୁ ଲୋକେ ବେଶ ଧୁମଧାମରେ ପାଳନ କରୁଥିବା ବେଳେ, ଅନ୍ୟ ପଟେ ବିଜେପି ନେତାଙ୍କ ଉପରେ ହୋଇଛି ଗୁଳି ବର୍ଷା। ହରିୟାଣା ସୋନିପତରେ ବିଜେପି ନେତାଙ୍କୁ ଗୁଳିକରି ହତ୍ୟା ଅଭିଯୋଗ । ଜମି ବିବାଦକୁ ନେଇ…

ଆସନ୍ତା ୩୦ରେ ପ୍ରଧାନମନ୍ତ୍ରୀଙ୍କ ୧୨୦ତମ “ମନ୍ କି ବାତ୍’ କାର୍ଯ୍ୟକ୍ରମ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୩୦ ତାରିଖ ରବିବାର ଦିନ ଆକାଶବାଣୀର ମନ୍‍ କି ବାତ୍‍ କାର୍ଯ୍ୟକ୍ରମରେ ଜନସାଧାରଣଙ୍କ ସହ ଭାବ ବିନିମୟ କରିବେ । ଏହା ହେବ ତାଙ୍କର ମାସିକ ରେଡିଓ ମନ୍‍ କି ବାତ୍‍ କାର୍ଯ୍ୟକ୍ରମର ୧୨୦ତମ ସଂସ୍କରଣ…

ଦେଶବାସୀଙ୍କୁ ହୋଲିର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହୋଲିପର୍ବ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ରଙ୍ଗର ପର୍ବ ହୋଲି ସମସ୍ତଙ୍କ ଜୀବନରେ ସୁଖସମୃଦ୍ଧି ଆଣିଦେଉ ବୋଲି ରାଷ୍ଟ୍ରପତି ଆଶାବ୍ୟକ୍ତ କରିଛନ୍ତି । ସମାଜର ବିଭିନ୍ନ ବର୍ଗର ଲୋକଙ୍କ ମଧ୍ୟରେ ଏହି ପର୍ବ ଏକତାର ପ୍ରତୀକ…

ନୈତିକତା ହେଉଛି ଅର୍ଥପୂର୍ଣ୍ଣ ଜୀବନର ମୂଳଦୁଆ: ରାଷ୍ଟ୍ରପତି

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି ପଞ୍ଜାବ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ କେବଳ ଭାରତ ନୁହେଁ ବରଂ ବିଦେଶର ବିଭିନ୍ନ ସଂସ୍କୃତିର ସଙ୍ଗମସ୍ଥଳ ପାଲଟିଛି । ସେଠାକାର ଛାତ୍ରଛାତ୍ରୀ ଏବଂ ଶିକ୍ଷକମାନଙ୍କ ମଧ୍ୟରେ ଆମ ଦେଶର ବିବିଧତା ପ୍ରତିଫଳିତ ହେଉଛି ବୋଲି ରାଷ୍ଟ୍ରପତି କହିଛନ୍ତି…