Category: National

ଆସନ୍ତା ୧୦ରେ ପୁଣି ‘ପରୀକ୍ଷା ପେ ଚର୍ଚ୍ଚା’ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଛାତ୍ରୀଛାତ୍ରଙ୍କ ସହ ଆଲୋଚନା କରିବା ପାଇଁ ବହୁଚର୍ଚ୍ଚିତ କାର୍ଯ୍ୟକ୍ରମ ‘ପରୀକ୍ଷା ପେ ଚର୍ଚ୍ଚା’ରେ ପୁଣିଥରେ ସାମିଲ ହେବାକୁ ଯାଉଛନ୍ତି । ବହୁ ପ୍ରତୀକ୍ଷିତ ପରୀକ୍ଷା ପେ ଚର୍ଚ୍ଚା ୨୦୨୫ (ପିପିସି ୨୦୨୫) ଫେବୃଆରୀ ୧୦, ୨୦୨୫…

ଦ୍ୱିତୀୟ ବିବାହରେ ଛାଡପତ୍ର ହେଲେ ମଧ୍ୟ ମିଳିବ ଭରଣ ପୋଷଣ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଦ୍ୱିତୀୟ ବିବାହରେ ଛାଡପତ୍ର ହେଲେ ଭରଣପୋଷଣ ଖର୍ଚ୍ଚ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ ପ୍ରଦାନ କରିଛନ୍ତି । ଆଜି ତେଲଙ୍ଗାନାର ଏକ ମାମଲାରେ ରାୟ ଦେବା ସମୟରେ କୋର୍ଟ କହିଛନ୍ତି ଯେ, ଯଦି ଦ୍ୱିତୀୟ ବିବାହରେ ମଧ୍ୟ ଛାଡପତ୍ର ହୁଏ,…

ଅବୈଧ ଭାରତୀୟ ପ୍ରବାସୀଙ୍କୁ ଧରି ପହଞ୍ଚିଲା C-17 ବିମାନ, ଅମୃତସରରେ କଲା ଅବତରଣ

ଅମୃତସର: ବୁଧବାର ଅପରାହ୍ନରେ ଅବୈଧ ଭାରତୀୟ ପ୍ରବାସୀଙ୍କୁ ନେଇ ଆମେରିକୀୟ ସାମରିକ ବିମାନ ଅମୃତସରରେ ଅବତରଣ କରିଛି। ଡୋନାଲ୍ଡ ଟ୍ରମ୍ପ ପ୍ରଶାସନ ଦାୟିତ୍ୱ ନେବା ପରେ ଦେଶରେ ପ୍ରବାସୀମାନଙ୍କ ବିରୁଦ୍ଧରେ ଏହା ପ୍ରଥମ କାର୍ଯ୍ୟାନୁଷ୍ଠାନ। ଏହି ବିମାନରେ ୨୦୫ ଜଣ ଲୋକ…

ମେ ୪ରେ ଖୋଲିବ ବଦ୍ରିନାଥ ଧାମ ମନ୍ଦିର

ଉତ୍ତରାଖଣ୍ଡ: ବଦ୍ରିନାଥ ଧାମର ଦ୍ୱାର ଚଳିତବର୍ଷ ମେ ୪ ତାରିଖରେ ସକାଳ ୬ଟାରେ ସାଧାରଣ ଭକ୍ତମାନଙ୍କ ପାଇଁ ଖୋଲାଯିବ । ବସନ୍ତ ପଞ୍ଚମୀରେ ତିହରୀ ରାଜ ଦରବାର ନରେନ୍ଦ୍ର ନଗରରେ ଶ୍ରୀ ଗଣେଶ ପୂଜାଙ୍କ ପୂଜା ସହ ବିଶ୍ୱ ପ୍ରସିଦ୍ଧ ପ୍ରଭୁ…

ବନ୍ୟପ୍ରାଣୀ ଚୋରା ଚାଲାଣ ଗ୍ୟାଙ୍ଗର ପର୍ଦ୍ଦାଫାସ କଲା ସିବିଆଇ: ଚୋରି ସାମଗ୍ରୀ ଜବତ, ୪ ଗିରଫ

ହରିୟାଣା: ବନ୍ୟପ୍ରାଣୀ ଶିକାର ଏବଂ ଚୋରା ଚାଲାଣ ବିରୋଧରେ ସିବିଆଇର ବନ୍ୟପ୍ରାଣୀ ଅପରାଧ ୟୁନିଟ୍ ଆଜି ଏକ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ କରିଛି। ଏହି ଅଭିଯାନ ଆଧାରରେ ସିବିଆଇକୁ ବଡ଼ ସଫଳତା ମିଳିଛି। ବନ୍ୟପ୍ରାଣୀ ଅପରାଧ ନିୟନ୍ତ୍ରଣ ବ୍ୟୁରୋ (WCCB) ର…

ଦିଲ୍ଲୀ ନିର୍ବାଚନ: ଆଜି ପ୍ରଚାରର ଶେଷ ଦିନ, ୫ରେ ଭୋଟଗ୍ରହଣ

ନୂଆଦିଲ୍ଲୀ: ଆଜି ପ୍ରଚାରର ଶେଷ ଦିନ । ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆଜି ସରୁଛି ପ୍ରଚାର। ଆଜି ସନ୍ଧ୍ୟା ୫ଟାରେ ସରିଯିବ ନିର୍ବାଚନ ପ୍ରଚାର । ଶେଷ ଦିନ ହୋଇଥିବାରୁ ସବୁ ରାଜନୈତିକ ଦଳ ନିଜର ହଭିୱେଟ ନେତାଙ୍କୁ ମୈଦାନକୁ…

ରାଷ୍ଟ୍ରପତିଙ୍କୁ ‘ବିଚାରୀ’ ଓ ତାଙ୍କ ଅଭିଭାଷଣକୁ ‘ବୋରିଂ’ କହି ବିବାଦରେ ସୋନିଆ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଉଦ୍ଦେଶ୍ୟରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ଅସୌଜନ୍ୟମୂଳକ ମନ୍ତବ୍ୟକୁ ନେଇ ବିବାଦ ସୃଷ୍ଟି ହୋଇଛି। ସଂସଦର ବଜେଟ୍ ଅଧିବେଶନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ‘ବୋରିଂ’ କହିବା ସହ ‘ବିଚାରୀ’ ବୋଲି ମନ୍ତବ୍ୟ ଦେବାପରେ ବିବାଦ ଆରମ୍ଭ ହୋଇଛି।…

ସଚିନ ତେନ୍ଦୁଲକରଙ୍କୁ ମିଳିବ ଲାଇଫ ଟାଇମ ଆଚିଭମେଣ୍ଟ ଆୱାର୍ଡ

ନୂଆଦିଲ୍ଲୀ: ଭାରତର ପୂର୍ବତନ ଅଧିନାୟକ ତଥା କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କୁ ଲାଇଫ ଟାଇମ ଆଚିଭମେଣ୍ଟ ପୁରସ୍କାରରେ ସମ୍ମାନିତ କରାଯିବ। ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ନିଜର ବାର୍ଷିକ ସମାରୋହରେ ଏହି ଆୱାର୍ଡ ପ୍ରଦାନ କରିବ। ତେବେ ସଚିନ ଅନ୍ତର୍ଜାତୀୟ…

ଇତିହାସରେ ପ୍ରଥମ; ରାଷ୍ଟ୍ରପତି ଭବନରେ ହେବ ୨ ସିଆରପିଏଫଙ୍କ ବିବାହ

ନୂଆଦିଲ୍ଲୀ: ପ୍ରଥମ ଥର ପାଇଁ ରାଷ୍ଟ୍ରପତି ଭବନରେ ବିବାହର ଧ୍ବନି ପ୍ରତିଧ୍ୱନିତ ହେବାକୁ ଯାଉଛି। ମଧ୍ୟପ୍ରଦେଶର ଶିବପୁରୀର ବାସିନ୍ଦା ପୁନମ ଗୁପ୍ତା ରାଷ୍ଟ୍ରପତି ଭବନରେ ବିବାହ କରିବାକୁ ଯାଉଛନ୍ତି। ସୂଚନା ଅନୁଯାୟୀ, ପୁନମ ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ (ସିଆରପିଏଫ)ର ଜଣେ…

ପ୍ରୟାଗରାଜ ମହାକୁମ୍ଭରେ ଦଳାଚକଟା, ୧୦ ମୃତ ଆଶଙ୍କା

ପ୍ରୟାଗରାଜ: ମୌନୀ ଅମାବାସ୍ୟାରେ ବଡ ଅଘଟଣ । ପ୍ରୟାଗରାଜ ମହାକୁମ୍ଭରେ ଦଳାଚକଟା । ଦଳାଚକଟାରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ଆଶଙ୍କା କରାଯାଉଥିବା ବେଳେ ୫୦ରୁ ଉର୍ଦ୍ଧ୍ଵ ଆହତ ହୋଇଥିବା ନେଇ ସୂଚନା ମିଳିଛି । ତ୍ରିବେଣୀ ସଙ୍ଗମରେ ବୁଡ଼…