Category: National

ତେଲେଙ୍ଗାନାରେ ବସ୍‌ ଦୁର୍ଘଟଣା: ୪ ଓଡ଼ିଆ ମୃତ

ମାଲକାନଗିରି: ତେଲେଙ୍ଗାନାରେ ବସ୍‌ ଦୁର୍ଘଟଣା। ଏଥିରେ ୪ ଓଡ଼ିଆଙ୍କୁ ମୃତ୍ୟୁ ହୋଇଥିବା ସୂଚନା। ତେଲେଙ୍ଗାନା ସୂର୍ଯ୍ୟାପେଟ-ଖମାମ ରାସ୍ତାରେ ଦୁର୍ଘଟଣା ଘଟିଛି। ୪ ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ଓ କିଛି ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି।ସୂଚନା ଅନୁସାରେ କଳାହାଣ୍ଡି…

ଇସ୍ରୋର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ ଭି. ନାରାୟଣନ

ନୂଆଦିଲ୍ଲୀ: ଇସ୍ରୋର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ ଭି. ନାରାୟଣନ । ଏସ. ସୋମନାଥଙ୍କ ସ୍ଥାନ ନେବେ ଭି. ନାରାୟଣନ । କେନ୍ଦ୍ର ସରକାରଙ୍କ କ୍ୟାବିନେଟ୍ ନିଯୁକ୍ତି କମିଟି ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତା ୧୪…

ଭାରତରେ ୩ ବିଲିୟନ ଆମେରିକୀୟ ଡଲାର ବିନିଯୋଗ କରିବ ମାଇକ୍ରୋସଫ୍ଟ

ନୁଆଦିଲ୍ଲୀ: ବିଶ୍ୱର ଅଗ୍ରଣୀ ଆଇଟି ସେକ୍ଟର କମ୍ପାନୀ ମାଇକ୍ରୋସଫ୍ଟ ଭାରତରେ କ୍ଲାଉଡ୍ ଏବଂ ଏଆଇ ଭିତ୍ତିଭୂମି ବିସ୍ତାର କରିବାକୁ ୩ ବିଲିୟନ ଆମେରିକୀୟ ଡଲାର ବିନିଯୋଗ କରିବ । ମାଇକ୍ରୋସଫ୍ଟ ଚେୟାରମ୍ୟାନ୍ ତଥା ସିଇଓ ସତ୍ୟ ନଡେଲା ମଙ୍ଗଳବାର ଏହି ସୂଚନା…

ଫେବୃଆରୀ ୫ରେ ଦିଲ୍ଲୀ ବିଧାନସଭା ନିର୍ବାଚନ

ଫେବୃଆରୀ ୫ରେ ଦିଲ୍ଲୀ ବିଧାନସଭା ନିର୍ବାଚନ ନୁଆଦିଲ୍ଲୀ, ୦୭/୦୧ : ଆଜି ନିର୍ବାଚନ ଆୟୋଗଙ୍କ ଦ୍ୱାରା ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ଏହି ନିର୍ବାଚନ ପାଇଁ ଫେବୃୟାରୀ ୫ରେ ମତଦାନ କରାଯିବ ଓ ୮ ଫେବୃଆରୀରେ ଗଣତି…

ଆଜି ରାୟଗଡ଼ା ରେଳ ଡିଭିଜନ ଭବନର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

ଭୂବନେଶ୍ୱର, ୦୬/୦୧ : ଆଜି ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଭିନ୍ନ ରେଳ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ । ପ୍ରଧାନମନ୍ତ୍ରୀ ନୂତନ ଜମ୍ମୁ ରେଳ ଡିଭିଜନକୁ ଉଦଘାଟନ କରିବେ । ସେ ତେଲେଙ୍ଗାନାର ଚାର୍ଲାପଲ୍ଲୀ ନୂଆ…

ପୁଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ : ୩ ମାଓବାଦୀ ନିହତ

ପୁଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ : ୩ ମାଓବାଦୀ ନିହତ ଭୂବନେଶ୍ୱର, ୦୩/୦୧ : ଛତିଶଗଡ଼ର ସୋରନାମାଲ ଜଙ୍ଗଲରେ ପୁଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଡିଆରଜି, ଏସଟିଏଫ ଓ ସିଆରପିଏଫ ଯବାନଙ୍କ ଗୁଳିରେ ୩…

ଆସନ୍ତାକାଲି ପଞ୍ଚଭୂତରେ ଲୀନ ହେବ ଡକ୍ଟର ସିଂହଙ୍କ ପାର୍ଥୀବ ଶରୀର

ଆସନ୍ତାକାଲି ପଞ୍ଚଭୂତରେ ଲୀନ ହେବ ଡକ୍ଟର ସିଂହଙ୍କ ପାର୍ଥୀବ ଶରୀର ନୂଆଦିଲ୍ଲୀ: ସବୁଦିନ ପାଇଁ ଆମକୁ ଛାଡି ଚାଲିଯାଇଛନ୍ତି ଦେଶର ବିଚକ୍ଷଣ ଅର୍ଥଶାସ୍ତ୍ରୀ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂହ । ଆସନ୍ତାକାଲି ରାଷ୍ଟ୍ରୀୟ ମର୍ଯ୍ୟଦା ସହ ତାଙ୍କର ଶେଷକୃତ୍ୟ…

ମନମୋହନ ସିଂହଙ୍କ ପରଲୋକ: ଦେଶରେ ୭ ଦିନ ପାଳନ ହେବ ରାଷ୍ଟ୍ରୀୟ ଶୋକ, ବନ୍ଦ ରହିବ ସମସ୍ତ ସରକାରୀ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ୯୨ ବର୍ଷ ବୟସରେ ଆଜି ପରଲୋକ ହୋଇଛି। ତାଙ୍କ ଦେହାନ୍ତରେ ଦେଶ ସାରା ଶୋକର ଲହରୀ ଖେଳିଯାଇଛି। ଏହି ଦୁଃଖଦ ଘଟଣାରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତିମାନେ ଶୋକ ପ୍ରକାଶ…

ଜମ୍ମୁ କାଶ୍ମୀରର ଅଂଜି ଖଡ୍ ବ୍ରିଜରେ ଗଡ଼ିଲା ପ୍ରଥମ ଇଲେକ୍ଟ୍ରି ରେଳ ଇଞ୍ଜିନ୍

ଶ୍ରୀନଗର: ଜମ୍ମୁ କାଶ୍ମୀରର ଅଂଜି ଖଡ୍ ବ୍ରିଜରେ ଗଡ଼ିଲା ପ୍ରଥମ ଇଲେକ୍ଟ୍ରି ରେଳ ଇଞ୍ଜିନ୍। ଏକ ନମ୍ବର ଟନେଲ୍ ଦେଇ ରେଳ ଇଞ୍ଜିନ୍ ଗଡ଼ିଛି । ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଟ୍ବିଟ୍ କରି ଏହି ସୂଚନା ଦେଇଛନ୍ତି। ରେଳ ମାଧ୍ୟମରେ କାଶ୍ମୀରକୁ…

ସେନା ଗାଡି ଦୁର୍ଘଟଣାଗ୍ରସ୍ତ : ୫ ଯବାନ ସହିଦ

ଭୂବନେଶ୍ୱର, ୨୫/୧୨ : ସେନା ଗାଡି ଦୁର୍ଘଟଣା ଯୋଗୁ ୫ ଯବାନ ସହିଦ ହୋଇଥିବା ବେଳେ ପ୍ରାୟ ୧୦ ଜଣ ଯବାନ ଆହତ ହୋଇଥିବା ଜଣାପଡିଛି । ୧୧ ମରାଠା ଲାଇଟ ଇନଫାଣ୍ଟ୍ରିର କିଛି ଯବାନ ପାଟ୍ରୋଲିଂରେ ଯାଉଥିବା ବେଳେ ପୁଞ୍ଚ…