Category: National

ଉପନିର୍ବାଚନ ଫଳାଫଳ: ୱାୟନାଡରେ ପ୍ରିୟଙ୍କା, ୟୁପିରେ ବିଜେପି ଆଗୁଆ

ୱାୟନାଡ: ମହାରାଷ୍ଟ୍ର ଏବଂ ଝାଡଖଣ୍ଡ ବିଧାନସଭା ସହ ୧୫ଟି ରାଜ୍ୟର ୪୬ଟି ବିଧାନସଭା ଏବଂ ୨ଟି ଲୋକସଭା ଆସନ ପାଇଁ ଭୋଟିଂ ଗଣତି ଚାଲିଛି। ପ୍ରିୟଙ୍କା ଗାନ୍ଧୀ ୩.୫ ଲକ୍ଷରୁ ଅଧିକ ଭୋଟରେ ୱାୟନାଡ ଲୋକସଭା ନିର୍ବାଚନ ମଣ୍ଡଳୀରେ ଆଗରେ ରହିଛନ୍ତି।…

ଉତ୍ତରପ୍ରଦେଶ ଉପନିର୍ବାଚନ: ୭ଟି ଆସନରେ ଆଗୁଆ ଅଛି ବିଜେପି

ଲକ୍ଷ୍ନୌ: ଉତ୍ତରପ୍ରଦେଶରେ ଖାଲି ପଡ଼ିଥିବା ୯ଟି ଆସନ ପାଇଁ ୨୦ ନଭେମ୍ବରରେ ବିଧାନସଭା ଉପ-ନିର୍ବାଚନ ଅନୁଷ୍ଠିତ ହୋଇଥିଲା । ଆଜି ଅର୍ଥାତ୍ ୨୩ ନଭେମ୍ବରରେ ଆସିବ ଫଳାଫଳ । ଏନେଇ ସକାଳ ୮ ଟାରୁ ଭୋଟ୍ ଗଣନା ଆରମ୍ଭ ହୋଇଛି, ଫଳାଫଳ…

୨୪ରେ ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ, ୧୯/୧୧: ସଂସଦର ଶୀତକାଳୀନ ଅଧିବେଶନ ପୂର୍ବରୁ ନଭେମ୍ବର ୨୪ ତାରିଖ ରବିବାର ଦିନ ସର୍ବଦଳୀୟ ବୈଠକ ଡାକିଛନ୍ତି କେନ୍ଦ୍ର ସରକାର। ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ମଙ୍ଗଳବାର ଏକ୍ସରେ ଏକ ପୋଷ୍ଟରେ କହିଛନ୍ତି ଯେ ସଂସଦର ଆଗାମୀ ଶୀତକାଳୀନ…

ରାଜଧାନୀ ଦିଲ୍ଲୀରୁ ୯୦୦ କୋଟି ଟଙ୍କା ମୂଲ୍ୟର କୋକେନ ଜବତ

ନୂଆଦିଲ୍ଲୀ: ଭାରତର ରାଜଧାନୀ ଦିଲ୍ଲୀରୁ ବହୁ ପରିମାଣର କୋକେନ ଜବତ ହୋଇଛି । ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁର(ଏନସିବି) ଏହାକୁ ଜବତ କରିଛି । ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ଗୁରଫ କରାଯାଇଛି । ଉଭୟ ଅଭିଯୁକ୍ତ ଦିଲ୍ଲୀର ସୋନିପତ ଅଞ୍ଚଳର ବୋଲି ଜଣାପଡିଛି…

ଡୋମିନିକାର ସର୍ବୋଚ୍ଚ ଜାତୀୟ ସମ୍ମାନ ପାଇବେ ମୋଦୀ

ନୂଆଦିଲ୍ଲୀ: ଡୋମିନିକାର ସର୍ବୋଚ୍ଚ ଜାତୀୟ ସମ୍ମାନ ପାଇବେ ପ୍ରଧାନମନ୍ତ୍ରୀ ମୋଦୀ l ଡୋମିନିକା ସର୍ବୋଚ୍ଚ ଜାତୀୟ ସମ୍ମାନ ‘ଦ ଡୋମିନିକା ଆୱାର୍ଡ ଅଫ୍‌ ଅନର’ ପାଇବେ ମୋଦୀ l ଗୁଆନାରେ ହେବାକୁ ଥିବା ଭାରତ-କାରିକୋମ୍ ସମିଟ୍‌ରେ ମୋଦୀଙ୍କୁ ଏହି ସମ୍ମାନରେ ସମ୍ମାନିତ…

ପ୍ରଥମ ଥର ପାଇଁ ଓଡ଼ିଶାରେ ହେବ ପୁଲିସ ମହାନିର୍ଦ୍ଦେଶକ ସମ୍ମିଳନୀ : ଯୋଗ ଦେଇ ପାରନ୍ତି ପ୍ରଧାନମନ୍ତ୍ରୀ

ଭୂବନେଶ୍ୱର, ୧୪/୧୧ : ପ୍ରଥମ ଥର ପାଇଁ ଓଡିଶାରେ ହେବ ପୁଲିସ ମହାନିର୍ଦ୍ଦେଶକ ସମ୍ମିଳନୀ । ଆସନ୍ତା ନଭେମ୍ବର ୨୯, ୩୦ ଓ ଡିସେମ୍ବର ୧ରେ ଅନୁଷ୍ଠିତ ହେବ ଏହି କାର୍ଯ୍ୟକ୍ରମ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ସମ୍ମିଳନୀରେ ମୁଖ୍ୟ…

ଭେଜାଲ ଖାଦ୍ୟ ବିକ୍ରି କରି ଧରାପଡୁଥିବା ବ୍ୟକ୍ତିଙ୍କ ପାଇଁ ରହିଛି କେଉଁ ଦଣ୍ଡ? କଣ କହୁଛି ଆଇନ

ନୂଆଦିଲ୍ଲୀ: ଭାରତରେ ଅଧିକାଂଶ ଜିନିଷ ଅପମିଶ୍ରଣ ବା ଭେଜାଲ ହେଉଛି। ବିଶେଷକରି ଖାଦ୍ୟପଦାର୍ଥରେ ଅଧିକ ଭେଜାଲ ହେଉଛି। ମସଲା, କ୍ଷୀର, ଘିଅ, ତେଲ, ସବୁକିଛି ଭେଜାଲ। ତେବେ ଯେଉଁ ବ୍ୟକ୍ତି ଏହି ସବୁ କାରବାର କରନ୍ତି ତାଙ୍କୁ କେଉଁ ଦଣ୍ଡ ଦିଆଯାଏ?…

ଦ୍ୱିତୀୟ ଟି-୨୦ ମ୍ୟାଚ୍‌ : ୩ ୱିକେଟ୍‌ରେ ଭାରତକୁ ପରାସ୍ତ କଲା ଦକ୍ଷିଣ ଆଫ୍ରିକା

ନୂଆଦିଲ୍ଲୀ, ୧୧/୧୧ : ୨ୟ ଟ୍ବେଣ୍ଟି୨୦ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ୩ ୱିକେଟ୍‌ରେ ଭାରତକୁ ପରାସ୍ତ କରିଛି। ବ୍ୟାଟିଂ ବିଫଳତା ଭୋଗି ଭାରତ ୬ ୱିକେଟ୍‌ରେ ୧୨୪ ରନ୍‌ କରିଥିଲା। ପରେ ୬ଟି ବଲ୍‌ ବାକିଥାଇ ୭ ୱିକେଟ୍‌ ହରାଇ ଘରୋଇ…

ଆଇଓସିଏଲ ରିଫାଇନରୀରେ ଭୟଙ୍କର ବିସ୍ଫୋରଣ: ୨ ମୃତ, ଜଣେ ଗୁରୁତର

ଗାନ୍ଧୀନଗର: ଗୁଜରାଟର ଭଦୋଦରାରେ ଭୟଙ୍କର ଅଗ୍ନିକାଣ୍ଡ। ଏଠାରେ ଇଣ୍ଡିଆନ ଅଏଲ୍‌ କର୍ପୋରେସନ୍‌ ତଥା ଆଇଓସିଏଲ୍‌ ରିଫାଇନରୀ ଷ୍ଟୋରେଜ ଟ୍ୟାଙ୍କରେ ଭୟଙ୍କର ବିସ୍ଫୋରଣ ପରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୨ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ଏ ସମ୍ପର୍କରେ…

ଝାରଖଣ୍ଡରେ ରଣହୁଙ୍କାର ଭରିବେ ମୋଦି, କରିବେ ରୋଡ ଶୋ

ରାଞ୍ଚି: ଝାଡଖଣ୍ଡ ବିଧାନସଭା ନିର୍ବାଚନକୁ ଆଉ ଦିନ କେଇଟା । ଭୋଟରକୁ ନିଜ ଆଡକୁ ଆକର୍ଷିତ କରିବା ପାଇଁ ଜୋର ସୋରରେ ଲାଗିପଡିଛନ୍ତି ଉଭୟ ହେମନ୍ତ ସରକାର ଏବଂ ବିଜେପି । ଆଜି ଏହାକୁ ନେଇ ଖୋଦ୍ ପ୍ରଧାନମନ୍ତ୍ରୀ ମଇଦାନକୁ ଓହ୍ଲାଇବେ…