Category: National

ସାବାଡ ହେବେ ଶତ୍ରୁ: ନୌସେନାରେ ସାମିଲ ହେବ ଆଇଏନଏସ ତୁଶିଳ

ଆଇଏନଏସ ତୁଶିଳର ବଶେଷତ୍ବ- ଆଡଭାନ୍ସ ମିସାଇଲ ଫ୍ରିଗେଟ ଆଇଏନଏସ ତୁଶିଳରେ ଅତ୍ୟାଧୁନିକ ଯନ୍ତ୍ରପାତି ରହିଛି। ସମୁଦ୍ରରେ ଶତ୍ରୁ ସହ ଲଢେଇ କରିବ ଶକ୍ତିଶାଳୀ ତୁଶିଳ। ଏହାର ଡିଜାଇନ ଏବଂ ଅସ୍ତ୍ର ଭାରତୀୟ ନୌସେନାର ବଳ ବଢାଇବ। ଏହି ଜାହାଜର ନାମ ତୁଶିଳ…

ସାବାଡ ହେବେ ଶତ୍ରୁ: ନୌସେନାରେ ସାମିଲ ହେବ ଆଇଏନଏସ ତୁଶିଳ

ଆଦିଲ୍ଲୀ: ଆହୁରି ଶକ୍ତିଶାଳୀ ହେବ ଭାରତୀୟ ନୌସେନା। କାରଣ ବହୁ ଦିନର ଅପେକ୍ଷାରେ ଅନ୍ତ ଘଟିବାକୁ ଯାଉଛି । ଆସନ୍ତା ଡିସେମ୍ବରରେ ଭାରତୀୟ ନୌସେନାରେ ସାମିଲ ହେବାକୁ ଯାଉଛି ଆଇଏନଏସ ତୁଶିଳ। ଫଳରେ ଶତ୍ରୁକୁ କଡା ଜବାବ ଦେବ ଭାରତୀୟ ସେନା।…

ବିଦାୟୀ ସମ୍ବର୍ଦ୍ଧନା ବେଳେ ଭାବବିହ୍ୱଳ ହେଲେ ଜଷ୍ଟିସ୍ ଡି ୱାଇ ଚନ୍ଦ୍ରଚୂଡ

ନୂଆଦିଲ୍ଲୀ: ଭାରତର ପ୍ରଧାନ ବିଚାରପତି ଜଷ୍ଟିସ୍ ଡି ୱାଇ ଚନ୍ଦ୍ରଚୂଡ ରବିବାର ଦିନ ପଦରୁ ଅବସର ନେବେ। କିନ୍ତୁ ଶନିବାର ଏବଂ ରବିବାର କୋର୍ଟ ଛୁଟି ହେବ। ଯାହାଫଳରେ ଆଜି ସୁପ୍ରିମକୋର୍ଟରେ ତାଙ୍କର ଶେଷ କାର୍ଯ୍ୟ ଦିବସ ଥିଲା। ଏପରିକି ଆଜି…

ବଲିଉଡ୍ ସୁପରଷ୍ଟାର ସଲମାନ୍ ଖାନଙ୍କ ପରେ ଏବେ ଶାହାରୁଖ ଖାନଙ୍କୁ ହତ୍ୟା ଧମକ

ବଲିଉଡ୍ ସୁପରଷ୍ଟାର ସଲମାନ୍ ଖାନଙ୍କ ପରେ ଏବେ ଶାହାରୁଖ ଖାନଙ୍କୁ ହତ୍ୟା ଧମକ । କୁହାଯାଉଛି, ଶାହାରୁଖଙ୍କୁ ହତ୍ୟା ଧମକ ମିଳିବା ପରେ ମୁମ୍ବାଇ ବାନ୍ଦ୍ରା ପୋଲିସରେ ମାମଲା ଦାଏର ହୋଇଛି । ଧମକ ଦେଇଥିବା ବ୍ୟକ୍ତିର କଲ୍ ଟ୍ରେସ୍ କରୁଛି…

୨୦୨୪-୨୫ରେ ଭାରତୀୟ ଖାଦ୍ୟ ନିଗମରେ ୧୦,୭୦୦ କୋଟି ଟଙ୍କାର ଇକ୍ୱିଟି ନିବେଶକୁ କ୍ୟାବିନେଟ୍ ଅନୁମୋଦନ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି (ସିସିଇଏ) ୨୦୨୪-୨୫ ଆର୍ଥିକ ବର୍ଷରେ ଭାରତୀୟ ଖାଦ୍ୟ ନିଗମ (ଏଫସିଆଇ)ରେ କାର୍ଯ୍ୟଶୀଳ ପୁଞ୍ଜି ନିମନ୍ତେ ୧୦,୭୦୦ କୋଟି ଟଙ୍କାର ଇକ୍ୱିଟି ନିବେଶକୁ ଅନୁମୋଦନ କରିଛି। କୃଷି…

ପିଏମ୍ ବିଦ୍ୟାଲକ୍ଷ୍ମୀ ଯୋଜନାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି

ଦେଶର ୮୬୦ ଉଚ୍ଚ ଶିକ୍ଷାନୁଷ୍ଠାନରେ ପଢୁଥିବା ଛାତ୍ରଛାତ୍ରୀଙ୍କୁ ମିଳିବ ଋଣ, ପ୍ରତିବର୍ଷ ଉପକୃତ ହେବେ ୨୨ ଲକ୍ଷରୁ ଅଧିକ ବିଦ୍ୟାର୍ଥୀ – ଧର୍ମେନ୍ଦ୍ର ପ୍ରଧାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ମୋଟ ୩,୬୦୦ କୋଟି ଟଙ୍କା…

ନଭେମ୍ବର ୨୫ରୁ ଆରମ୍ଭ ସଂସଦର ଶୀତକାଳୀନ ଅଧିବେଶନ

ନୂଆଦିଲ୍ଲୀ: ସଂସଦର ଶୀତ ଅଧିବେଶନ ନଭେମ୍ବର ୨୫ରୁ ଆରମ୍ଭ ହେବ। ଏନେଇ ମଙ୍ଗଳବାର ସୂଚନା ଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ କିରନ ରିଜିଜୁ। ନଭେମ୍ବର ୨୫ରୁ ଆରମ୍ଭ ହେବାକୁ ଥିବା ଏହି ଅଧିବେଶନ ଡିସେମ୍ବର ୨୦ରେ ଶେଷ ହେବ। ସେ କହିଛନ୍ତି ଯେ…

ଆମେରିକା ହ୍ୟୁଷ୍ଟନରେ ଇସ୍କନର ରଥଯାତ୍ରା ବାତିଲ

ଭୂବନେଶ୍ୱର: ଗଜପତି ମହାରାଜା ଦିବ୍ୟସିଂହଦେବଙ୍କ ବୟାନ ପରେ ଅଦିନିଆ ରଥଯାତ୍ରାରୁ ଓହରିଲା ଇସ୍କନ। ଆସନ୍ତା ୯ ତାରିଖରେ ଆମେରିକା ହ୍ୟୁଷ୍ଟନ୍‌ରେ ହେବନି ଇସ୍କନ ରଥଯାତ୍ରା। ଓଡ଼ିଆ ଶ୍ରଦ୍ଧାଳୁଙ୍କ ଭାବାବେଗକୁ ବିଚାର କରି ଇସ୍କନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ରଥଯାତ୍ରା ବଦଳରେ ସେଦିନ…

ଅବସର ଘୋଷଣା କଲେ ରିଦ୍ଧିମାନ ଶାହ

କୋଲକାତା: ଭାରତର ୱିକେଟକିପର ବ୍ୟାଟ୍ସମ୍ୟାନ ରିଦ୍ଧିମାନ ଶାହ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି । ଚଳିତ ରଣଜୀ ସିଜନ ପରେ ସେ କ୍ରିକେଟକୁ ଅଲବିଦା କହିବେ । ୪୦ ବର୍ଷୀୟ ରିଦ୍ଧିମାନ ଭାରତ ପକ୍ଷରୁ ୪୦ ଟେଷ୍ଟ ଖେଳିଛନ୍ତି…

ମହିଳା କ୍ରିକେଟ: ୪ ବର୍ଷରେ ୧୧ଟିମ ଖେଳିବ ୪୦୦ ମ୍ୟାଚ

ନୂଆଦିଲ୍ଲୀ: ଆନ୍ତର୍ଜାତୀୟ କ୍ରିକେଟ କାଉନ୍ସିଲ ୨୦୨୫ରୁ ୨୦୨୯ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି । ୪ ବର୍ଷ ମଧ୍ୟରେ ୧୧ଟି ମହିଳା ଟିମ ୪୦୦ରୁ ଊର୍ଦ୍ଧ୍ୱ ମ୍ୟାଚ ଖେଳିବେ । ମହିଳା କ୍ରିକେଟରେ ଚାମ୍ପିୟନ୍ସ ଟ୍ରଫିର ଆୟୋଜନ କରାଯିବ ବୋଲି ଏହି…