ଗତ ୭ ବର୍ଷ ମଧ୍ୟରେ ପ୍ରାୟ ୪୧,୦୦୦ (୪୦,୭୦୦) କୋଟି ଟଙ୍କାର ଋଣ ଅର୍ଥ ରାଶି ମଞ୍ଜୁର
ନୂଆଦିଲ୍ଲୀ,୬।୪: ଦେଶର ଆର୍ଥିକ ସଶକ୍ତୀକରଣ ଏବଂ ନିଯୁକ୍ତି ସୁଯୋଗ ସୃଷ୍ଟିକୁ ଆଖି ଆଗରେ ରଖି ସରକାର ଷ୍ଟାଣ୍ଡ ଅପ୍ ଇଣ୍ଡିଆ ଯୋଜନାକୁ ଅଧିକ କ୍ରିୟାଶୀଳ କରାଇଛନ୍ତି। ଏପରିକି ଗତ ୭ ବର୍ଷ ମଧ୍ୟରେ ପ୍ରାୟ ୪୧,୦୦୦ (୪୦,୭୦୦) କୋଟି ଟଙ୍କାର ଋଣ…
