ଇନଭେଷ୍ଟ ଇଣ୍ଡିଆକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
ଇନଭେଷ୍ଟ ଇଣ୍ଡିଆକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ ଜେ ବି ଏନ, ୮/୧୨/୨୦୨୦, ନୂଆଦିଲ୍ଲୀ : ୟୁଏନ୍ସିଟିଏଡି ଦ୍ୱାରା ଦିଆଯାଇଥିବା ମିଳିତ ଜାତିସଂଘ ନିବେଶ ପ୍ରୋତ୍ସାହନ ପୁରସ୍କାର ୨୦୨୦ ଜିତିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଇନ୍ଭେଷ୍ଟ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଛନ୍ତି। ଏକ ଟ୍ୱିଟ୍…
