“ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ବଡ଼ ନିଷ୍ପତ୍ତି! ପ୍ରହଲାଦ ଜୋଶୀଙ୍କୁ ମିଳିଲା ଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ”
ନୂଆଦିଲ୍ଲୀ, ୨୫.୭: କେନ୍ଦ୍ର ସରକାର ଶିକ୍ଷା ମନ୍ତ୍ରଣାଳୟରେ ବଡ଼ ପ୍ରଶାସନିକ ପରିବର୍ତ୍ତନ କରିଛନ୍ତି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଗ୍ରହଣ କରାଯିବା ପରେ କ୍ୟାବିନେଟ ମନ୍ତ୍ରୀ ପ୍ରହଲାଦ ଜୋଶୀଙ୍କୁ ତାଙ୍କ ବର୍ତ୍ତମାନର ଦାୟିତ୍ୱ ସହ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଭାର…
