ଅବତରଣ ବେଳେ ଦିଲ୍ଲୀ-ବେଙ୍ଗାଲୁରୁ ବିମାନରେ ବାଜିଲା ମାଡ଼ ; ଯାତ୍ରୀ ସୁରକ୍ଷିତ
ଦିଲ୍ଲୀରୁ ବେଙ୍ଗାଲୁରୁ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ବୁଧବାର ବେଙ୍ଗାଲୁରୁ ବିମାନବନ୍ଦରରେ ଅବତରଣ କରିବା ସମୟରେ ଏହାର ପଛପଟ ମାଡ଼ ହୋଇଯାଇଥିଲା। ଫଳରେ ଏୟାରଲାଇନ୍ସ ପକ୍ଷରୁ ଯାତ୍ରୀମାନଙ୍କୁ ସୁରକ୍ଷିତ ଭାବେ ବିମାନରୁ ଓହ୍ଲାଇ ଦିଆଯିବା ସହିତ ବିମାନ ଚଳାଚଳ ବାତିଲ…
