ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ଆସିଲା ସ୍ବାଧିକାର ଭଙ୍ଗ ପ୍ରସ୍ତାବ ନୋଟିସ
ଏନ୍ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ପ୍ରଘଟ ମାମଲାକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ହୋଇଥିବାବେଳେ ଏବେ ତାଙ୍କୁ ରାଜ୍ୟ ସଭାରେ ସ୍ବାଧିକାର ଭଙ୍ଗର ସମ୍ମୁଖୀନ ହେବାକୁ ପଡ଼ିପାରେ। ପ୍ରଶ୍ନପତ୍ର ଲିକ୍ ପରେ ଏକ ଖବରଦାତା ସମ୍ମିଳନୀରେ ସେ ଦେଇଥିବା…
