ପଦ୍ମ ପୁରସ୍କାର-୨୦୨୭ ପାଇଁ ନାମାଙ୍କନ ୩୧ ଜୁଲାଇ ୨୦୨୬ ପର୍ଯ୍ୟନ୍ତ ଖୋଲା
ଗଣତନ୍ତ୍ର ଦିବସ ୨୦୨୭ ଅବସରରେ ଘୋଷଣା ହେବାକୁ ଥିବା ପଦ୍ମ ପୁରସ୍କାର-୨୦୨୭ ପାଇଁ ନାମାଙ୍କନ ଓ ସୁପାରିଶ ପ୍ରକ୍ରିୟା ୧୫ ମାର୍ଚ୍ଚ ୨୦୨୬ରୁ ଆରମ୍ଭ ହୋଇଛି। ଏହି ପୁରସ୍କାର ପାଇଁ ନାମାଙ୍କନର ଶେଷ ତାରିଖ ୩୧ ଜୁଲାଇ ୨୦୨୬ ଧାର୍ଯ୍ୟ କରାଯାଇଛି।…
