ଭାରତୀୟ କପା ନିଗମକୁ ୧,୭୧୮.୫୬ କୋଟିର ଏମଏସପି ପାଣ୍ଠି ମଞ୍ଜୁର କଲା କ୍ୟାବିନେଟ୍
ନୁଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ୨୦୨୩-୨୪ କପା ଋତୁ ପାଇଁ ଭାରତୀୟ କପା ନିଗମ (ସିସିଆଇ) ଲାଗି ୧,୭୧୮.୫୬ କୋଟି ଟଙ୍କାର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ପାଣ୍ଠିକୁ ଅନୁମୋଦନ କରିଛି। କୃଷକ…
