Category: National

ପିଏନ୍‌ଜି ଥିଲେ ମିଳିବନି ଏଲ୍‌ପିଜି

ନୁଆଦିଲ୍ଲୀ: ମଧ୍ୟପ୍ରାଚ୍ୟ ଯୁଦ୍ଧ ପାଇଁ ଦେଶକୁ ଅଶୋଧିତ ତେଲ, ଏଲ୍‌ପିଜି ଆମଦାନୀ ଗୁରୁତର ପ୍ରଭାବିତ ହୋଇଛି। ଏଭଳି ସ୍ଥିତିରେ କେନ୍ଦ୍ର ପେଟ୍ରୋଲିୟମ୍‌ ଓ ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରାଳୟ ଶନିବାର ଏଲ୍‌ପିଜି ଯୋଗାଣ ସମେତ ପେଟ୍ରୋଲ୍‌, ଡିଜେଲ୍‌ ବିକ୍ରି ଉପରେ କେତେକ କଟକଣା…

ନେପାଳ ଯାଇଥିଲେ ବୁଲିବା ପାଇଁ ଭୟଙ୍କର ଦୁର୍ଘଟଣା ଗଲା ୭ ଭାରତୀୟଙ୍କ ଜୀବନ

ନେପାଳର ଗୋରଖା ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ ସାତ ଜଣ ଭାରତୀୟ ତୀର୍ଥଯାତ୍ରୀଙ୍କ ଜୀବନ ଚାଲିଯାଇଛି। ମନକାମନା ମନ୍ଦିର ଦର୍ଶନ କରି ଶ୍ରଦ୍ଧାଳୁମାନେ ସେମାନଙ୍କ ଗନ୍ତବ୍ୟସ୍ଥଳକୁ ଫେରୁଥିବା ସମୟରେ ଏହି ଭୟଙ୍କର ଦୁର୍ଘଟଣା ଘଟିଥିଲା। ସ୍ଥାନୀୟ ପ୍ରଶାସନ…

ଯୁଦ୍ଧ ପାଇଁ ବଢ଼ିଲା ବିମାନ ଭଡ଼ା;ଏୟାର ଇଣ୍ଡିଆ ପରେ ଇଣ୍ଡିଗୋ ବଢ଼ାଇଲା ଭଡ଼ା

ବିଶ୍ୱ ବଜାରରେ ବିମାନ ଇନ୍ଧନ (ATF) ଦର ଅହେତୁକ ଭାବେ ବୃଦ୍ଧି ପାଇବା ପରେ ଇଣ୍ଡିଗୋ ନିଜର ଭଡ଼ା ବୃଦ୍ଧି କରିଛି |ପଶ୍ଚିମ ଏସିଆରେ ଚାଲିଥିବା ଭୂ-ରାଜନୈତିକ ଉତ୍ତେଜନା ଏବଂ ଇରାନ ସହ ଜଡ଼ିତ ସଂଘର୍ଷ କାରଣରୁ ଅଶୋଧିତ ତୈଳ ଦର…

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

କୋଲକାତା: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କୋଲକାତାରେ ୧୮,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ସେ କହିଥିଲେ, “ଆଜି କୋଲକାତାର ଏହି ଭୂମିରୁ ପଶ୍ଚିମବଙ୍ଗ ଓ ସମଗ୍ର…

ଓଡ଼ିଶା କଂଗ୍ରେସ ବିଧାୟକଙ୍କୁ ଭେଟିଲେ କର୍ଣ୍ଣାଟକ ଉପମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର

କର୍ଣ୍ଣାଟକ ର ଉପମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର, ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ଅଧ୍ୟକ୍ଷ ଭକ୍ତ ଚରଣ ଦାସଙ୍କ ସହ ବେଙ୍ଗଲୁରୁରେ ଓଡ଼ିଶାର କଂଗ୍ରେସ ବିଧାୟକ ମାନଙ୍କ ସହ ସାକ୍ଷାତ କରିଛନ୍ତି । ମାର୍ଚ୍ଚ ୧୬ ତାରିଖରେ ହେବାକୁ ଥିବା ରାଜ୍ୟସଭା ନିର୍ବାଚନ…

ଓଡ଼ିଶାର ଗ୍ରାମାଞ୍ଚଳରେ ମୋବାଇଲ୍ ସଂଯୋଗ ସୁଦୃଢ଼ ପାଇଁ ୨,୨୨୯ କୋଟି ଟଙ୍କା

କେନ୍ଦ୍ର ଉତ୍ତର-ପୂର୍ବାଞ୍ଚଳ ଯୋଗାଯୋଗ ଏବଂ ବିକାଶ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ଏମ୍. ସିନ୍ଧିଆ ଗତକାଲି ରାଜ୍ୟ ସଭାରେ ଗ୍ରାମୀଣ ଏବଂ ଦୁର୍ଗମ ଅଞ୍ଚଳରେ ମୋବାଇଲ୍ ସଂଯୋଗ ବିସ୍ତାର ପାଇଁ ଓଡ଼ିଶାର ଟେଲିକମ୍ ଅପରେଟରମାନଙ୍କୁ ପ୍ରଦାନ କରାଯାଇଥିବା ସହାୟତା ବିଷୟରେ ସୂଚନା ଦେଇଛନ୍ତି ।…

ଇରାନରେ ଫସି ରହିଛନ୍ତି ୯୦୦୦ ଭାରତୀୟ: ଏମଇଏ

ଇରାନରେ ଫସି ରହିଛନ୍ତି ଭାରତୀୟ। ଏନେଇ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି। ଗୁରୁବାର ଦିନ ବୈଦେଶିକ ମନ୍ତ୍ରଣାଳୟ କହିଛି ଯେ ଭାରତ ଅନେକ ଭାରତୀୟ ଛାତ୍ରଙ୍କୁ ସୁରକ୍ଷିତ ପ୍ରତ୍ୟାବର୍ତ୍ତନ କରିବାରେ ସାହାଯ୍ୟ କରୁଛି ଏବଂ ଇରାନରେ ଥିବା ଭାରତୀୟଙ୍କ ସୁରକ୍ଷା…

୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୧୯୧୩ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା ମଞ୍ଜୁର

ନୁଆଦିଲ୍ଲୀ: କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଗଠିତ ଏକ ଉଚ୍ଚସ୍ତରୀୟ କମିଟି ୨୦୨୫ରେ ବନ୍ୟା, ଆକସ୍ମିକ ବନ୍ୟା, ବାଦଲଫାଟିବା, ଘୂର୍ଣ୍ଣିଝଡ଼ ‘ମୋଣ୍ଟା’ ଏବଂ ଭୂସ୍ଖଳନ ଦ୍ୱାରା ପ୍ରଭାବିତ ଆନ୍ଧ୍ର ପ୍ରଦେଶ, ଛତିଶଗଡ଼, ଗୁଜରାଟ, ହିମାଚଳ ପ୍ରଦେଶ,…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିରୋଧରେ ଥାନାରେ ଏତଲା

ଟିମ୍ ଇଣ୍ଡିଆ ତୃତୀୟ ଥର ପାଇଁ ଟି-୨୦ ବିଶ୍ୱକପ୍ ଚାମ୍ପିଅନ୍ ହୋଇଛି। ଫାଇନାଲରେ ନ୍ୟୁଜିଲ୍ୟାଣ୍ଡକୁ ପରାସ୍ତ କରି ଟାଇଟଲ ଜିତିଛନ୍ତି। ବଡ଼ ବିଜୟ ପରେ, ଭାରତୀୟ ଖେଳାଳିମାନେ ମୈଦାନରେ ସେଲିବ୍ରେସନ କରିଥିଲେ। ମ୍ୟାଚ୍ ପରେ, ଅନେକ ଭାରତୀୟ ଖେଳାଳିଙ୍କ ପରିବାର ଏବଂ…

ଦେଶରେ ତେଲ, ଗ୍ୟାସର ଅଭାବ ନାହିଁ: ମନ୍ତ୍ରୀ

ନୁଆଦିଲ୍ଲୀ: ଦେଶରେ ତେଲ, ଗ୍ୟାସର କୌଣସି ଅଭାବ ନାହିଁ କହିଲେ ମନ୍ତ୍ରୀ । ଲୋକସଭାରେ ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂ ପୁରୀ କହିଛନ୍ତି । ପେଟ୍ରୋଲ , ଡିଜେଲ, କିରୋସିନି କିମ୍ବା ଇନ୍ଧନ ତେଲର କୌଣସି ଅଭାବ ନାହିଁ । ଦେଶ…