Category: National

ଇରାନ-ଇସ୍ରାଏଲ ଯୁଦ୍ଧ ଭିତରେ ପେଟ୍ରୋଲ ଦରରେ ନିଆଁ! ଭାରତରେ ମହଙ୍ଗା ହେବ

ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସଂଘର୍ଷ ବିଶ୍ୱବ୍ୟାପୀ ହଇଚଇ ସୃଷ୍ଟି କରିଛି, ଏବଂ ଏହା ଭାରତର ଅର୍ଥନୀତି ଉପରେ ସିଧାସଳଖ ପ୍ରଭାବ ପକାଇବ ବୋଲି ଆଶଙ୍କା କରାଯାଉଛି। ବିଶେଷଜ୍ଞମାନେ ବିଶ୍ୱାସ କରନ୍ତି ଯେ ଯଦି ଏହି ସଂଘର୍ଷ ଦୀର୍ଘ ସମୟ ଧରି…

ବିବାହ ପରେ ପ୍ରଥମଥର ଏକାଠି ନଜର ଆସିଲେ ରଶ୍ମିକା-ବିଜୟ, ବିମାନବନ୍ଦରରେ ଗ୍ରାଣ୍ଡ ଓ୍ବେଲକମ୍‌ କଲେ ପ୍ରଶଂସକ

ଦକ୍ଷିଣ ସିନେମାର ସବୁଠାରୁ ଲୋକପ୍ରିୟ ଅଭିନେତ୍ରୀ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡା ଫେବୃଆରୀ ୨୬ ତାରିଖରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ବିବାହ ପରେ ପ୍ରଥମ ଥର ପାଇଁ ଏହି ଯୋଡ଼ିଙ୍କୁ ଏକାଠି ଦେଖିବାକୁ ମିଳିଛି। ବିଜୟ ଏବଂ ରଶ୍ମିକା…

ଦିଲ୍ଲୀ ଅବକାରୀ ନୀତି ମାମଲାରେ ପୂର୍ବତନ ଏମପି କେ. କବିତା ନିର୍ଦ୍ଦୋଷରେ ଖଲାସ

ଦିଲ୍ଲୀର ଏକ କୋର୍ଟ ତେଲଙ୍ଗାନାର ପୂର୍ବତନ ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର)ଙ୍କ ଝିଅ କେ. କବିତାଙ୍କୁ ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତିରେ ଦୋଷମୁକ୍ତ କରିଛନ୍ତି। ରାୟ ଉପରେ ପ୍ରତିକ୍ରିୟା ଦେଇ ତେଲଙ୍ଗାନା ଜାଗୃତିର ପ୍ରତିଷ୍ଠାତା କେ. କବିତା ‘ସତ୍ୟମେବ ଜୟତେ’…

ମାର୍ଚ୍ଚ ୨୮ରୁ ଆଇପିଏଲ୍‌, ମେ’ ୩୧ରେ ଫାଇନାଲ୍‌

ଆଇପିଏଲ୍‌-୨୦୨୬ ଆସନ୍ତା ମାର୍ଚ୍ଚ ୨୮ରୁ ଆରମ୍ଭ ହେବ । ମେ ୩୧ରେ ଏହି ଚର୍ଚ୍ଚିତ ତଥା ଲୋକପ୍ରିୟ ଲିଗ୍‌ର ଫାଇନାଲ୍‌ ଖେଳାଯିବ । ପୂର୍ବରୁ ଆଇପିଏଲ୍‌ ମାର୍ଚ୍ଚ ୨୬ରୁ ଆରମ୍ଭ ହେବ ବୋଲି ଚର୍ଚ୍ଚା ହେଉଥିଲା । ତେବେ କେତେକ ଅନିର୍ବାଜ୍ୟ…

ଆଜି ସନ୍ଧ୍ୟାରେ ମହାକାଶରେ ଶୋଭାଯାତ୍ରା: ଖାଲି ଆଖିରେ ଦେଖିପାରିବେ ଏହି ବିରଳ ଦୃଶ୍ୟ

ଆକାଶରେ ଅଦ୍ଭୁତ ଦୃଶ୍ୟ: ଆଜି ସନ୍ଧ୍ୟାରେ ଦେଖିବାକୁ ମିଳିବ ‘ପ୍ଲାନେଟାରୀ ପରେଡ୍’ ​ଅନୁଗୋଳ/ଭୁବନେଶ୍ୱର (ଜାଗ୍ରତ ଭାରତ ନ୍ୟୂଜ): ମହାକାଶ ପ୍ରେମୀଙ୍କ ପାଇଁ ଆଜି ଏକ ସ୍ୱତନ୍ତ୍ର ଦିନ। ଆଜି ସନ୍ଧ୍ୟା ଆକାଶରେ ଏକ ବିରଳ ମହାଜାଗତିକ ଘଟଣା ଘଟିବାକୁ ଯାଉଛି, ଯାହାକୁ…

୫ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ୍‌ ଶାହା

ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ । ମାର୍ଚ୍ଚ ୫ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ୱରାଷ୍ଟ୍ର ଏବଂ ସମବାୟ ମନ୍ତ୍ରୀ ଅମିତ ଶାହ । ମାର୍ଚ୍ଚ ୬ ତାରିଖରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟ ସୂଚୀ ରହିଛି ।…

ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଶୁକ୍ରବାର ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନୂଆଦିଲ୍ଲୀ ଭାଜପା ମୁଖ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ଭେଟି ଓଡ଼ିଶାର ଦଳର ସାଂଗଠନିକ ସ୍ଥିତି ଓ ସମନ୍ବୟ ଉପରେ ଆଲୋଚନା କରିଛନ୍ତି।ବୈଠକ ପରେ ମୁଖ୍ୟମନ୍ତ୍ରୀ ‘ଏକ୍ସ’ରେ…

ମାର୍ଚ୍ଚ ୧ରେ ତାମିଲନାଡୁ ଏବଂ ପୁଡୁଚେରୀ ଗସ୍ତ କରିବେ ମୋଦୀ

ନୁଆଦିଲ୍ଲୀ : ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର (ମାର୍ଚ୍ଚ ୧) ତାମିଲନାଡୁ ଏବଂ ପୁଡୁଚେରୀ ଗସ୍ତ କରିବାକୁ ଯାଉଛନ୍ତି। ରାଜସ୍ଥାନ ଏବଂ ଗୁଜରାଟ ଗସ୍ତ ପରେ, ପ୍ରଧାନମନ୍ତ୍ରୀ ୨୮ ଫେବୃଆରୀ ରାତି ପ୍ରାୟ ୯ ଟାରେ…

ଭୁବନେଶ୍ୱରରେ ୫ଟି ସ୍ଥାନରେ କୋଲକାତା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଚଢ଼ଉ

ରାଜଧାନୀ ଭୁବନେଶ୍ୱରରେ ୫ଟି ସ୍ଥାନରେ କୋଲକାତା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଚଢ଼ଉ କରିଛି । ଅର୍ଥ ହେରଫେର୍ ଏବଂ ଜମି ଜାଲିଆତି ନେଇ ସକାଳୁ ସକାଳୁ ବଡ଼ ଧରଣର ଚଢ଼ଉ କରାଯାଇଛି । ହାଇଟେକ୍ ମେଡ଼ିକାଲ କଲେଜ ଓ ଭାରତୀୟ ବିଜ୍ଞାନ ବିକାଶ…

ସାରା ଦେଶରେ ଯାତ୍ରୀ ଟର୍ମିନାଲର କ୍ଷମତା ବୃଦ୍ଧି ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ରେଳ ମନ୍ତ୍ରୀ

ନୁଆଦିଲ୍ଲୀ: ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ଦେଶର ପ୍ରମୁଖ ଯାତ୍ରୀବାହୀ ଟ୍ରେନ୍ ଟର୍ମିନାଲଗୁଡ଼ିକର କ୍ଷମତା ବୃଦ୍ଧି ଯୋଜନାର ସମୀକ୍ଷା କରିଛନ୍ତି। ଏହି କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ରେଳ ବୋର୍ଡ ଅଧିକାରୀ ଏବଂ ସମ୍ପୃକ୍ତ ଜୋନାଲ ରେଳବାଇକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଭାରତୀୟ…