Category: National

ବିବାହ ପୂର୍ବରୁ ରଶ୍ମିକା ଏବଂ ବିଜୟଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ବିଜୟ ଦେବରକୋଣ୍ଡା ଏବଂ ରଶ୍ମିକା ମନ୍ଦାନାଙ୍କ ବିବାହ ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ସୋସିଆଲ ମିଡିଆରେ ଦମ୍ପତିଙ୍କ ବିବାହ ରୀତିନୀତି ଭାଇରାଲ ହେବାରେ ଲାଗିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଦମ୍ପତିଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ବିବାହ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦୀ…

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଶ୍ରୀଜଗନ୍ନାଥ ମନ୍ଦିର ଉଦ୍‌ଘାଟିତ ସମାରୋହରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଶ୍ରୀ ଜଗନ୍ନାଥ ମନ୍ଦିରର ଉଦ୍‌ଘାଟନ କେବଳ ଏକ ସ୍ଥାପତ୍ୟର ଶୁଭାରମ୍ଭ ନୁହେଁ ମାତ୍ର ଏହା ଆସ୍ଥା, ସଂସ୍କୃତି ଏବଂ ଆଧ୍ୟାତ୍ମିକ ଚେତନାର ପୁନଃଜାଗରଣ ବୋଲି ପ୍ରୟାଗରାଜର ପବିତ୍ର ତ୍ରିବେଣୀ ସଙ୍ଗମ କୂଳରେ ନିର୍ମିତ ଜଗନ୍ନାଥ ମନ୍ଦିର ଉଦଘାଟନ ଅବସରରେ…

୨୬/୧୧ ଭଳି ଆକ୍ରମଣର ଧମକ ଦେଲା ଲସ୍କର

ନୁଆଦିଲ୍ଲୀ: ଭାରତୀୟ ସେନାର ଅପରେସନ୍ ସିନ୍ଦୂର’ରେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡିଥିବା ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଇବା (ଏଲ୍‌ଇଟି)ର ମୁହଁତୋଡ ଏବେ ବି କମିନାହିଁ। ଏଲ୍‌ଇଟି ଏବେ ପୁଣିଥରେ ଭାରତକୁ ଖୁଲମ୍‌ଖୁଲ୍ଲା ଏକ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଧମକ ଦେଇଛି। ରିପୋର୍ଟ ଅନୁସାରେ…

ଯୋଗୀଙ୍କ ଜାପାନ ଗସ୍ତ: ୧୧,୦୦୦ କୋଟି ଟଙ୍କାର ବୁଝାମଣାପତ୍ର ସ୍ୱାକ୍ଷରିତ

ନୁଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଜାପାନ ଗସ୍ତର ପ୍ରଥମ ଦିନରେ, ବୁଧବାର ବିଭିନ୍ନ ଜାପାନୀ କମ୍ପାନୀ ସହିତ ପ୍ରାୟ 11,000 କୋଟି ଟଙ୍କାର ବୁଝାମଣାପତ୍ର (MoU) ସ୍ୱାକ୍ଷରିତ ହୋଇଛି। ଲକ୍ଷ୍ନୌରେ ରାଜ୍ୟ ସରକାରଙ୍କ ଦ୍ୱାରା ଜାରି ଏକ ବିବୃତ୍ତି ଅନୁଯାୟୀ, ଏହି…

ଇସ୍ରାଏଲ୍‌ରେ ପହଞ୍ଚିଲେ ମୋଦୀ , ବିମାନବନ୍ଦରରେ ସ୍ବାଗତ କଲେ ପ୍ରଧାନମନ୍ତ୍ରୀ ନେତନ୍ୟାହୁ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଇ ଦିନିଆ ଇସ୍ରାଏଲ ଗସ୍ତରେ ତେଲ ଅଭିଭ ପହଞ୍ଚିଛନ୍ତି। ଏଠାରେ ବିମାନ ବନ୍ଦରରେ ତାଙ୍କର ଭବ୍ୟ ସ୍ଵାଗତ କରାଯାଇଛି। ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ ଓ ତାଙ୍କ ପତ୍ନୀ ସାରା ବିମାନ ବନ୍ଦରରେ ପିଏମ ମୋଦୀଙ୍କୁ ଭବ୍ୟ…

ଆଜି ଇସ୍ରାଏଲ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଇସ୍ରାଏଲ ଗସ୍ତରେ ଯିବେ। ତାଙ୍କର ଗସ୍ତ ପୂର୍ବରୁ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁ ମୋଦିଙ୍କୁ ତାଙ୍କର ଜଣେ ଅନ୍ତରଙ୍ଗ ବନ୍ଧୁ ବୋଲି କହିବା ସହିତ ଭାରତକୁ ଏକ ବିଶ୍ୱଶକ୍ତି ଭାବେ ଅଭିହିତ କରିଛନ୍ତି। ଏହାଛଡ଼ା ମୋଦିଙ୍କ…

IPL ପୂର୍ବରୁ ବଦଳିଲା ଲକ୍ଷ୍ନୌ ଲୋଗୋ

ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ଫ୍ରାଞ୍ଚାଇଜ୍ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ (LSG) ମଙ୍ଗଳବାର ଦିନ ଆଗାମୀ ସିଜିନ୍ ପୂର୍ବରୁ ଏହାର ନୂତନ ଲୋଗୋ ଉନ୍ମୋଚନ କରିଛି। ଏହି ନୂତନ ପ୍ରତୀକରେ ତିନୋଟି ଶକ୍ତିଶାଳୀ ଗରୁଡ଼, ମୁକୁଟ ଏବଂ ହାତୀକୁ ଏକାଠି କରାଯାଇଛି।…

ଭାରତ ଟ୍ୟାକ୍ସିର ‘ସାରଥି’ ମାନଙ୍କ ସହ ମତ ବିନିମୟ କଲେ ଅମିତ ଶାହ

ନୁଆଦିଲ୍ଲୀ: କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଅମିତ ଶାହ ନୂଆଦିଲ୍ଲୀରେ ଭାରତ ଟ୍ୟାକ୍ସିର ‘ସାରଥି’ ମାନଙ୍କ ସହ ଭାବ ବିନିମୟ କରିଥିଲେ। ଏହି ଆଲୋଚନା ସମୟରେ କେନ୍ଦ୍ର ଗୃହମନ୍ତ୍ରୀ କହିଥିଲେ ଯେ ଯେଉଁମାନେ ଶ୍ରମ କରନ୍ତି, ସେମାନେ ହିଁ ଲାଭ…

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥ ଏବଂ କର୍ପୋରେଟ୍‌ ବ୍ୟାପାର ମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ନୂଆଦିଲ୍ଲୀରେ ଜାତୀୟ ମୂଦ୍ରୀକରଣ ପାଇପଲାଇନର ଦ୍ୱିତୀୟ ସଂସ୍କରଣକୁ ଶୁଭାରମ୍ଭ କରିଛନ୍ତି। ଏହା ହେଉଛି କେନ୍ଦ୍ରୀୟ ମନ୍ତ୍ରଣାଳୟ ଏବଂ ରାଷ୍ଟ୍ରାୟତ୍ତ ଉଦ୍ୟୋଗଗୁଡ଼ିକର ଦ୍ୱିତୀୟ ପର୍ଯ୍ୟାୟ ସମ୍ପତ୍ତି ମୁଦ୍ରୀକରଣ କାର୍ଯ୍ୟକ୍ରମ।…

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

ନୂଆଦିଲ୍ଲୀ: ଭାରତର ଶିକ୍ଷା ବ୍ୟବସ୍ଥାକୁ ଅଧିକ ସମୃଦ୍ଧ ଓ ପ୍ରଯୁକ୍ତିବିଦ୍ୟା ସମ୍ପନ୍ନ କରିବା ଦିଗରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଭାରତୀ ଏୟାରଟେଲ୍ ଫାଉଣ୍ଡେସନର ଏକ ଅଭିନବ ପ୍ରୟାସ ‘ଦ ଟିଚର୍…