ଛାତ୍ର ସଂସଦ ନିର୍ବାଚନରେ ବିଜୟୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ
ଛାତ୍ର ସଂସଦ ନିର୍ବାଚନରେ ବିଜୟୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ କ୍ୟାମ୍ପସରେ ଗଣତାନ୍ତ୍ରିକ ପରମ୍ପରାକୁ ସୁଦୃଢ଼ କରିବାକୁ ଆହ୍ୱାନ ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟର ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ହୋଇଥିବା ପ୍ରାର୍ଥୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।…
