ଭେଜାଲ ଖାଦ୍ୟ ବିକ୍ରି କରି ଧରାପଡୁଥିବା ବ୍ୟକ୍ତିଙ୍କ ପାଇଁ ରହିଛି କେଉଁ ଦଣ୍ଡ? କଣ କହୁଛି ଆଇନ
ନୂଆଦିଲ୍ଲୀ: ଭାରତରେ ଅଧିକାଂଶ ଜିନିଷ ଅପମିଶ୍ରଣ ବା ଭେଜାଲ ହେଉଛି। ବିଶେଷକରି ଖାଦ୍ୟପଦାର୍ଥରେ ଅଧିକ ଭେଜାଲ ହେଉଛି। ମସଲା, କ୍ଷୀର, ଘିଅ, ତେଲ, ସବୁକିଛି ଭେଜାଲ। ତେବେ ଯେଉଁ ବ୍ୟକ୍ତି ଏହି ସବୁ କାରବାର କରନ୍ତି ତାଙ୍କୁ କେଉଁ ଦଣ୍ଡ ଦିଆଯାଏ?…
