Category: Politics

୪ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳ ନିର୍ବାଚନ ପାଇଁ ତାରିଖ ଘୋଷଣା, ଭାଗ ନେବେ ୧୭.୪ କୋଟି ଭୋଟର

୪ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳରେ ବିଧାନସଭା ନିର୍ବାଚନ ପାଇଁ ବାଜିଲା ନିର୍ବାଚନୀ ବିଗୁଲ। ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ରବିବାର ଭାରତୀୟ ନିର୍ବାଚନ ଆୟୋଗ ତାରିଖ ଘୋଷଣା କରିଛନ୍ତି। ଆୟୋଗ ସ୍ପଷ୍ଟ କରିଛନ୍ତି ଯେ, ଏଥର ଦୁଇଟି ପର୍ଯ୍ୟାୟରେ ରାଜ୍ୟରେ…

ଓଡ଼ିଶା କଂଗ୍ରେସ ବିଧାୟକଙ୍କୁ ଭେଟିଲେ କର୍ଣ୍ଣାଟକ ଉପମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର

କର୍ଣ୍ଣାଟକ ର ଉପମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର, ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ଅଧ୍ୟକ୍ଷ ଭକ୍ତ ଚରଣ ଦାସଙ୍କ ସହ ବେଙ୍ଗଲୁରୁରେ ଓଡ଼ିଶାର କଂଗ୍ରେସ ବିଧାୟକ ମାନଙ୍କ ସହ ସାକ୍ଷାତ କରିଛନ୍ତି । ମାର୍ଚ୍ଚ ୧୬ ତାରିଖରେ ହେବାକୁ ଥିବା ରାଜ୍ୟସଭା ନିର୍ବାଚନ…

ହ୍ୱିପ ଭାଙ୍ଗିଲେ ୮ କଂଗ୍ରେସ ବିଧାୟକ

ଭୁବନେଶ୍ୱର: ହ୍ୱିପ ଭାଙ୍ଗିଲେ ୮ କଂଗ୍ରେସ ବିଧାୟକ । ୮ କଂଗ୍ରେସ ବିଧାୟକ ହ୍ୱିପ ଭାଙ୍ଗିଥିବା ଅଭିଯୋଗ ହୋଇଛି । ଅଶୋକ କୁମାର ଦାସ, ପବିତ୍ର, ସାଉଁଟା, ଫ୍ରଫୁଲ୍ଲ ଚନ୍ଦ୍ର ପ୍ରଧାନ, କାଡ୍ରାକା ଆପାଲା ସ୍ୱାମୀ, ସିଏସ ରାଜନ ଏକକା, ମଙ୍ଗୁ…

କ୍ରସ ଭୋଟିଂ ଭୟ: ବେଙ୍ଗାଳୁରୁ ଗଲେ କଂଗ୍ରେସ ବିଧାୟକ

ରାଜ୍ୟ ସଭା ନିର୍ବାଚନ ଲାଗି ରାଜ୍ୟ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ସାଧାରଣ ଲୋକମାନେ ମଧ୍ୟ ରାଜ୍ୟ ସଭାକୁ ନେଇ ବିଶେଷ ଚର୍ଚ୍ଚା ଚଳାଇଛନ୍ତି। ଏହାରି ଭିତରେ ସବୁ ଦଳକୁ ବର୍ତ୍ତମାନ କ୍ରସ୍‌ ଭୋଟିଂ ଭୟ ଘାରିଛି। ତେଣୁ ରାଜ୍ୟର ୩…

ବିଜେପି ଜାରି କଲା ହୁଇପ୍‌, ୧୬ରେ ବିଧାନସଭାରେ ଉପସ୍ଥିତ ରହିବାକୁ ଦଳୀୟ ବିଧାୟକଙ୍କୁ ନିର୍ଦ୍ଦେଶ

ରାଜ୍ୟସଭା ନିର୍ବାଚନରେ କ୍ରସ୍ ଭୋଟିଂ ଡର । ନିର୍ବାଚନ ପାଇଁ ଆଉ ୨ ଦିନ ବାକି ଥିବା ବେଳେ ବିରୋଧୀଙ୍କୁ ଘାରିଛି ଘୋଡ଼ା ବେପାର ଭୟ । କଂଗ୍ରେସ ବିଧାୟକଙ୍କୁ ଧରି ପିସିସି ସଭାପତି ବେଙ୍ଗାଲୁରୁ ହୋଟେଲକୁ ଯାଇଥିବା ବେଳେ ଏପଟେ…

ରବିନ୍ଦ୍ର ଜେନାଙ୍କୁ ନେଇ ବାଲେଶ୍ବର ରାଜନୀତି ତାତିଲା, ବିଜେପି ଛାଡିଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ

ଭୁବନେଶ୍ବର: ରବିନ୍ଦ୍ର ଜେନା ବିଜେପିରେ ମିଶିବା ପରେ ବାଲେଶ୍ବର ଜିଲ୍ଲା ରାଜନୀତିରେ ଦେଖାଦେଇଛି ଅସନ୍ତୋଷ। ଏହାର ଜ୍ବଳନ୍ତ ଉଦାହରଣ ହେଉଛନ୍ତି ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ। ଆଜି ସେ ସାମ୍ବାଦିକ ସମ୍ମିଳନୀ କରି ବିଜେପିରୁ ଇସ୍ତଫା ଦେଲି ବୋଲି ଘୋଷଣା…

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ପାଖେଇଲାଣି ରାଜ୍ୟସଭା ନିର୍ବାଚନ। ବର୍ତ୍ତମାନ ସବୁ ରାଜନୈତିକ ଦଳ ମଧ୍ୟରେ ତତ୍ପରତା ପ୍ରକାଶ ପାଇଛି। ଆଜି ବିଜେଡି ତାଙ୍କ ଦଳିୟ ବିଧାୟକ ଉପରେ ହୁଇପ ଜାରୀ କରିଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ବିରୋଧୀ ଦଳର ମୁଖ୍ୟ ସଚେତକ…

ଏପ୍ରିଲ୍‌ ୮ରେ ମୋକିମ୍‌ଙ୍କ ନୂଆ ଦଳ ଓଡ଼ିଶା ଜନତା କଂଗ୍ରେସ

ନୁଆ ଦଳ ଲଞ୍ଚ କରିବା ନେଇ ବଡ଼ ଘୋଷଣା କରିଛନ୍ତି ମହମ୍ମଦ ମୋକିମ୍‌ । ଏପ୍ରିଲ୍‌ ୮ରେ ନୂଆ ଦଳ ଲଞ୍ଚ୍‌ କରିବେ । ଏବଂ ଯାହାର ନାଁ ରହିବ ‘ଓଡ଼ିଶା ଜନତା କଂଗ୍ରେସ’। ଭୁବନେଶ୍ବର ପ୍ରଦର୍ଶନୀ ପଡ଼ିଆରେ ନୂଆ ଦଳ…

ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ବହିଷ୍କୃତ ହେଲେ ପ୍ରଭାତ ବିଶ୍ବାଳ

ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଦଳରୁ ବହିଷ୍କୃତ କରାଯାଇଛି। ଏନେଇ ଦଳ ପକ୍ଷରୁ ବିଜେଡି ଉପସଭାପତି ପ୍ରତାପ ଜେନା ଶନିବାର ସୂଚନା ଦେଇଛନ୍ତି। ବିଜେଡିର ରାଜ୍ୟ…

ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ କେନ୍ଦ୍ରମନ୍ତ୍ରୀ ହରଦିପ ସିଂ ପୁରୀଙ୍କ କୁଶପୁତଳିକା ଦାହ

ଭୁବନେଶ୍ୱର: ଅଖିଳ ଭାରତ ମହିଳା କଂଗ୍ରେସ ସଭାନେତ୍ରୀ ଅଳଙ୍କା ଲାମ୍ବାଙ୍କ ନିର୍ଦ୍ଦେଶକ୍ରମେ ଆଜି ପ୍ରଦେଶ ମହିଳା କଂଗ୍ରେସ ସଭାନେତ୍ରୀ ଶ୍ରୀମତୀ ମିନାକ୍ଷୀ ବାହିନିପତିଙ୍କ ନେତୃତ୍ୱର ଭୁବନେଶ୍ୱରର ମାଷ୍ଟରକ୍ୟାଂଟିନ ଏବଂ କୋରାପୁଟ ଜିଲ୍ଲାର ଜୟପୁର ଠାରେ କେନ୍ଦ୍ରମନ୍ତ୍ରୀ ହରଦିପ ସିଂ ପୁରୀଙ୍କ କୁଶପୁତଳିକା…