Category: Politics

ଜେଡିୟୁର ବଡ଼ କାର୍ଯ୍ୟାନୁଷ୍ଠାନ: ପୂର୍ବତନ ମନ୍ତ୍ରୀ ଏବଂ ବିଧାୟକଙ୍କ ସମେତ ୧୧ ନେତା ବହିଷ୍କୃତ

ବିହାର ବିଧାନସଭା ନିର୍ବାଚନ ମଧ୍ୟରେ ନୀତିଶ କୁମାରଙ୍କ ଦଳ ଜେଡିୟୁ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଦଳ ବିରୋଧୀ କାର୍ଯ୍ୟକଳାପରେ ସମ୍ପୃକ୍ତି ପାଇଁ ୧୧ ନେତାଙ୍କୁ ଦଳରୁ ବହିଷ୍କାର କରାଯାଇଛି। ଏହି ନେତାମାନଙ୍କ ମଧ୍ୟରେ ପୂର୍ବତନ ମନ୍ତ୍ରୀ, ପୂର୍ବତନ ଏମଏଲସି ଏବଂ…

ବିହାର – ତେଜସ୍ଵୀ ଯାଦବ ମୁଖ୍ୟମନ୍ତ୍ରୀ ଚେହେରା, ମୁକେଶ ସହାନି ଉପମୁଖ୍ୟମନ୍ତ୍ରୀ ଚେହେରା

ବିହାର ରାଜଧାନୀ ପାଟନାରେ ମହାମେଣ୍ଟର ବୈଠକ ବସିଛି । ଏହି ବୈଠକରେ ତେଜସ୍ଵୀ ଯାଦବଙ୍କୁ ମହାମେଣ୍ଟର ମୁଖ୍ୟମନ୍ତ୍ରୀ ଚେହେରା ଭାବେ ଘୋଷଣଶ କରାଯାଇଛି । ସେହିପରି ମୁକେଶ ସହାନିଙ୍କୁ ଉପମୁଖ୍ୟମନ୍ତ୍ରୀ ଚେହେରା ଭାବେ ଘୋଷଣା କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ଅଶୋକ…

ଇଣ୍ଡି ମେଣ୍ଟରେ ବିବାଦ ! ଏକାକୀ ଲଢ଼ିବ ଜେଏମଏମ

ବିହାର ନିର୍ବାଚନ ପାଇଁ ଇଣ୍ଡି ମେଣ୍ଟରେ ବିବାଦ । ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ଏବେ ମେଣ୍ଟ ସହିତ ସମ୍ପର୍କ କାଟି ଦେଇ। ଝାଡ଼ଖଣ୍ଡର ଶାସକ ଦଳ ଜେଏମଏମ ଶନିବାର ଘୋଷଣା କରିଛି ଯେ, ବିହାର ବିଧାନସଭା ନିର୍ବାଚନ ସ୍ୱାଧୀନ ଭାବରେ…

ଶେଷ ହେଲା ବିହାର ବିଧାନସଭା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ନିମନ୍ତେ ପ୍ରାର୍ଥୀପତ୍ର ଯାଞ୍ଚ

ବିହାର ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଗୁଡ଼ିକର ଆଜି ଯାଞ୍ଚ କାର୍ଯ୍ୟ ଶେଷ ହୋଇଇଛି । ଏହି ପର୍ଯ୍ୟାୟ ଲାଗି ସମୁଦାୟ ୧ହଜାର ୬୯୮ ଜଣ ମନୋନୟନପତ୍ର ଦାଖଲ ହୋଇଥିଲା । ଚଳିତ ମାସ ୨୦ ତାରିଖ…

ବିରାଟ ଶୋଭାଯାତ୍ରାରେ ଆସି ପ୍ରାର୍ଥୀପତ୍ର ଦାଖଲ କଲେ ଜୟ ଢୋଲକିଆ – ସମାନ ଦିନରେ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀଙ୍କ ପ୍ରାର୍ଥୀପତ୍ର ଦାଖଲ

ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ନୂଆପଡା ବିଧାନସଭା ଉନିର୍ବାଚନ ପାଇଁ ବିରାଟ ବଡ଼ ପଟୁଆର ସହ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। କ୍ଷମତାକୁ ଆସିଲା ପରେ ବିଜେପି ପ୍ରଥମ ଥର ପାଇଁ ଉପନିର୍ବାଚନର ସାମନା କରୁଥିବାରୁ ଏହା ଦଳ ପାଇଁ ସମ୍ମାନର ପ୍ରଶ୍ନ…

ନୂଆପଡ଼ା ଉପନିର୍ବାଚନ: ‘୪୮ ଘଣ୍ଟା ମଧ୍ୟରେ ପ୍ରକାଶ କରନ୍ତୁ ଆପରାଧିକ ତଥ୍ୟ’

ନଭେମ୍ବର ୧୧ରେ ନୂଆପଡ଼ା ଉପନିର୍ବାଚନ। ଏହି ପରିପ୍ରେକ୍ଷୀରେ ରାଜ୍ୟ ନିର୍ବାଚନ କମିଶନର (EC) ପ୍ରାର୍ଥୀଙ୍କୁ ଶୁକ୍ରବାର ଏକ କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି। ୪୮ ଘଣ୍ଟା ମଧ୍ୟରେ ନିଜ ଆପରାଧିକ ତଥ୍ୟ ପ୍ରକାଶ କରିବାକୁ ପ୍ରାର୍ଥୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ରାଜନୈତିକ ଦଳଗୁଡ଼ିକ…

ବିଜେପିର ବିଜୟ ସକଳ୍ପ ସମାବେଶ ଓ ମହା ମିଶ୍ରଣ ପର୍ବରେ ଯୋଗଦେଲେ ମୂଖ୍ୟମନ୍ତ୍ରୀ

ନୂଆପଡ଼ା: ନୂଆପଡ଼ାରେ ବିଜେପିର ବିଜୟ ସକଳ୍ପ ସମାବେଶ ଓ ମହା ମିଶ୍ରଣ ପର୍ବ । ଏଥିରେ ଯୋଗଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ଉପନିର୍ବାଚନ ପାଇଁ ବିଗୁଲ ବଜାଇବା ସହ ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କୁ ବିପୁଳ ସଂଖ୍ୟାରେ…

ଗୁଜରାଟ: ଆଜି ନୂଆ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ

ଗୁଜରାଟରେ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲଙ୍କ ନେତୃତ୍ୱାଧୀନ ମନ୍ତ୍ରିମଣ୍ଡଳରେ ବଡ଼ଧରଣର ଅଦଳବଦଳ ପାଇଁ ପଥ ପ୍ରସ୍ତୁତ ହୋଇଛି। ଏହି ପ୍ରକ୍ରିୟାରେ ଆଜି ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲଙ୍କୁ ବାଦ୍‌ ଦେଇ ରାଜ୍ୟର ସମସ୍ତ ୧୬ଜଣ ମନ୍ତ୍ରୀ ନିଜ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଏହା…

ଗୁଜରାଟରେ ସବୁ ମନ୍ତ୍ରୀଙ୍କ ଇସ୍ତଫା

ଗୁଜରାଟରେ ସବୁ ମନ୍ତ୍ରୀଙ୍କ ଇସ୍ତଫା ଗୁଜରାଟରେ ମୁଖ୍ୟମନ୍ତ୍ରୀଙ୍କୁ ଛାଡ଼ି ସବୁ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି। ସମସ୍ତ ମନ୍ତ୍ରୀଙ୍କ ଇସ୍ତଫା ଗ୍ରହଣ କଲେ ରାଜ୍ୟପାଳ । ଆଜି ରାତିରେ ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ ଭେଟିବା କାର୍ଯ୍ୟକ୍ରମ ରହିଛି। ମନ୍ତ୍ରିମଣ୍ଡଳ ପୁନର୍ଗଠନ ପାଇଁ ସବୁ ମନ୍ତ୍ରୀ…

ବିହାରରେ ଭାଜପା ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୧୭/୧୦: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁକ୍ରବାର ବିହାର ଗସ୍ତରେ ଯାଇ ବାଙ୍କା ଜିଲାରେ ଭାଜପା ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କରିବେ। ଆଦିବାସୀ ପ୍ରବଣ ଏହି ଜିଲ୍ଲାରେ ସେ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର କାର୍ଯ୍ୟକ୍ରମରେ ଯୋଗଦେବେ। ମୁଖ୍ୟମନ୍ତ୍ରୀ ନୂଆପଡ଼ାରୁ ସିଧାସଳଖ…