୩୫ ସାଙ୍ଗଠନିକ ଜିଲା ସଭାପତି ନିଯୁକ୍ତ କଲା କଂଗ୍ରେସ
ଭୁବନେଶ୍ୱର – ଦୀର୍ଘଦିନ ଧରି କଂଗ୍ରେସ ପକ୍ଷରୁ ଚାଲିଥିବା ଜିଲା ସଭାପତି ନିର୍ବାଚନ ପ୍ରକ୍ରିୟା ଶେଷ ହୋଇଛି। କେନ୍ଦ୍ରୀୟ ପର୍ଯ୍ୟବେକ୍ଷକଙ୍କ ସୁପାରିସ ଆଧାରରେ ଶୁକ୍ରବାର ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ଅନୁମୋଦନ କ୍ରମେ ଓଡ଼ିଶାର ସମସ୍ତ ୩୫ଟି ସାଂଗଠନିକ ଜିଲା କଂଗ୍ରେସ…
