Category: Politics

୨୭ରେ ବିଧାନସଭା ଘେରାଉ କରିବ କଂଗ୍ରେସ

ଗତ କିଛି ଦିନ ହେଲା ବିଧାନସଭାରେ ମହିଳାଙ୍କ ସୁରକ୍ଷା ପ୍ରସଙ୍ଗ ଉଠାଇ ଚର୍ଚ୍ଚିତ ହେଉଥିବା କଂଗ୍ରେସ ଏବେ ରାଜରାସ୍ତାରେ ବିକ୍ଷୋଭ କରିବାକୁ ନିଷ୍ପତ୍ତି ନେଇଛି। ସଭାପତି ଭକ୍ତଚରଣ ଦାସଙ୍କ ଆହ୍ୱାନ କ୍ରମେ ୨୭ ତାରିଖ ଦିନ ବିଧାନସଭା ଘୋରାଉ କରାଯିବ ବୋଲି…

କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କୁ ଆକ୍ରମଣ ଓ ଗୁଣ୍ଡାରାଜ ପ୍ରତିବାଦରେ ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ ଘେରାଉ

କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କୁ ଆକ୍ରମଣ ଓ ଗୁଣ୍ଡାରାଜ ପ୍ରତିବାଦରେ ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ ଘେରାଉ ଭୁବନେଶ୍ୱର ତା. ୧୩.୩- ଆଜି ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ରଣଜିତ ପାତ୍ରଙ୍କ ନେତୃତ୍ୱରେ ଯୁବ କଂଗ୍ରେସର ଏକ…

କାହିଁକି ରେଖା ଗୁପ୍ତାଙ୍କୁ ମୁଖ୍ୟମନ୍ତ୍ରୀ ବାଛିଲା ବିଜେପି?

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ରେଖା ଗୁପ୍ତା । ସୁଷମା ସ୍ବରାଜ, ଶିଲା ଦୀକ୍ଷିତ, ଅତିସିଙ୍କ ପରେ ଚତୁର୍ଥ ମହିଳା ଭାବେ ସେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ହୋଇଛନ୍ତି । ପ୍ରଥମ ଥର ପାଇଁ ବିଧାୟକ ନିର୍ବାଚିତ ହୋଇଥିଲେ ବି ରେଖା ଗୁପ୍ତା…

ଡାକ୍ତରଖାନାରେ ଭର୍ତ୍ତି ହେଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ: ଗୁରୁବାର କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କୁ ଦିଲ୍ଲୀର ସାର୍ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତାଙ୍କ ଅବସ୍ଥା ସ୍ଥିର ଅଛି ଏବଂ ତାଙ୍କୁ ଶୁକ୍ରବାର ଦିନ ଡିସଚାର୍ଜ କରାଯାଇପାରେ ବୋଲି ସୂଚନା ମିଳିଛି । ସାର୍ ଗଙ୍ଗାରାମ ହସ୍ପିଟାଲର…

କିଏ ହେବେ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ? ବସିବ ବିଜେପି ବିଧାୟକ ଦଳ ବୈଠକ

ନୂଆଦିଲ୍ଲୀ: କିଏ ହେବେ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ? ଏନେଇ କଳ୍ପନା ଜଳ୍ପନା ଜାରି ଥିବାବେଳେ ଆଜି ବସିବ ବିଜେପି ବିଧାୟକ ଦଳ ବୈଠକ। ଏଣୁ ଯେ କୌଣସି ମୁହୂର୍ତ୍ତରେ ଦିଲ୍ଲୀ ସିଏମଙ୍କ ନାଁ ଘୋଷଣା କରିପାରେ କେନ୍ଦ୍ରୀୟ ବିଜେପି। ଆଜି…

କିଏ ହେବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ; ଆଜି ଘୋଷଣା, ୧୮ରେ ଶପଥ ଗ୍ରହଣ

ନୂଆଦିଲ୍ଲୀ: କିଏ ହେବେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ। ଏନେଇ ଆଜି ଚୂଡାନ୍ତ ନିଷ୍ପତ୍ତି ହେବ। କଳ୍ପନାଜଳ୍ପନା ଜାରି ରହିଥିବା ବେଳେ ଶପଥ ଗ୍ରହଣ ସମାରୋହ ୧୮ ତାରିଖରେ ହୋଇପାରେ ବୋଲି ଚର୍ଚ୍ଚା ହେଉଛି। ତେବେ ଶପଥ ଗ୍ରହଣ ଉତ୍ସବରେ ବିଜେପି ଶାସିତ ରାଜ୍ୟର…

ମୁଖ୍ୟମନ୍ତ୍ରୀ ପଦ ପାଇଁ କାହାକୁ ବାଛିବ ବିଜେପି?

ନୂଆଦିଲ୍ଲୀ: ୨୭ବର୍ଷର ବନବାସ ସାରି କ୍ଷମତାକୁ ଫେରିଛି ବିଜେପି । ଜାତୀୟ ରାଜଧାନୀରେ କମାଲ୍ କରିଛି ମୋଦିଙ୍କ ମ୍ୟାଜିକ୍ । ୧୯୯୮ ପରେ ଦିଲ୍ଲୀରେ ସରକାର ଗଠନ କରିବାକୁ ଯାଉଛି ବିଜେପି । ତେବେ ବର୍ତ୍ତମାନ ସମୟର ସବୁଠୁ ବଡ଼ ପ୍ରଶ୍ନ,…

ଆଶ୍ଚର୍ଯ୍ୟ କରାଇବ ଦିଲ୍ଲୀ ନିର୍ବାଚନ: କଂଗ୍ରେସର ଭିତିରି ଗେମ, ଆପ ପାଇଁ ଅଡୁଆ

ନୂଆଦିଲ୍ଲୀ : ୨୦୧୫ ଥିଲା ଆପ୍ ପାଇଁ ବେଶ୍ ସହଜ, ୨୦୨୦ ହୋଇଥିଲା ତାଠାରୁ ଆହୁରି ସହଜ, ହେଲେ ୨୦୨୫ ସେତେଟା ସହଜ ନାହିଁ । କାରଣ ଜାତୀୟ ରାଜଧାନୀ ଦିଲ୍ଲୀରେ ୧୦ ବର୍ଷ ଧରି କ୍ଷମତାରେ ଥିବା ଅରବିନ୍ଦ କେଜ୍ରିୱାଲଙ୍କ…

ପୁଣି ସରକାରକୁ ଫେରିବ ଆପ ? ଆସିଲା ନୂଆ ଏକଜିଟ ପୋଲ

ନୂଆଦିଲ୍ଲୀ: ଦିନକ ପରେ ଆସିବ ଦିଲ୍ଲୀ ରେଜଲ୍ଟ । କଣ ହେବ ଏଥର ଦିଲ୍ଲୀରେ, ତାକୁ ନେଇ ଏବେ ଚାଲିଛି ଚର୍ଚ୍ଚା ! ତେବେ ଏକ୍‌ଜିଟ୍‌ ପୋଲ୍‌ରେ ବିଜେପି ଜିତୁଥିବାବେଳେ ହାରିଛୁ ଆମ ଆଦ୍‌ମୀ ପାର୍ଟି । କୁହାଯାଉଛି କି ୨୭…

ଦିଲ୍ଲୀ ନିର୍ବାଚନ: ଆଜି ପ୍ରଚାରର ଶେଷ ଦିନ, ୫ରେ ଭୋଟଗ୍ରହଣ

ନୂଆଦିଲ୍ଲୀ: ଆଜି ପ୍ରଚାରର ଶେଷ ଦିନ । ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆଜି ସରୁଛି ପ୍ରଚାର। ଆଜି ସନ୍ଧ୍ୟା ୫ଟାରେ ସରିଯିବ ନିର୍ବାଚନ ପ୍ରଚାର । ଶେଷ ଦିନ ହୋଇଥିବାରୁ ସବୁ ରାଜନୈତିକ ଦଳ ନିଜର ହଭିୱେଟ ନେତାଙ୍କୁ ମୈଦାନକୁ…