ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଭାଙ୍ଗିଲା ଦଳର ସମସ୍ତ ସଂଗଠନ
ଭୂବନେଶ୍ବର: ଭାଙ୍ଗିଲା ବିଜେଡିର ସମସ୍ତ ସଂଗଠନ । ଆଗକୁ ବିଜେଡିର ନବକଳେବର ହେବ । ବିଜେଡିର ସାଙ୍ଗଠନିକ ର୍ନିବାଚନ ପରିପ୍ରେକ୍ଷୀରେ ସମସ୍ତ ସଙ୍ଗଠନକୁ ଭାଙ୍ଗି ଦିଆଯାଇଛି । ଦଳର ସାଙ୍ଗଠନିକ ନିର୍ବାଚନ ପ୍ରରିପେକ୍ଷୀରେ ସମସ୍ତ ସଙ୍ଗଠନକୁ ଭାଙ୍ଗିଛନ୍ତି ସୁପ୍ରିମୋ ନବୀନ ପଟ୍ଟନାୟକ…
ବିଭିନ୍ନ ଜିଲ୍ଲା ପାଇଁ ନୂଆ ସାଂଗଠନିକ ଜିଲ୍ଲା ସଭାପତିଙ୍କ ନାମ ଘୋଷଣା କଲା ବିଜେପି
ଭୂବନେଶ୍ୱର, ୨୫/୦୧ : ବିଜେପି ବିଭିନ୍ନ ଜିଲ୍ଲା ପାଇଁ ନୂଆ ସାଂଗଠନିକ ଜିଲ୍ଲା ସଭାପତିଙ୍କ ନାମ ଘୋଷଣା କରିଛି । ବିଜେପିର କଟକ ଜିଲ୍ଲା (୧) ସାଂଗଠନିକ ଜିଲ୍ଲାର ନୂଆ ସଭାପତି ସୁକାନ୍ତ କୁମାର ବିଶ୍ଵାଳଙ୍କ ନାମ ଘୋଷଣା ହୋଇଛି ।…
ବିଜେପି ଜ଼ିଲ୍ଲା ସଭାପତି ଦୌଡ଼ ରେ ଦୁଇ ପ୍ରମୁଖ ନେତା ଜଗନ୍ନାଥ ଓ ମୋହିତ
( ବିଜେପି ଜ଼ିଲ୍ଲା ସଭାପତି ଦୌଡ଼ ରେ ଦୁଇ ପ୍ରମୁଖ ନେତା ଜଗନ୍ନାଥ ଓ ମୋହିତ)ଜଗତସିଂହପୁରତା =20/1/25ଚଳିତ ଲୋକସଭା ଓ ବିଧାନସଭା ନିର୍ବାଚନରେ ବିଜେପି କେନ୍ଦ୍ର ଓ ରାଜ୍ୟ ରେ ଶାସନ କ୍ଷମତା କୁ ଆସିବା ପରେ ଜଗତସିଂହପୁର ଜ଼ିଲ୍ଲା ରେ…
ଆମ୍ୱେଦରଙ୍କୁ ଅପମାନ ଗ୍ରହଣୀୟ ନୁହେଁ : ଆସନ୍ତାକାଲି ଦେଶବ୍ୟାପୀ ବିକ୍ଷୋଭ କରିବ କଂଗ୍ରେସ
ଭୂବନେଶ୍ୱର ୨୩/୧୨: ଆମ୍ୱେଦରଙ୍କୁ ଅପମାନ ଗ୍ରହଣୀୟ ନୁହେଁ ସେଥିପାଇଁ ଆସନ୍ତାକାଲି ଦେଶବ୍ୟାପୀ ବିକ୍ଷୋଭ କରିବ କଂଗ୍ରେସ । ପଦଯାତ୍ରା କରି ଜିଲ୍ଲାପାଳଙ୍କ ଜରିଆରେ ରାଷ୍ଟ୍ରପତିଙ୍କୁ ସ୍ମାରକ ପାତ୍ର ପ୍ରଦାନ କରଯିବ । ଏନେଇ ସୂଚନା ଦେଇଛନ୍ତି କଂଗ୍ରେସ ସାଂସଦ ସପ୍ତଗିରି ଉଲ୍ଲାକା…
କୁଏତରେ ପ୍ରବାସୀ ଭାରତୀୟଙ୍କୁ ଓଡ଼ିଶା ଆସିବାକୁ ମୋଦିଙ୍କ ନିମନ୍ତ୍ରଣ
ନୂଆଦିଲ୍ଲୀ: କୁଏତରେ ପ୍ରବାସୀ ଭାରତୀୟଙ୍କୁ ଓଡ଼ିଶା ଆସିବାକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ନିମନ୍ତ୍ରଣ । କୁଏତ୍ ହାଲା ମୋଦି କାର୍ଯ୍ୟକ୍ରମରେ ଓଡ଼ିଶା କଥା ଉଲ୍ଲେଖ କଲେ ପିଏମ୍ ମୋଦି। ଓଡ଼ିଶାର ଗୁଣଗାନ ମଧ୍ୟ କଲେ। ଭୁବନେଶ୍ବରରେ ଆୟୋଜିତ ହେବାକୁ ଥିବା ପ୍ରବାସୀ ଭାରତୀୟ…
ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କୁ ଆକ୍ରମଣ ପ୍ରସଙ୍ଗ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ରାଜ୍ୟପାଳଙ୍କୁ ସ୍ମାରକପତ୍ର ଦେଲା ବିଜେପି
ଭୁବନେଶ୍ୱର: ବିଜେପିର ବରିଷ୍ଠ ନେତା ବାଲେଶ୍ୱର ଲୋକସଭା ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଓ ଫରୁଖାବାଦ ସାଂସଦ ମୁକେଶ ରାଜପୁତଙ୍କୁ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ସଂସଦ ସମ୍ମୁଖରେ ଆକ୍ରମଣ କରିଛନ୍ତି। ଏହାର ପ୍ରତିବାଦରେ ବିଜେପି କାର୍ଯ୍ୟକର୍ତ୍ତାମାନେ…
ଅନୁଗୋଳ ଜିଲ୍ଲା କଂଗ୍ରେସ ପକ୍ଷରୁ ଆମ୍ବେଦକର ବିରୋଧୀ ମନ୍ତବ୍ୟ ପାଇଁ ଅମିତ ଶାହାଙ୍କ କୁଶ ପୁତ୍ତଳିକା ଦାହ
ଅନୁଗୋଳ ଜିଲ୍ଲା କଂଗ୍ରେସ ପକ୍ଷରୁ ଆମ୍ବେଦକର ବିରୋଧୀ ମନ୍ତବ୍ୟ ପାଇଁ ଅମିତ ଶାହାଙ୍କ କୁଶ ପୁତ୍ତଳିକା ଦାହ ଅନୁଗୋଳ ୨୦।୧୨ ଆଜି ସନ୍ଧ୍ୟାରେ ଅନୁଗୋଳ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଜିଲ୍ଲା ସଭାପତି ଅମ୍ବିକା ପ୍ରସାଦ ଭଟ୍ଟଙ୍କ ନେତୃତ୍ୱରେ ସ୍ଥାନୀୟ କଂଗ୍ରେସ…
