୫୬ ବର୍ଷର ହେଲେ ରାହୁଲ ଗାନ୍ଧୀ: ଜନ୍ମଦିନର ବିଶେଷ ଶୁଭେଚ୍ଛା ପ୍ରଧାନମନ୍ତ୍ରୀ ମୋଦୀ
କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆଜି ତାଙ୍କ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ କଂଗ୍ରେସ ଦଳ ଅନେକ କାର୍ଯ୍ୟକ୍ରମ ଆୟୋଜନ କରୁଛି। ଅନେକ କଂଗ୍ରେସ ନେତା ସୋସିଆଲ ମିଡିଆରେ ରାହୁଲ ଗାନ୍ଧୀଙ୍କ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ…
