୨.୩୮ ଲକ୍ଷ କୋଟିର ପ୍ରତିରକ୍ଷା ଡିଲକୁ ମଞ୍ଜୁରୀ
ନୁଆଦିଲ୍ଲୀ: ଭାରତୀୟ ସଶସ୍ତ୍ର ବାହିନୀକୁ ଆଧୁନିକୀକରଣ କରିବା ଲକ୍ଷ୍ୟରେ ପ୍ରତିରକ୍ଷା ଅଧିଗ୍ରହଣ ପରିଷଦ (ଡିଏସି) ଶୁକ୍ରବାର ଦିନ ୨.୩୮ ଲକ୍ଷ କୋଟି ଟଙ୍କାର ପ୍ରସ୍ତାବକୁ ମଞ୍ଜୁରୀ ଦେଇଛି ବୋଲି ସୂତ୍ରରୁ ଜଣାପଡ଼ିଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ…
