ଦିଲ୍ଲୀର ଏକ ହସ୍ପିଟାଲରେ ଭର୍ତ୍ତି ହେଲେ ସୋନିଆ ଗାନ୍ଧୀ
ଵରିଷ୍ଠ କଂଗ୍ରେସ ନେତା ଓ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଅସୁସ୍ଥ । ଚିକିତ୍ସା ପାଇଁ ଦିଲ୍ଲୀର ସାର୍ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି । ପିଟିଆଇ ରିପୋର୍ଟ ଅନୁଯାୟୀ, ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ପରେ ମଙ୍ଗଳବାର ସକାଳେ ତାଙ୍କୁ…
