ନୂଆରୂପ ପାଇବ ଲୋକସେବା ଭବନ, ୧୦୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ଅଟକଳ
ଭୁବନେଶ୍ବର: ନୂଆରୂପ ପାଇବ ଲୋକସେବା ଭବନ। ଏହାର ପୁନର୍ବିନ୍ୟାସ ପାଇଁ ଡିପିଆର ପ୍ରସ୍ତୁତ ହୋଇସାରିଛି। ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ଚଳିତବର୍ଷ ଶେଷସୁଦ୍ଧା ସଂପୂର୍ଣ୍ଣ ଲୋକସେବା ଭବନର ପୁନର୍ବିନ୍ୟାସ କାମ ଆରମ୍ଭ ହେବ ବୋଲି ପୂର୍ତ୍ତମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି।…
