ଟାଟା ଷ୍ଟିଲ୍ ମେରାମଣ୍ଡଳୀ ପକ୍ଷରୁ ଅନୁଗୋଳ ଓ ଢେଙ୍କାନାଳରେ ୭୦୦୦ ବୃକ୍ଷରୋପଣ
*ଟାଟା ଷ୍ଟିଲ୍ ମେରାମଣ୍ଡଳୀ ପକ୍ଷରୁ ଅନୁଗୋଳ ଓ ଢେଙ୍କାନାଳରେ ୭୦୦୦ ବୃକ୍ଷରୋପଣ* ମେରାମଣ୍ଡଳୀ, ୧୭/୦୯/୨୦୨୫: ଟାଟା ଷ୍ଟିଲ୍ ମେରାମଣ୍ଡଳୀ (ଟିଏସ୍ଏମ୍) ପକ୍ଷରୁ ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲା ପ୍ରଶାସନ ସହଯୋଗିତାରେ ବୃକ୍ଷରୋପଣ ଅଭିଯାନ ଆୟୋଜିତ ହୋଇଯାଇଛି। “ଏକ୍ ପେଡ୍ ମା କେ…
