୧୦ କୋଟି ଟଙ୍କାର ଗଞ୍ଜେଇ ଜବତ: ରାଜସ୍ଥାନକୁ ଚାଲାଣ ହେଉଥିଲା ଚାଲାଣ
କୋରାପୁଟ: ଥମୁନି ଗଞ୍ଜେଇ ଚୋରା ଚାଲାଣ। କୋରାପୁଟ ଜିଲ୍ଲା ଲମତାପୁଟ ପୁଡିଙ୍ଗ ଜଙ୍ଗଲରୁ ୧୦ କୋଟି ଟଙ୍କାର ଗଞ୍ଜେଇ ଜବତ ହୋଇଛି। ଗଞ୍ଜେଇ ସବୁ ରାଜସ୍ଥାନକୁ ଚାଲାଣ ହେଉଥିଲା। ଖବର ପାଇ ମାଡିବସିଲା ପୋଲିସ। ଗଞ୍ଜେଇ ଚାଲାଣ ବେଳେ ରାସ୍ ଛକ…
