Category: Special

ମାତ୍ର ୩ ମାସରେ ଭାଙ୍ଗିଲା ଫ୍ରାନ୍ସ ସରକାର

ପ୍ୟାରିସ: ଫ୍ରାନ୍ସର ପ୍ରଧାନମନ୍ତ୍ରୀ ମିସେଲ ବର୍ଣ୍ଣିୟରଙ୍କ ସରକାରର ପତନ ହୋଇଛି। ମାତ୍ର ୩ ମାସରେ ପ୍ରଧାନମନ୍ତ୍ରୀ ପଦରୁ ସେ ଇସ୍ତଫା ଦେଇଛନ୍ତି। ଫ୍ରାନ୍ସରେ ୬୦ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ସଂସଦରେ ଜଣେ ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଅଣାଯାଇଥିଲା।…

୬ରୁ ପୁଣି ଖସିବ ତାପମାତ୍ରା, ବଢ଼ିବ ଶୀତ

ଭୂବନେଶ୍ବର: ବାତ୍ୟା ଫେଙ୍ଗାଲ ପ୍ରଭାବରେ ବଙ୍ଗୋପସାଗରରୁ ପବନ ଉପକୂଳ ମୁହାଁଇଥିବା ବେଳେ ଏବେ ଏହାର ପ୍ରଭାବରେ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି। ରାଜ୍ୟରେ ପରବର୍ତ୍ତୀ ୩ ଦିନରେ ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରୀ…

ଡାକ୍ତରୀ ପାଠ ପଢିପାରିବେନି ଝିଅ: ବ୍ୟାନ କଲେ ସରକାର

ନୂଆଦିଲ୍ଲୀ: ଏଣିକି ଆଉ ଡାକ୍ତରୀ ପାଠ ପଢିପାରିବେନି ଦେଶର ଝିଅମାନେ । ଡାକ୍ତରୀ ପାଠ ଝିଅମାନଙ୍କ ପାଇଁ ବ୍ୟାନ କରିଛନ୍ତି ସରକାର । ଏପରି କିଛି ହଟକେ ନିୟକ ଆଣି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି ତାଲିବାନ୍ ସରକାର । ଯେଉଁଥିରେ…

ପ୍ରେମ ପାଠ ପଢିବେ ଛାତ୍ରଛାତ୍ରୀ, କଲେଜକୁ ନିର୍ଦ୍ଦେଶ ଦେଲେ ସରକାର

ନୂଆଦିଲ୍ଲୀ: ଭାରତର ପଡୋଶୀ ଦେଶ ଚାଇନାକୁ ଘାରିଛି ଜନସଂଖ୍ୟା ହ୍ରାସ ପାଇବାର ଚିନ୍ତା । ତେଣୁ ଚୀନ୍ ସରକାର କଲେଜଗୁଡ଼ିକରେ ପ୍ରେମ ଶିକ୍ଷା ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଛାତ୍ରଛାତ୍ରୀମାନଙ୍କୁ ରୋମାଣ୍ଟିକ ସମ୍ପର୍କକୁ ଭଲ ଭାବରେ ବୁଝିବାକୁ ସାହାଯ୍ୟ କରିବ ଏହି…

ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ସମୀର ଦେ ବିୟୋଗରେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ

( ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ସମୀର ଦେ ବିୟୋଗରେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ )ଜଗତସିଂହପୁରତା =5/12/24ପୂର୍ବତନ ମନ୍ତ୍ରୀ, ଦକ୍ଷ ରାଜନେତା, ସମାଜସେବୀ ସ୍ବର୍ଗତ ସମୀର ଦେ ଙ୍କ ବିୟୋଗରେ ଜନ୍ମମାଟି ଜଗତସିଂହପୁର ପୁନଙ୍ଗ ଠାରେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି |ସମାଜସେବୀ…

ଗଡିବ ଭୁବନେଶ୍ଵର ମେଟ୍ରୋ, ଡିସେମ୍ବର ୨୦୨୭ ରେ ସରିବ ପ୍ରଥମ ପର୍ଯ୍ୟାୟ କାମ

ଭୂବନେଶ୍ଵର: ଡିସେମ୍ବର ୨୦୨୭ ସୁଦ୍ଧା ଶେଷ ହେବଭୁବନେଶ୍ଵର ମେଟ୍ରୋ ଟ୍ରେନ୍‌ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାମ। ପ୍ରଥମେ ୨୬ କିଲୋମିଟର ମଧ୍ୟରେ ମେଟ୍ରୋ ଟ୍ରେନ୍‌ ଚଳାଚଳ କରିବ। ଆରମ୍ଭରୁ ଯାତ୍ରୀଙ୍କୁ ୧୩ଟି ଟ୍ରେନ୍‌ରେ ଏହି ସେବା ମିଳିବ। ପ୍ରତ୍ୟେକ ଟ୍ରେନ୍‌ରେ ୩ଟି…

ଆଜି ଠାରୁ ଆନ୍ତର୍ଜାତିକ କୋଣାର୍କ ଉତ୍ସବ

ଭୂବନେଶ୍ୱର, ୦୧/୧୨ : କୋଣାର୍କ ଚନ୍ଦ୍ରଭାଗା ବେଳାଭୂମିରେ ଆନ୍ତର୍ଜାତିକ ବାଲୁକାକଳା ଉତ୍ସବ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହେବ। ଏ ନେଇ ପ୍ରସ୍ତୁତି ଶେଷ ହୋଇଛି। ଶନିବାର ସନ୍ଧ୍ୟାରେ ପର୍ଯ୍ୟଟନ ସଚିବ ସମର୍ଥ ବର୍ମା, ଯୁଗ୍ମ ନିର୍ଦେଶକ ସରୋଜ କୁମାର ସ୍ୱାଇଁ, ଓଟିଡିସି…

ଏଟିଏମରୁ ଉଠାଇପାରିବେ ଇପିଏଫ ଟଙ୍କା!

ନୂଆଦିଲ୍ଲୀ: ଏଣିକି ଏଟିଏମ୍ ଦ୍ବାରା ଉଠାଇ ହେବ ଇପିଏଫ ଟଙ୍କା । ଏନେଇ କର୍ମଚାରୀଙ୍କ ପାଇଁ ଖୁସି ଖବର ଆଣିବାକୁ ଯାଉଛନ୍ତି କେନ୍ଦ୍ର ସରକାର । ଇପିଏଫର ତୃତୀୟ ସଂସ୍କରଣରେ ପେନସନ ଧାରୀଙ୍କୁ ମୋଟା ଅଙ୍କର ଟଙ୍କା ମିଳିବା ସହ କର୍ମଚାରୀଙ୍କ…

ଆଜି ପୁଡୁଚେରୀରେ ଲ୍ୟାଣ୍ଡଫଲ୍‌ କରିବ ବାତ୍ୟା ଫେଙ୍ଗଲ

ଭୂବନେଶ୍ବର, ୩୦/୧୧ : ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଗଭୀର ଅବପାତ ଆହୁରି ଘନୀଭୂତ ହୋଇ ସାମୁଦ୍ରିକ ଝଡ଼ ବା ବାତ୍ୟା ଫେଙ୍ଗଲରେ ପରିଣତ ହୋଇଛି l ଆଜି ତାମିଲନାଡୁ ନିକଟ ପୁଡୁଚେରୀରେ ଲ୍ୟାଣ୍ଡଫଲ୍ କରିପାରେ ‘ଫେଙ୍ଗଲ’। ସମୁଦ୍ର ମଧ୍ୟରେ…

ରାଜ୍ୟ ସରକାରରେ ସଚିବଙ୍କ ଦଖଲକୁ ନେଇ ବିବାଦ – ବିଜେଡି ଭୋଟର୍ ଓ ଓଡ଼ିଶା ବାସୀଙ୍କ ସମ୍ମତିରେ କାର୍ଯ୍ୟରତ କି 5t ସଚିବ ପାଣ୍ଡିଆନ?

ରାଜ୍ୟ ସରକାରରେ ସଚିବଙ୍କ ଦଖଲକୁ ନେଇ ବିବାଦ – ବିଜେଡି ଭୋଟର୍ ଓ ଓଡ଼ିଶା ବାସୀଙ୍କ ସମ୍ମତିରେ କାର୍ଯ୍ୟରତ କି 5t ସଚିବ ପାଣ୍ଡିଆନ? ବିରୋଧୀଙ୍କ ସ୍ଵରରେ ସ୍ୱର ମିଳାଇ କହିବା ଦଳୀୟ ବିଧାୟକଙ୍କୁ ମହଙ୍ଗା ପଡିଲା ଭୁବନେଶ୍ୱର – ଆଜି…